Search Results for ଭାଷା

ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ଦ୍ଵିତୀୟ) ~ ୧୫ ମଇ ୨୦୨୨: ପଦ୍ମ ଫୁଟେ ନୀଳ ଶରତର ନିବିଡ଼ ଲଗ୍ନରେ । ପୌଷର ଶିଶିରସ୍ନାତ ସକାଳରେ କୁହୁଡ଼ିଘେରରେ ଜଳିଯାଏ ପଦ୍ମବନ ! ଆବର୍ଜନାର ପଚାମାଟିରୁ ମୁଣ୍ଡ ଟେକେ ଯେଉଁ ଶାଶ୍ବତ ସୁବାସିତ ପଙ୍କଜ, ସିଏ ଏତେ ଶୁଦ୍ଧ ପବିତ୍ର କରିଥାଏ ନିଜକୁ ଯେ ଆକାଶରୁ…

ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ପ୍ରଥମ) ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ ! ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ…

Home

Reliving the Glorious Past of Odisha Reliving the Glorious Past of Odisha Reliving the Glorious Past of Odisha Reliving the Glorious Past of Odisha Reliving the Glorious Past of Odisha The Vibe Behind  Among all the countries in the world,…

ଦର୍ପଣୀ କୋଠି

~ ଦର୍ପଣୀ କୋଠି ~ ଲେଖା: ଶ୍ରୀକାନ୍ତ ସିଂହ ଅଶିଣର ବର୍ଷଣକ୍ଳାନ୍ତ ଶରଦ ପ୍ରାତଃ। ପଶ୍ଚିମାକାଶରେ ଅସ୍ତଗାମୀ ନିଷ୍ପ୍ରଭ ଶଶାଙ୍କ, ଆଉ ଉଦିତ ରବିଙ୍କ ରକ୍ତିମ ଆଭାରେ ଉଦ୍ଭାସିତ ପୂର୍ବାଚଳର ନିର୍ମଳ ଆକାଶ। ବୃନ୍ତଚ୍ୟୁତ ସଜଫୁଟା ଶୁଭ୍ର-ନାରଙ୍ଗୀ ଶେଫାଳୀ ସାଥେ ମଧୁମାଳତୀ, ତରାଟ, କନିଅର, ଟଗର, କାଠଚମ୍ପା, ମଲ୍ଲୀ, ଜୁହି-ଜାଇ, ହେନା, ସ୍ବର୍ଣ୍ଣଚମ୍ପା, ରଙ୍ଗଣୀ ଆଦି…

ଦାଣ୍ଡଯାତ୍ରା

~ ଅସୁରେଶ୍ୱରର ଦଧିବାମନ ଓ ଦାଣ୍ଡଯାତ୍ରା ~ ଲେଖା: ଶ୍ରୀକାନ୍ତ ସିଂହ ଅସୁରେଶ୍ଵର ରାମ ନବମୀ କହିଲେ ଦାଣ୍ଡଯାତ୍ରାକୁ ହିଁ ବୁଝାଇଥାଏ l ଏହି ଦାଣ୍ଡଯାତ୍ରା ପଛରେ ଉଭୟ ପୌରାଣିକ ଆଖ୍ୟାନ ଓ ଦୈବୀ ପରମ୍ପରା ରହିଛି l କୁହାଯାଏ, ଶ୍ରୀରଘୁନାଥଙ୍କ ନବଦିନାତ୍ମକ ଯାତ୍ରାକୁ ସୁକ୍ଷ୍ମରେ ଦର୍ଶନ କରିବା ପାଇଁ ଶ୍ରୀଦଧିବାମନ ନିଜ ମନ୍ଦିର ପ୍ରାଙ୍ଗଣରେ…

ଶରତ

~ ଶରତ ~ ସୌରଭିତ ସୃଷ୍ଟି : ପଲ୍ଲୀକବି ନନ୍ଦକିଶୋର ବଳ ଭାଦ୍ରବ ମାସର ପ୍ରଥମ ରବିବାର । ପୂରି ଉଠିଥିଲା ପୁରପଲ୍ଲୀର ପୁଲକିତ ପାଟ ଅଗଣା । ସକାଳ ସିନ୍ଦୂରା ନ ଫାଟୁଣୁ ଆକାଶରେ ପବନ ପହୁଡା ତାଳଗଛ ଟପି ଦିଶିଥିଲା ଭସା ମେଘ । ଝିପିଝିପି ଅଗଣନ ଟୋପାରେ ତିନ୍ତିଥିବା ନିଶବ୍ଦ ପୃଥିବୀରେ…

ଉତ୍କଳଗୌରବ ମଧୁସୂଦନ ଦାସ

~ ଏକାମ୍ରକ୍ଷେତ୍ର ଓ ଉତ୍କଳଗୌରବ ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ସମୟର ବାଲୁକାରାଶିରେ ଅଙ୍କିତ ଅଗଣିତ ପଦଚିହ୍ନ– କେତେ ଜଣା, କେତେ ଅଜଣା; କେତେ ପୁଣି ହୋଇଯାଆନ୍ତି ବିସ୍ମୃତ ଓ ବିଲୁପ୍ତ । କିନ୍ତୁ କିଛି ରହିଯାଇଥାନ୍ତି ନିଜ ଏକକ ଅସ୍ତିତ୍ବକୁ ଜାହିର କରିବାର ପଣ ନେଇ, ସମୟରୁ ସମୟାନ୍ତର ଯାଏଁ । ସେହିମାନେ…

ଉଦବୋଧନ

~ ଉଦବୋଧନ ~ ଲେଖା: ଅମୃତେଶ ଖଟୁଆ ସ୍ଵଭାବକବି ଗଙ୍ଗାଧର ମେହେର ନିଜ ମଧ୍ୟରେ ଜଣେ ଐଶୀପ୍ରେରଣାର ସ୍ଵତଃ ନିଃସୃତ ହୋଇଥିବା ଉତ୍ସ ସଦୃଶ ଅନିବାର ଓଡ଼ିଆ ସାହିତ୍ୟର ବିଭୋର ସାଗରରେ ଅବଗାହନ କରି ସେ ସଂଗ୍ରହ କରି ଆମ୍ଭମାନଙ୍କ ନିମନ୍ତେ ଉତ୍ସର୍ଗ କରିଛନ୍ତି ଅସଂଖ୍ୟ ଚରିତ୍ରମାନଙ୍କ ରୂପରେ ଆମ ଜାତୀୟ ଐଶ୍ଵର୍ଯ୍ୟ । ସର୍ବଦା…

ଚିତ୍ରକଳା

~ ଓଡ଼ିଶାର ଚିତ୍ରକଳା ~ ଲେଖା: ଅମୃତେଶ ଖଟୁଆ ସମଗ୍ର ସୃଷ୍ଟି ହିଁ ଗୋଟିଏ #ଚିତ୍ର । #ସୂର୍ଯ୍ୟୋଦୟ, #ସୂର୍ଯ୍ୟାସ୍ତ, #ଉତ୍ତାଳ #ସମୁଦ୍ର, #ବେଗବାନ #ପବନ, #ସ୍ରୋତସ୍ବିନୀ ନଦୀଠୁ ଆରମ୍ଭ କରି ଫୁଲ ଓ ଫଳ ଯାଏଁ ଆଦୂର୍ବାଦ୍ରୁମ ଶ୍ୟାମାୟିତ ସବୁଜ ପୃଥିବୀ । ସବୁ କିଛି ହିଁ ସୃଷ୍ଟି-ନିହିତ ଅଭିବ୍ୟକ୍ତି ଶକ୍ତିର ଏକ ଏକ…

ଲକ୍ଷ୍ମୀ ପୁରାଣ

~ ବଳରାମ ଦାସ କୃତ ‘ଲକ୍ଷ୍ମୀ ପୁରାଣ’ର ସାଂସ୍କୃତିକ ଭୂମିକା ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରନ୍ତି, ଯାହା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ…