Search Results for ଭାଷା

ମହାରାଜା ଭେଙ୍କଟେଶ୍ଵର ଦେଓ

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଭୟ, ଆତଙ୍କ, ଅଶିକ୍ଷା, ଅନ୍ଧବିଶ୍ୱାସ ଓଡ଼ିଆ ଜାତିକୁ ଆତ୍ମବିଲୁପ୍ତ କରିଦେଇଥିଲା। ଦ୍ଵିତୀୟାର୍ଦ୍ଧର କିଛି କାଳ ପର୍ଯ୍ୟନ୍ତ ଏ ଜାତିର ନିର୍ବେଦତା ଲାଗି ରହିଲା। ୧୮୬୬ ମସିହାର ନଅଙ୍କ ଦୁର୍ଭିକ୍ଷ ଗୋଟିଏ ଇତିହାସ ପ୍ରସିଦ୍ଧ ଜାତିର ମେରୁଦଣ୍ଡକୁ ଦୋହଲାଇ ଦେଇ ଶ୍ମଶାନିତ କରିଦେଲା। ଛିନ୍ନବିଛିନ୍ନ ହୋଇଗଲା ଧର୍ମ, ଦର୍ଶନ,…

ପ୍ରଣବ ପଟ୍ଟନାୟକ 

ଲେଖା: ଦେଵ ତ୍ରିପାଠୀ ତାଙ୍କ ସଙ୍ଗୀତରେ ଭାବ ଓ ଭାଷା ଥାଏ ଲାଳିତ୍ୟପୁର୍ଣ୍ଣ, ମଧୁର । ତାଙ୍କ ସୁର ଶୁଣି ଆତ୍ମବିଭୋର ହୁଏ ଶ୍ରୋତା । ତାଙ୍କ କଣ୍ଠରେ ଭାବ, ଭାଷା ଓ ଧ୍ୱନିର ଥାଏ ଏକ ସୁନ୍ଦର ସମନ୍ୱୟ, ସେଥିପାଇଁ ତାଙ୍କ ଗୀତସବୁ ହୋଇଯାଏ ଅପାସୋରା, ତନୁମନ ଶିହରାଇଦିଏ, ଲିପିବଦ୍ଧ ହୋଇଯାଏ ଶୃତିରେ, ସ୍ମୃତିରେ…

ଶିମିଳିପାଳ

ଲେଖା: ଦେଵ ତ୍ରିପାଠୀ ସେ ଏକ ଦେବଭୂମି ! ଦେବଗଣ ଓହ୍ଲାଇ ଆସନ୍ତି ସେ ପୁଣ୍ୟଭୂମିକୁ, ଘନ କୁହୁଡ଼ିର ଛାୟାରେ, ନିରବତାରେ, ନୂପୁରର ନିକ୍ୱଣରେ ଅବା କୀର୍ତ୍ତନର କୋଳାହଳରେ ! ଚମ୍ପା ଓ ବଣମଲ୍ଲୀର ମହକରେ ମହମହ ହୋଇ ମହକେ ସେ ପୁଣ୍ୟଭୂମିର ତୁଷାର ଆନତ ଧବଳ ପାର୍ବତୀୟ ଶୃଙ୍ଗ। ସେ ଭୂମିରେ ବର୍ଷକରେ ଥରେ…

ମହନ୍ତ ବିହାରୀ ଦାସ

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମଠମହନ୍ତ । ସେ ମଠର ବହଳ ଚାରିକାନ୍ଥ ଭେଦି ତାଙ୍କ ମନପ୍ରାଣକୁ ଭେଦୁଥିଲା ବିକଳ ଡାକ ! ସେଇ ମାଟିର ଡ଼ାକ, ମାଟିମା’ର ଡାକ ! ତାଙ୍କ କାନରେ ବାଜୁଥିଲା ଭାଷାଜନନୀର ବିକଳ କାନ୍ଦଣା । ବିଦେଶୀ ହିନ୍ଦୀଭାଷାର ପ୍ରଚଣ୍ଡ ଆଘାତରେ କ୍ଷତାକ୍ତ ଜନନୀର ଯନ୍ତ୍ରଣାକୁ ଅନୁଭବ କରୁଥିଲେ…

ରାଧାମୋହନ ଗଡ଼ନାୟକ

ସମଗ୍ର ଓଡ଼ିଶାରେ ପ୍ରଥମ ଓ ବୋଧହୁଏ ଏକମାତ୍ର କବି ଯେ ସ୍ଵଲିଖିତ କବିତା ପରବର୍ତ୍ତୀ ସମୟରେ ନିଜେ ହିଁ ମହାବିଦ୍ୟାଳୟ ପାଠ୍ୟକ୍ରମରେ ପଢ଼ି ପରୀକ୍ଷା ଦେବାର ସୌଭାଗ୍ୟ ପାଇଥିଲେ । ସେ ଆମ ଉତ୍କଳ ମାଟିର ରତ୍ନ ମହାନ କବି ରାଧାମୋହନ ଗଡ଼ନାୟକ !

ପଣ୍ଡିତ ଉପେନ୍ଦ୍ର ତ୍ରିପାଠୀ 

ଦୀର୍ଘ ସାତ ଦଶନ୍ଧିରୁ ଉର୍ଦ୍ଧ୍ବ କାଳ ଧରି ନିରବିଛିନ୍ନଭାବେ ଲେଖନୀ ଚାଳନା କରି ଓଡ଼ିଆ ଭାଷା ସାହିତ୍ୟକୁ  ସମୃଦ୍ଧ କରିଥିବା ଜଣେ ସ୍ପର୍ଦ୍ଧିତ ବ୍ୟକ୍ତିତ୍ବ ଯୁଗସ୍ରଷ୍ଟା ଯଶସ୍ୱୀ କବି ଉତ୍କଳଚନ୍ଦ୍ର ପଣ୍ଡିତ ଉପେନ୍ଦ୍ର ତ୍ରିପାଠୀ ! ଅଥଚ ଅନାଲୋଚିତ . .

ଶ୍ରୀକୃଷ୍ଣ

ଲେଖା: ଶିଶିର ସାହୁ ମନୋଜ ଶ୍ରୀଵିଷ୍ଣୁଙ୍କର ଅଷ୍ଟମ ଅଵତାର ଶ୍ରୀକୃଷ୍ଣ ନାମରେ ଵିଖ୍ଯାତ ଅଟନ୍ତି । ଏହାଙ୍କର ଏଭଳି ନାମକରଣକୁ ନେଇ ନାନାମତ ପ୍ରଚଳିତ । ନିମ୍ନରେ ଉକ୍ତ ମତଗୁଡି଼କ ଵିଷୟରେ ଆଲୋଚନା କରାଗଲା । ୧. ଶ୍ରୀକୃଷ୍ଣଙ୍କ ଶରୀରର ଵର୍ଣ୍ଣ କଳା ଥିଲା । ଅନେକଙ୍କ ମତରେ କୃଷ୍ଣ ଶ୍ଯାମଳଵର୍ଣ୍ଣ ଥିଲେ ତେଣୁ ସେ…

ଗୌତମ ବୁଦ୍ଧ ଓଡ଼ିଆ କି ?

ଲେଖା: ସୁଶାନ୍ତ ସାହୁ ହୋଇପାରେ ଏହା ଏକ ବିବାଦୀୟ ପ୍ରଶ୍ନ, ମାତ୍ର ବିବାଦରୁ ହିଁ ଇତିହାସର ଅନେକ ସ୍ବର୍ଣ୍ଣିମ ସତ୍ୟ ଆବିଷ୍କୃତ ହୋଇପାରିଛି। ନିକଟ ଅତୀତରେ ରସଗୋଲା ଘଟଣାକୁ ଉଦାହରଣ ସ୍ୱରୂପ ନିଆଯାଇ ପାରେ। ପୋଥିଗତ ତତ୍ବ ହିଁ ପ୍ରକୃତ ସତ୍ୟ ଏହା ଆମେ ସହଜରେ ମାନି ନେଉ କାରଣ ଆମ ଓଡ଼ିଆଙ୍କଠାରେ ଅନୁସନ୍ଧାନ ମନୋବୃତ୍ତିର…

କବି ଗୋପାଳକୃଷ୍ଣ ପଟ୍ଟନାୟକ

ଲେଖା: ନିରଞ୍ଜନ ସାହୁ “ଏ ସମସ୍ତ ବୈଷ୍ଣବ କବିଙ୍କ ଭିତରେ କେବଳ ଗୋପାଳକୃଷ୍ଣଙ୍କ ରଚନାକୁ ଆସିଲେ ଆମେ ବାଧ୍ୟ ହୋଇ ଅନୁଭବ କରୁ ଯେ, ଆମେ ଏକ ଭାବପ୍ରବଣ ଓ ସ୍ପର୍ଶକାତର ଆତ୍ମା ନିକଟରେ ପହଞ୍ଚିଛୁ। ସେ ଏକ ମହତ ପ୍ରେମର ତୀବ୍ରତା ନିଜ ଜୀବନରେ ଅଙ୍ଗେ ନିଭେଇଥିଲେ। ଗୋପାଳକୃଷ୍ଣଙ୍କ ଗୀତାବଳୀରେ ରାଧା ଓ କୃଷ୍ଣ…

କଟକ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କଟକ ଶବ୍ଦର ବ୍ୟାଖ୍ୟା: କଟ=ବେଷ୍ଟନ କରିବା+କର୍ତ୍ତୃ. ଅକ ଏ ଶବ୍ଦର ସଂସ୍କୃତ ବିଶେଷ୍ୟ  ହିସାବରେ ଯେଉଁ ଅର୍ଥ ସବୁ ଭାଷାକୋଷରେ ଅଛି ତାହା ଏଠାରେ ଦିଆଗଲା …. ୧●ସାନୁ; ପର୍ବତର ମଧ୍ୟଦେଶ★ ୨● ବଳୟ; ହାତଖଡ଼ୁ ୩●ଗୋଡ଼ଖଡ଼ୁ ୪●ଚକ୍ର ★ ୫● ନଗର; ରାଜଧାନୀ★ ୬●ସୈନ୍ୟ★ ୭●…