Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: ନିରଞ୍ଜନ ସାହୁ ସେ ଭୂମି ବୈଷ୍ଣବ କ୍ଷେତ୍ର। ପୂର୍ବ ଭାରତର ବୃନ୍ଦାବନ। ଶତାବ୍ଦୀ ଶତାବ୍ଦୀ ଧରି କଳ୍ପଦୃମ ସଦୃଶ ।ଐତିହାସିକ, ଭୌଗୋଳିକ, ପୌରାଣିକ ଓ ସାଂସ୍କୃତିକ ଦୃଷ୍ଟିକୋଣରୁ ଏହି କ୍ଷେତ୍ର ରମ୍ୟ । ଏହାର ବ୍ୟାପକତା, ବିବିଧ ରୂପତା, ସମନ୍ଵୟତା, ଉଦାର ହୃଦୟତା, ପୌରାଣିକ ଭିତ୍ତି, ଭକ୍ତି ରସାପ୍ଳୁତ ପରିବେଶ ଅବର୍ଣ୍ଣନୀୟ । ଏ…

ଲେଖା: ଦେଵ ତ୍ରିପାଠୀ “ଗାଅ ସ୍ୱାଧୀନ ଭାରତ, ସ୍ୱାଧୀନ ଭାରତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ ଗାଏ ସାଗର ଭୂଜର ଅମ୍ବର ଚୁମ୍ବିତ ଭାଲ ହିମାଚଳ ଗିରିବର କମ୍ପିତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ ।” ଯୁବକଟିଏ । ପ୍ରାଣରେ ପ୍ରାଚୁର୍ଯ୍ୟ, ଛାତିରେ ଉଦ୍ଦାମତା, ମନରେ ଜାତୀୟତାର ଫଲ୍ଗୁ, ନିର୍ଦ୍ଧାରିତ ତା’ର ଜୀବନର ଲକ୍ଷ୍ୟ: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ…

~ ସମ୍ବଲପୁର ହିତୈଷିଣୀ ~ ଲେଖା: ଅମୃତେଶ ଖଟୁଆ ବାମଣ୍ଡାଧିପ ବାସୁଦେବ ସୁଢଳଦେବ! ସେତେବେଳେ ତାଙ୍କର ଶାସନ କାଳ ଥିଲା ଉଜ୍ଜୟିନୀର ବିକ୍ରମାଦିତ୍ୟଙ୍କ ପରି ସ୍ଵର୍ଣ୍ଣିମ ଓ ଚିରନ୍ତନ ସ୍ମରଣୀୟ! ସାହିତ୍ଯ ଆଲୋଚନା ସହ ରାଜ୍ଯରେ ପ୍ରଭୂତ ସମୁନ୍ନତି ଫଳେ ପ୍ରଧାନପାଟ ଜଳପ୍ରପାତଠାରୁ ନେଇ ବିବିଧ ସ୍ଥଳରେ ବୈଦ୍ୟୁତିକ ଶକ୍ତିର ପରିଚାଳନାର ଶୁଭଲଗ୍ନ ହେଲା! ଓଡ଼ିଆ…

ଲେଖା: ଶାନ୍ତନୁ ପାଲ ବ୍ରିଟିଶ ସାମ୍ରାଜ୍ୟ କେବେ ଆରମ୍ଭ ହେଲା, ସଠିକ ଭାବରେ କହିବା କଠିନ, କିନ୍ତୁ ପତନ ନିଶ୍ଚିତ ଭାବରେ ଦ୍ବିତୀୟ ବିଶ୍ୱଯୁଧ୍ୟ ପରେ ପରେ ଆରମ୍ବ ହୋଇଯାଇଥିଲା ଓ ପାଖା ପାଖି 1960 ବେଳକୁ ସମସ୍ତ କଲୋନୀ ସ୍ୱାଧୀନତା ହାସିଲ କରିଯାଇଥିଲେ ଓ ଏବେତ କର୍ପୂର ଉଡିଯାଇଥିବା କନା ପରି କିଛି ଶୁଖିଲା…

ଲେଖା: ଦେଵ ତ୍ରିପାଠୀ ଉତ୍କଳକୁ ସେ ଆପଣାର ମାତୃଭୂମି ଜ୍ଞାନ କରି ପୂଜା କରୁଥିଲେ, ପ୍ରାଣଠୁ ବଳି ଭଲ ପାଉଥିଲେ । ଉତ୍କଳରେ ଇତିହାସର ଅଭାବ ଦେଖି ସେ ବହୁଗ୍ରନ୍ଥ, ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ । ଓଡ଼ିଶା ପ୍ରତି ତାଙ୍କର…

ଲେଖା: ଦେଵ ତ୍ରିପାଠୀ “ଉତ୍କଳମାତାର ଯୋଗ୍ୟତମ ସୂତ, ତୁମ୍ଭ ଯୋଗୁଁ ଆମ୍ଭେ ସର୍ବେ ହେଲୁ ପୂତ, ସିଦ୍ଧାନ୍ତ ଦର୍ପଣ ହେବ ନାହିଁ ଲୟ, ନର ଦେହେଥିବ ଯାବତ ହୃଦୟ।’’ କବିବର ରାଧାନାଥ ତାଙ୍କର ପ୍ରତିଭା ଓ କୃତିର ପ୍ରଶଂସାରେ ଶତମୁଖ ହୋଇ ଏପରି କବିତା ଲେଖିଛନ୍ତି ସେ ଥିଲେ ମହାନ ଜ୍ୟୋତିର୍ବିଦ ଓ ପଣ୍ଡିତ ମହାମହୋପାଧ୍ୟାୟ…

ସଂଗ୍ରହ ଓ ଉପସ୍ଥାପନା: ଦେଵ ତ୍ରିପାଠୀ ବୈଶାଖର ଉତ୍ତପ୍ତ ଆକାଶ, ସୂର୍ଯ୍ୟରୁ ଝରୁଛି ଅବା ତରଳା ତମ୍ବାର ସୁଅ । ଗାଁ ଦାଣ୍ଡର ଧୂଳି ତତଲା ଡହଡହ । କୁଣ୍ଠିତ ବସନ୍ତରେ କଅଁଳିଥିବା ନବକିଶଳୟ ଅଚାନକ ବାର୍ଦ୍ଧକ୍ୟପ୍ରାପ୍ତି ପରି କୁଞ୍ଚିତ, ମ୍ଳାନ; ଜଳି ଜଳି ଯାଉଛି ପୁଷ୍ପିତ ବିତାନ । କାଉ କି କୋଇଲିର ସୋରଶବ୍ଦ…

~ ନାରାୟଣ ପ୍ରସାଦ ସିଂହ ~ ଲେଖା: ଅମୃତେଶ ଖଟୁଆ ସୁରଜଗତର ରସରାଜ ନାରାୟଣ ପ୍ରସାଦ ସିଂହ ! ସଂସ୍କୃତରେ ଗୋଟିଏ ସୁନ୍ଦର ଧାଡିଟିଏ ଅଛି – “ଏକଶବ୍ଦଃ ସୁଜ୍ଞାତଃ ସୁପ୍ରଯୁକ୍ତଃ ସ୍ଵର୍ଗଲୋକେ କାମଧୃଗ୍-ଭବତି।” ଏକ ଶବ୍ଦକୁ ଯଦି ସୁନ୍ଦର ଭାବରେ ଅନୁଭୂତିରେ ଅବଗାହନ କରାଯାଇ ଯଦି ତାହାକୁ ରସସିକ୍ତ କରି ପ୍ରୟୋଗ କରାଯାଏ, ତାହା…

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ସାରଥୀ ଜଗନ୍ମୋହନ ଲାଲା । ଓଡ଼ିଶାର ଆଦି ନାଟକର ନାୟକ ଜଗନ୍ମୋହନ ଲାଲା ଆଜି ସମୟର କ୍ଷିପ୍ର ସୁଅରେ ନିଖୋଜ I ଓଡ଼ିଆ ନାଟ୍ୟସାହିତ୍ୟକୁ ତାଙ୍କର ଆଦ୍ୟ ଅବଦାନ, ବିତର୍କିତ ନାଟକ “ବାବାଜୀ” I ନାଟକ ମାଧ୍ୟମରେ ସତୀପ୍ରଥା ବିରୁଦ୍ଧରେ ତାଙ୍କର ସ୍ୱର ଉତ୍ତୋଳନ ତତ୍କାଳୀନ…

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ବିଚକ୍ଷଣ ଓଡ଼ିଆ ବୈଜ୍ଞାନିକ । ବିଜ୍ଞାନର ନିରବଚ୍ଛିନ୍ନ ଗବେଷଣା ଓ ଅଧ୍ୟାପନାରୁ ସେ ଜୀବନରେ ପାଇଥିଲେ ମହତ୍ତର ଉପଲବ୍ଧି । ମାତ୍ର ବିଜ୍ଞାନର କରାମତି ତଥା ମାନବ ଜୀବନରେ ବିଜ୍ଞାନର ଭୂମିକା ଓ ଉପାଦେୟତା ବାବଦରେ ଓଡିଆଏ ଅବଗତ ନ ଥିବା ସେ ଅନୁଭବ କରିଥିଲେ । କଳାସାହିତ୍ୟ…