Physical Address
Sai Samarpanam, Satya Vihar, Bhubaneswar
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଢେଙ୍କାନାଳର କଥା: ବଣିଆପଡ଼ାର ଧୀରସାମନ୍ତ ~ ଢେଙ୍କାନାଳରେ କରମୂଳ ଅଞ୍ଚଳରେ “ଦା” ଯୁକ୍ତ ଛଅଗୋଟି ଗାଆଁ ରହିଛି । ସେଗୁଡି଼କ ହେଲା, ଏଣଦା, କୁଶିଦା, ବରଦା, ଝାରଦା, ଆଙ୍କୁର୍ଦା ଓ କୋକୀଦା । ଢେଙ୍କାନାଳ ନିଵାସୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ତାଙ୍କ “ଢେଙ୍କାନାଳର ଐତିହ୍ୟ ଓ ସସ୍କୃତି”…
~ ଭୀମଭୋଇ ଓ ଗୋପବନ୍ଧୁ: ଦୁଇ କବିମନୀଷୀଙ୍କ ଦୃଷ୍ଟି ଓ ଦର୍ଶନ ~ ଲେଖା: ଅଧ୍ୟାପକ ବିଶ୍ଵରଞ୍ଜନ ଓଡ଼ିଶାର ମାଟିରେ ଏଭଳି ଦୁଇ କବି ମନୀଷୀଙ୍କର ଆବିର୍ଭାବ ଘଟିଥିଲା, ଯେଉଁମାନଙ୍କର ବ୍ୟକ୍ତି ଜୀବନ ଉତ୍ତରିତ ହୋଇଥିଲା ବିଶ୍ଵଜୀବନକୁ । ଏହି ଦୁଇ ମହାତ୍ମା ନିଜର ଦୃଷ୍ଟି ଓ ସୃଷ୍ଟି ମାଧ୍ୟମରେ ମାନବିକତାର ଯେଉଁ ମହାମନ୍ତ୍ର ଗାନ କରିଥିଲେ,…
~ ଉପକଣ୍ଠର କଟକ: ପୁରୁଷୋତ୍ତମପୁର ~ ଲେଖା: ଅମୃତେଶ ଖଟୁଆ ମେଘସୁନ୍ଦର ଶ୍ରାବଣର ଘନଭୂରୁ ତଳେ ଅଳସ ଭାଙ୍ଗିଲାଣି ଭୋଦୁଅର ସକାଳ । ପ୍ରକୃତିସ୍ଥ ପ୍ରଭାତରେ ସଜାଗ ପ୍ରଶାନ୍ତିକୁ ପାଥେୟ କରି ନିରନ୍ତର ଶାନ୍ତିକାମୀ ମଣିଷ ଓ କଲ୍ୟାଣକାମୀ ଜୀବଜଗତର ଚେତନାରେ ଅଫୁରନ୍ତ ଉଚ୍ଛ୍ଵାସର ଆବାହନ । ସକାଳର ପୂର୍ବସ୍ମୃତିରେ ଗତରାତିରୁ ହିଁ ସେହି ଅପେକ୍ଷାରତ…
ଲେଖା: ମନୋଜ କୁମାର ବେହେରା ~ ମନେପଡେ: ବାରିପଦାର ସେଇ ଓଡିଆ ଚଳଚ୍ଚିତ୍ର ନିର୍ମାତା ସ୍ଵର୍ଗତ ବଟକୃଷ୍ଣ ନାୟକ~ ସନ ୧୯୮୨ ମସିହା। ଓଡିଆ ଚଳଚ୍ଚିତ୍ର ଜଗତର ସଫଳ ନିର୍ମାତା ସ୍ଵର୍ଗତ ବଟକୃଷ୍ଣ ନାୟକ ବିତରକଙ୍କୁ ପ୍ରଯୋଜକ ସାଜି ନିଜସ୍ଵ ଚଳଚ୍ଚିତ୍ର, ନିର୍ମାଣ ସଂସ୍ଥା ‘ଜୟଶ୍ରୀ ପ୍ରଡ଼କ୍ସନ‘ ବ୍ୟାନରରେ ଓଡ଼ିଆ ଚଳଚ୍ଚିତ୍ର ‘ଫୁଲଚନ୍ଦନ’ର ନିର୍ମାଣ କରିଥିଲେ…
~ ଓଡ଼ିଆ ଚଳଚ୍ଚିତ୍ର ଜଗତର ଗୀତିମୟ ବ୍ୟକ୍ତିତ୍ଵ – ନିଜାମ୍ ~ ଲେଖା: ଅମୃତେଶ ଖଟୁଆ “ସିକ୍ୟୁଏନ୍ସ ଥିଲା ହିରୋଇନ୍ ଆସିନି । ହିରୋଇନ୍ ଅପେକ୍ଷା କରିଛି, ବିରହରେ ସେ ଏହି ଗୀତଟି ଗାଇବ । ସଂଗୀତକାର ଜଲାଲ୍ ଆଦାନୀ ମୋତେ ଅନେକ ସ୍ଵର ଶୁଣାଇଥିଲେ । ମୋତେ ସେ ସ୍ଵର ସବୁ ଭଲ ଲାଗି…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା ~ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜ ତାଙ୍କ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା କରିଛନ୍ତି। ଲାଵଣ୍ୟଵତୀ କାଵ୍ୟର ପ୍ରଥମ ଭାଗ ଅଷ୍ଟମ ଛାନ୍ଦରେ କେମିତି ସିଂହଳଦେଶର ରାଜା ନିଜ ଵିଵାହଯୋଗ୍ୟା କନ୍ୟା ଲାବଣ୍ୟଵତୀର ଚିତ୍ରପଟଟିଏ…
~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା: ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…
~ ସାରଦା ପ୍ରସନ୍ନ ନାୟକ ~ ଲେଖା: ଅମୃତେଶ ଖଟୁଆ “ସଞ୍ଜ ସକାଳେ ତୁମ ଛବି ଖୋଜେ ନୀରଭିଜା ନୟନରେ, ଜଗତର ନାଥ ଆହେ ଜଗନ୍ନାଥ ଆକୁଳ ଅନ୍ତରେ ଖୋଜେ . .” “ମନେ ଭରି ଅଭିମାନ ଯାଏ ଛାଡି ବୃନ୍ଦାବନ ରୁଷିଛି ରାଇ ପରାଣ ଝୁରେ ପାଷାଣ . .” “ଆଉ ଚାନ୍ଦ ଲାଗି…
~ ମାଟିର ମଲାଟ ତଳେ ସାଧନା: ପ୍ରଫୁଲ୍ଲ ଦାସ ~ ଲେଖା: ଅମୃତେଶ ଖଟୁଆ “ସେମାନଙ୍କ (ହରିଜନ) ସହ ନିଜେ ନବକୃଷ୍ଣ ତାଳପତ୍ର ଟୋପର ମୁଣ୍ଡରେ ଦେଇ ପାଇକଛା ଭିଡି କୋଡି ଧରି ମାଟି ହାଣିଲେ ଓ ମାଳତୀ ମଧ୍ୟ ଶାଢି କାନିକୁ ଅଣ୍ଟାରେ ଭିଡି ତାଙ୍କ ପଛେ ପଛେ ଘାସ ବାଛି ଚାଲନ୍ତି ।…
ଲେଖା: ବନ୍ଧନ ଦଳେଇ ~ କବି ରାଧାମୋହନ ଗଡ଼ନାୟକ ~ ଆଧୁନିକ ଓଡିଆ କବିତାର ଅନ୍ୟତମ ଦିଗଦର୍ଶକ କବି ରାଧାମୋହନ ଗଡ଼ନାୟକ । ସେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲା ଅନୁଗୋଳ ନିକଟବର୍ତ୍ତୀ କଲଣ୍ଡାପାଳ ଗ୍ରାମରେ ୧୯୧୧ ଖ୍ରୀଷ୍ଟାବ୍ଦ ଅଗଷ୍ଟ ୨୫ ତାରିଖରେ ଭୂମିଷ୍ଠ ହୋଇଥିଲେ। ଛାତ୍ରାବସ୍ଥାରୁ ସେ କବିତା ଲେଖିବା ଆରମ୍ଭ କରିଥିଲେ ଏବଂ…