Search Results for ଭାଷା

ବ୍ରଜନାଥ ବଡ଼ଜେନା

ଲେଖା: ନିରଞ୍ଜନ ସାହୁ ଅଷ୍ଟାଦଶ ଶତାବ୍ଦୀ ଥିଲା ଓଡ଼ିଆ କାବ୍ୟସାହିତ୍ୟର ଅପୂର୍ବ ଯୁଗ । ରୀତି ଓ ଗୀତିଯୁଗ ନାମରେ ନାମିତ ଏହି ଯୁଗରେ ଉତ୍କଳ ସାହିତ୍ୟାକାଶରେ ଆବିର୍ଭାବ ଘଟିଥିଲା ବହୁ ବିଶିଷ୍ଟ କବିମାନଙ୍କର। ଆମେ ଯେତେବେଳେ ସର୍ବାଗ୍ରେ ସ୍ମରଣ କରୁ କବିସମ୍ରାଟଙ୍କୁ, ସେତିକିବେଳେ ଅନ୍ୟାନ୍ୟ ପ୍ରତିଭାପୁଞ୍ଜ ଆମ ଦୃଷ୍ଟି ସମ୍ମୁଖରେ ଉଦଭାସିତ ହୋଇଉଠନ୍ତି, ଅଭିମନ୍ୟୁ,…

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…

ବୈକୁଣ୍ଠନାଥ ପୂଜାରୀ

ଲେଖା: ଦେଵ ତ୍ରିପାଠୀ ତୁମ ମାଟି ଦେହ ଗ୍ରାସିଛି ଶ୍ମଶାନ, ମାତ୍ର ଯଶୋଦେହେ ତୁମେ ଆୟୁଷ୍ମାନ ।” କେତେ ବଡ଼ କଥା କହିଛନ୍ତି କବିବର ! ଗଙ୍ଗଶିଉଳି ଫୁଲ । ସଞ୍ଜରେ ଫୁଟେ, ସକାଳକୁ ଝଡ଼ିଯାଏ । କିନ୍ତୁ ରୂପରେ, ରସରେ, ବାସରେ ବିହ୍ଵଳିତ କରେ ସଭିଙ୍କୁ ! ସେ ଫୁଲର କଳ୍ପନାରେ ବି ଅନୁଭୂତ…

ସବ୍ୟସାଚୀ ମହାପାତ୍ର 

ଲେଖା: ଦେଵ ତ୍ରିପାଠୀ ଚଳିତ ଦଶନ୍ଧିରେ ଯଦି କୌଣସି ବୁଦ୍ଧିଜୀବି ମୌଳିକ ତଥା କ୍ଲାସିକ ଓଡ଼ିଆ ଚଳଚ୍ଚିତ୍ରମାନ ଦେଖିବାକୁ ଇଛା କରନ୍ତି ତେବେ ନଜରକୁ ଆସେ “ଶଳାବୁଢା”, “ଆଦିମବିଚାର” ପରି ବହୁ ସମ୍ମାନଜନକ ଆନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର I ଉଭୟ ବ୍ୟବସାୟିକ ଓ ସମାନ୍ତରାଳ ଚଳଚ୍ଚିତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ମହାନ ଯଶସ୍ୱୀ ନିର୍ଦ୍ଦେଶକ କଳିଙ୍ଗରତ୍ନ ସବ୍ୟସାଚୀ ମହାପାତ୍ରଙ୍କ…

ବିମ୍ବାଧର ବର୍ମା 

ଲେଖା: ନିରଞ୍ଜନ ସାହୁ ଅନନ୍ୟ ପ୍ରତିଭାର ଅଧିକାରୀ ସେ ମଣିଷ। ଦୂର ପାହାଡ଼, ଜହ୍ନରାତିର ରୂପେଲି କିରଣ, ପୋଖରୀ ଭିତରେ ଚନ୍ଦ୍ରର ପ୍ରତିଛବି,ସବୁଜ ବନାନୀ, ଅଗଣିତ ତାରାଫୁଲ, ମଣିଷର ଅନ୍ତର୍ବେଦନା, ଦାର୍ଶନିକ ତତ୍ତ୍ଵ, ଅବିକଳ ପ୍ରତିଛବି, ପ୍ରାକୃତିକ ଶୋଭା, କଳ୍ପନାପଟରେ କେତେ କଥାର ଜୀବନ୍ତ ଚିତ୍ରର ଚିତ୍ରକର ଶିଳ୍ପୀ ବିମ୍ବାଧର ବର୍ମା, ଯାହାଙ୍କ ଚିତ୍ର ମଉନ ନୁହେଁ ବରଂ…

ଭାରତବର୍ଷର ଗୁପ୍ତ ବୃନ୍ଦାବନ

ଉପସ୍ଥାପନା: ନିରଞ୍ଜନ ସାହୁ ସେ ଭୂମି ବୈଷ୍ଣବ କ୍ଷେତ୍ର। ପୂର୍ବ ଭାରତର ବୃନ୍ଦାବନ। ଶତାବ୍ଦୀ ଶତାବ୍ଦୀ ଧରି କଳ୍ପଦୃମ ସଦୃଶ ।ଐତିହାସିକ, ଭୌଗୋଳିକ, ପୌରାଣିକ ଓ ସାଂସ୍କୃତିକ ଦୃଷ୍ଟିକୋଣରୁ ଏହି କ୍ଷେତ୍ର ରମ୍ୟ । ଏହାର ବ୍ୟାପକତା, ବିବିଧ ରୂପତା, ସମନ୍ଵୟତା, ଉଦାର ହୃଦୟତା, ପୌରାଣିକ ଭିତ୍ତି, ଭକ୍ତି ରସାପ୍ଳୁତ ପରିବେଶ ଅବର୍ଣ୍ଣନୀୟ । ଏ…

କବି ବାଞ୍ଛାନିଧି ମହାନ୍ତି

ଲେଖା: ଦେଵ ତ୍ରିପାଠୀ “ଗାଅ ସ୍ୱାଧୀନ ଭାରତ, ସ୍ୱାଧୀନ ଭାରତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ  ଗାଏ ସାଗର ଭୂଜର ଅମ୍ବର ଚୁମ୍ବିତ  ଭାଲ ହିମାଚଳ ଗିରିବର କମ୍ପିତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ ।” ଯୁବକଟିଏ । ପ୍ରାଣରେ ପ୍ରାଚୁର୍ଯ୍ୟ, ଛାତିରେ ଉଦ୍ଦାମତା, ମନରେ ଜାତୀୟତାର ଫଲ୍ଗୁ, ନିର୍ଦ୍ଧାରିତ ତା’ର ଜୀବନର ଲକ୍ଷ୍ୟ: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ…

ସମ୍ବଲପୁର ହିତୈଷିଣୀ : ପ୍ରତିଷ୍ଠା ଦିବସ 

~ ସମ୍ବଲପୁର ହିତୈଷିଣୀ ~ ଲେଖା: ଅମୃତେଶ ଖଟୁଆ ବାମଣ୍ଡାଧିପ ବାସୁଦେବ ସୁଢଳଦେବ! ସେତେବେଳେ ତାଙ୍କର ଶାସନ କାଳ ଥିଲା ଉଜ୍ଜୟିନୀର ବିକ୍ରମାଦିତ୍ୟଙ୍କ ପରି ସ୍ଵର୍ଣ୍ଣିମ ଓ ଚିରନ୍ତନ ସ୍ମରଣୀୟ! ସାହିତ୍ଯ ଆଲୋଚନା ସହ ରାଜ୍ଯରେ ପ୍ରଭୂତ ସମୁନ୍ନତି ଫଳେ ପ୍ରଧାନପାଟ ଜଳପ୍ରପାତଠାରୁ ନେଇ ବିବିଧ ସ୍ଥଳରେ ବୈଦ୍ୟୁତିକ ଶକ୍ତିର ପରିଚାଳନାର ଶୁଭଲଗ୍ନ ହେଲା! ଓଡ଼ିଆ…

ବ୍ରିଟିଶ ମ୍ୟୁଜିୟମ ଓ ଆମ ଜାତି

ଲେଖା: ଶାନ୍ତନୁ ପାଲ ବ୍ରିଟିଶ ସାମ୍ରାଜ୍ୟ କେବେ ଆରମ୍ଭ ହେଲା, ସଠିକ ଭାବରେ କହିବା କଠିନ, କିନ୍ତୁ ପତନ ନିଶ୍ଚିତ  ଭାବରେ ଦ୍ବିତୀୟ ବିଶ୍ୱଯୁଧ୍ୟ ପରେ ପରେ ଆରମ୍ବ ହୋଇଯାଇଥିଲା ଓ ପାଖା ପାଖି 1960 ବେଳକୁ ସମସ୍ତ କଲୋନୀ ସ୍ୱାଧୀନତା ହାସିଲ କରିଯାଇଥିଲେ ଓ ଏବେତ କର୍ପୂର ଉଡିଯାଇଥିବା କନା ପରି କିଛି ଶୁଖିଲା…

ଐତିହାସିକ ପ୍ୟାରୀମୋହନ ଆଚାର୍ଯ୍ୟ

ଲେଖା: ଦେଵ ତ୍ରିପାଠୀ ଉତ୍କଳକୁ ସେ ଆପଣାର ମାତୃଭୂମି ଜ୍ଞାନ କରି ପୂଜା କରୁଥିଲେ, ପ୍ରାଣଠୁ ବଳି ଭଲ ପାଉଥିଲେ । ଉତ୍କଳରେ ଇତିହାସର ଅଭାବ ଦେଖି ସେ ବହୁଗ୍ରନ୍ଥ, ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ । ଓଡ଼ିଶା ପ୍ରତି ତାଙ୍କର…