Physical Address
Sai Samarpanam, Satya Vihar, Bhubaneswar

~ ଉଦବୋଧନ ~ ଲେଖା: ଅମୃତେଶ ଖଟୁଆ ସ୍ଵଭାବକବି ଗଙ୍ଗାଧର ମେହେର ନିଜ ମଧ୍ୟରେ ଜଣେ ଐଶୀପ୍ରେରଣାର ସ୍ଵତଃ ନିଃସୃତ ହୋଇଥିବା ଉତ୍ସ ସଦୃଶ ଅନିବାର ଓଡ଼ିଆ ସାହିତ୍ୟର ବିଭୋର ସାଗରରେ ଅବଗାହନ କରି ସେ ସଂଗ୍ରହ କରି ଆମ୍ଭମାନଙ୍କ ନିମନ୍ତେ ଉତ୍ସର୍ଗ କରିଛନ୍ତି ଅସଂଖ୍ୟ ଚରିତ୍ରମାନଙ୍କ ରୂପରେ ଆମ ଜାତୀୟ ଐଶ୍ଵର୍ଯ୍ୟ । ସର୍ବଦା…

~ ଓଡ଼ିଶାର ଚିତ୍ରକଳା ~ ଲେଖା: ଅମୃତେଶ ଖଟୁଆ ସମଗ୍ର ସୃଷ୍ଟି ହିଁ ଗୋଟିଏ #ଚିତ୍ର । #ସୂର୍ଯ୍ୟୋଦୟ, #ସୂର୍ଯ୍ୟାସ୍ତ, #ଉତ୍ତାଳ #ସମୁଦ୍ର, #ବେଗବାନ #ପବନ, #ସ୍ରୋତସ୍ବିନୀ ନଦୀଠୁ ଆରମ୍ଭ କରି ଫୁଲ ଓ ଫଳ ଯାଏଁ ଆଦୂର୍ବାଦ୍ରୁମ ଶ୍ୟାମାୟିତ ସବୁଜ ପୃଥିବୀ । ସବୁ କିଛି ହିଁ ସୃଷ୍ଟି-ନିହିତ ଅଭିବ୍ୟକ୍ତି ଶକ୍ତିର ଏକ ଏକ…

~ ବଳରାମ ଦାସ କୃତ ‘ଲକ୍ଷ୍ମୀ ପୁରାଣ’ର ସାଂସ୍କୃତିକ ଭୂମିକା ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରନ୍ତି, ଯାହା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ…

~ ଲଙ୍ଗୁଳୀ ମଠ ~ ଲେଖା: ଶ୍ରୀକାନ୍ତ ସିଂହ ଭାରତର ସର୍ବକାଳୀନ ପ୍ରାଚୀନ ସହରମାନଙ୍କ ମଧ୍ୟରୁ ଅନ୍ୟତମ ହେଉଛି ଆମର ଏଇ କଟକ ନଗର । ମହାନଦୀ କୂଳ କଟକର ଏହି ଅଞ୍ଚଳରେ ମାନବ ସଭ୍ୟତାର ଅଭ୍ୟୁଦୟ କେବେ ହୋଇଥିଲା, ଏହି ପ୍ରଶ୍ନର ଯୁକ୍ତିଯୁକ୍ତ ଓ ଯଥାର୍ଥ ଉତ୍ତର କାହାରି ପାଖରେ ନାହିଁ; ଏ ସମ୍ପର୍କରେ…

ଗବେଷଣା ଓ ଉପସ୍ଥାପନା: ଡ. ମନୋରମା ଦାଶ ତ୍ରିପତି ଗାୟକରତ୍ନଙ୍କ ସାରସ୍ଵତ ପ୍ରତିଭା: ଏକ ଆଲୋଚନା ସାହିତ୍ୟ, ସଙ୍ଗୀତାଦି କଳା କ୍ଷେତ୍ରରେ ଅତୀତରେ ଏକ ଗୌରବମୟ ଐତିହ୍ୟ ଅର୍ଜନ କରିଥିବା ପବିତ୍ର ବଡ଼ଖେମୁଣ୍ଡି ମାଟିରେ ୧୮୯୧ ମସିହାରେ ପିତା କୈସାର୍ପୁ ଯୋଗେୟା ଦୋରା ଓ ମାତା ମହାଲକ୍ଷ୍ମୀଙ୍କ ଔରସରେ ଜନ୍ମଗ୍ରହଣ କରିଥିଲେ ତ୍ରିପତି ଗାୟକରତ୍ନ ।…

~ ଚିତୋଉ ପିଠା ~ ଲେଖା: ଅମୃତେଶ ଖଟୁଆ ସିନ୍ଦୂରା ଫାଟିବା ସହିତ ଫୁଟି ଉଠିବ ଶୂନ୍ୟ ତରା । ନବ ଊଷସୀର ଦେଦୀପ୍ୟ ଆଲୁଅ ପସରା ଦିଗବିଦିଗ ବିଛୁରି ଯିବ । ସତେ ଅବା ସେ ବିପୁଳ ରଶ୍ମିରାଶିରେ ନୁଆଁଣିଆ ଆକାଶରେ କେତେ ପୁଲକ, କେତେ ଉତ୍ସାହ । ସେହି ଆଲୁଅରେ ଆଲୋକିତ ଆଜି…

∼ କବି ଲେଖନୀରେ ଜାତି ଐରାବତ ∼ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜାତି ପାଇଁ ତାଙ୍କର ଅପରିମେୟ ଅବଦାନ ସୂଚୀ । ତଥାପି ତାଙ୍କ କ୍ଷେତ୍ରରେ “ଅବଦାନ” ଏକ କ୍ଷୁଦ୍ର ଅଭିଧା ବୋଲି ପ୍ରତ୍ୟୟ ହୁଏ । #ମଧୁସୂଦନ ଏପରି ଏକ ନାମ ଶୁଣିଲେ ଅବିଭକ୍ତ ଓଡ଼ିଆ ପ୍ରାଣପ୍ରବାହ ମଧ୍ୟରେ ଅମୃତମୟ ସ୍ବାଭିମାନ ସ୍ରୋତ…

ଲେଖା: ଅମର ପ୍ରସାଦ ଓ ଶ୍ରୀକାନ୍ତ ସିଂହ ~ ଉତ୍ତରେଶ୍ଵର ମହାଦେବ ମନ୍ଦିର ~ ଦିନ ଥିଲା, ବିରୂପା ତଟରେ ସେ ଭୂଖଣ୍ଡରେ ଦିନେ ଏକ ସମୃଦ୍ଧ ସଭ୍ୟତା ବିକଶିତ ହୋଇ, ଉତ୍କଳର ଶିଳ୍ପ, କଳା, ସ୍ଥାପତ୍ୟ, ସାହିତ୍ୟ, ଧର୍ମକୁ ଯେ ଋଦ୍ଧିମନ୍ତ କରିଥିଲା; ତାହାର ଅସଂଖ୍ୟ ପ୍ରମାଣ ଏବେ ଦୃଶ୍ୟମାନ ସତ ! କିନ୍ତୁ…
ଉପସ୍ଥାପନା: ନିରଞ୍ଜନ ସାହୁ ~ ଢିଙ୍କି ~ ଆଗେ ଏମିତି ଗୋଟିଏ ଗାଁ ନଥିବ ଯେଉଁଠି ସାତ ଆଠଟା ଢିଙ୍କି ଦେଖିବାକୁ ମିଳିବ ନାହିଁ ! ତିନି ଚାରି କୁଟୁମ୍ବର ମଝିରେ ମଝିରେ ଗୋଟିଏ ଢିଙ୍କି ଥିବା ଥୟ, ନହେଲେ ଚାଉଳ ଠୁଁ ଆରମ୍ଭ କରି ଚୂନା ପର୍ଯ୍ୟନ୍ତ ପାଇବେ କିମିତି ? ସଂସାର ଚଳିବ…

~ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ସେଦିନ ମହୋଦୟ ଆନ୍ଧ୍ରପ୍ରଦେଶର ସବରେଜିଷ୍ଟ୍ରାର ଥିବାବେଳେ ସେଠି ଜଣେ ଉତ୍କଳୀୟ ବ୍ରାହ୍ମଣ ବାଳବିଧବାର ପୁନର୍ବିବାହ କରାଇଥିଲେ । ଏଥି ସକାଶେ…