Search Results for ଭାଷା

ଲଙ୍ଗୁଳୀ ମଠ

~ ଲଙ୍ଗୁଳୀ ମଠ ~ ଲେଖା: ଶ୍ରୀକାନ୍ତ ସିଂହ ଭାରତର ସର୍ବକାଳୀନ ପ୍ରାଚୀନ ସହରମାନଙ୍କ ମଧ୍ୟରୁ ଅନ୍ୟତମ ହେଉଛି ଆମର ଏଇ କଟକ ନଗର । ମହାନଦୀ କୂଳ କଟକର ଏହି ଅଞ୍ଚଳରେ ମାନବ ସଭ୍ୟତାର ଅଭ୍ୟୁଦୟ କେବେ ହୋଇଥିଲା, ଏହି ପ୍ରଶ୍ନର ଯୁକ୍ତିଯୁକ୍ତ ଓ ଯଥାର୍ଥ ଉତ୍ତର କାହାରି ପାଖରେ ନାହିଁ; ଏ ସମ୍ପର୍କରେ…

ତ୍ରିପତି ଗାୟକରତ୍ନ

ଗବେଷଣା ଓ ଉପସ୍ଥାପନା: ଡ. ମନୋରମା ଦାଶ ତ୍ରିପତି ଗାୟକରତ୍ନଙ୍କ ସାରସ୍ଵତ ପ୍ରତିଭା: ଏକ ଆଲୋଚନା  ସାହିତ୍ୟ, ସଙ୍ଗୀତାଦି କଳା କ୍ଷେତ୍ରରେ ଅତୀତରେ ଏକ ଗୌରବମୟ ଐତିହ୍ୟ ଅର୍ଜନ କରିଥିବା ପବିତ୍ର ବଡ଼ଖେମୁଣ୍ଡି ମାଟିରେ ୧୮୯୧ ମସିହାରେ ପିତା କୈସାର୍ପୁ ଯୋଗେୟା ଦୋରା ଓ ମାତା ମହାଲକ୍ଷ୍ମୀଙ୍କ ଔରସରେ ଜନ୍ମଗ୍ରହଣ କରିଥିଲେ ତ୍ରିପତି ଗାୟକରତ୍ନ ।…

ଚିତୋଉ ପିଠା

~ ଚିତୋଉ ପିଠା ~ ଲେଖା: ଅମୃତେଶ ଖଟୁଆ ସିନ୍ଦୂରା ଫାଟିବା ସହିତ ଫୁଟି ଉଠିବ ଶୂନ୍ୟ ତରା । ନବ ଊଷସୀର ଦେଦୀପ୍ୟ ଆଲୁଅ ପସରା ଦିଗବିଦିଗ ବିଛୁରି ଯିବ । ସତେ ଅବା ସେ ବିପୁଳ ରଶ୍ମିରାଶିରେ ନୁଆଁଣିଆ ଆକାଶରେ କେତେ ପୁଲକ, କେତେ ଉତ୍ସାହ । ସେହି ଆଲୁଅରେ ଆଲୋକିତ ଆଜି…

ଜାତି ଐରାବତ

∼ କବି ଲେଖନୀରେ ଜାତି ଐରାବତ ∼ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜାତି ପାଇଁ ତାଙ୍କର ଅପରିମେୟ ଅବଦାନ ସୂଚୀ । ତଥାପି ତାଙ୍କ କ୍ଷେତ୍ରରେ “ଅବଦାନ” ଏକ କ୍ଷୁଦ୍ର ଅଭିଧା ବୋଲି ପ୍ରତ୍ୟୟ ହୁଏ । #ମଧୁସୂଦନ ଏପରି ଏକ ନାମ ଶୁଣିଲେ ଅବିଭକ୍ତ ଓଡ଼ିଆ ପ୍ରାଣପ୍ରବାହ ମଧ୍ୟରେ ଅମୃତମୟ ସ୍ବାଭିମାନ ସ୍ରୋତ…

ଉତ୍ତରେଶ୍ଵର ମହାଦେବ ମନ୍ଦିର

ଲେଖା: ଅମର ପ୍ରସାଦ ଓ ଶ୍ରୀକାନ୍ତ ସିଂହ ~ ଉତ୍ତରେଶ୍ଵର ମହାଦେବ ମନ୍ଦିର ~ ଦିନ ଥିଲା, ବିରୂପା ତଟରେ ସେ ଭୂଖଣ୍ଡରେ ଦିନେ ଏକ ସମୃଦ୍ଧ ସଭ୍ୟତା ବିକଶିତ ହୋଇ, ଉତ୍କଳର ଶିଳ୍ପ, କଳା, ସ୍ଥାପତ୍ୟ, ସାହିତ୍ୟ, ଧର୍ମକୁ ଯେ ଋଦ୍ଧିମନ୍ତ କରିଥିଲା; ତାହାର ଅସଂଖ୍ୟ ପ୍ରମାଣ ଏବେ ଦୃଶ୍ୟମାନ ସତ ! କିନ୍ତୁ…

ଶ୍ରୀବତ୍ସ ପଣ୍ଡା

~ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ସେଦିନ ମହୋଦୟ ଆନ୍ଧ୍ରପ୍ରଦେଶର ସବରେଜିଷ୍ଟ୍ରାର ଥିବାବେଳେ ସେଠି ଜଣେ ଉତ୍କଳୀୟ ବ୍ରାହ୍ମଣ ବାଳବିଧବାର ପୁନର୍ବିବାହ କରାଇଥିଲେ ‌। ଏଥି ସକାଶେ…

ଅକୁହା କଥା

ଅକୁହା କଥା ସୌରଭିତ ସୃଷ୍ଟି: ସନ୍ତୋଷ ପଟ୍ଟନାୟକ କବି ସନ୍ତୋଷ ପଟ୍ଟନାୟକ I ଆମ ସମୟର ଜଣେ ଉଦୀୟମାନ କବି, ତାଙ୍କରି ମନର ବେଦନା ଉତ୍କଳ ମାଟିକୁ ନେଇ ଅକୁହା କଥା କବିତାରେ . . କା’ ଆଗେ କହିବି ଅକୁହା ବେଦନା କିଏ ବା ଶୁଣିବ ଏବେ ମାତୃଭୂମି ଆଉ ମାତୃଭାଷା ପାଇଁ କବି ଗାଉନାହିଁ…

ଘୁଡ଼ୁକି

ଗବେଷଣା ଓ ଉପସ୍ଥାପନା: ଡ. ବାୟାମନୁ ଚର୍ଚି ଘୁଡ଼ୁକି ଏକ ବାଦ୍ୟ । ପତର ସଉରା ଓ କେଳା ସମ୍ପ୍ରଦାୟର ଲୋକେ ପୂର୍ବେ ଏକ ବାଦ୍ୟଯନ୍ତ୍ରକୁ ବ୍ୟବହାର କରି, ଗୀତ ଗାଇ ଗାଇ, ଗାଁ ଗାଁ ବୁଲି ବୁଲି ଭିକ୍ଷା କରୁଥିଲେ । ଏହି ଘୁଡ଼ୁକି ବଜାଇଲେ ଘୁ.ଡୁ. . . ଘୁଡୁ ଶବ୍ଦ ସୃଷ୍ଟି…

ବାସୁଦେବ ସୁଢ଼ଳଦେବ

~ ବାସୁଦେବ ସୁଢ଼ଳଦେବ ~ ଲେଖା: ନିରଞ୍ଜନ ସାହୁ ଅନେକ ନୃପତି ଅଛନ୍ତି । କିଏ ଉତ୍ତରାଧିକାର ସୂତ୍ରରେ, କିଏ ବାହୁବଳରେ, କିଏ ଛଳକପଟରେ, ଆଉ କିଏ ବା ବିଧିପ୍ରେରିତ ! ବାମଣ୍ଡା ରାଜା ବ୍ରଜସୁନ୍ଦର ଦେଵ ଥିଲେ ଅପୁତ୍ରିକ। ତେଣୁ ଗ୍ରହଣ କରିନେଲେ ବାସୁଦେବଙ୍କୁ ପୋଷ୍ୟପୁତ୍ର ଭାବରେ ସାନଭାଇ ହରିହର ବଡ଼କୁଅଁରଙ୍କ ଠାରୁ ।…

ଚକୁଳି

ଲେଖା: ଡ. ଜୟଶ୍ରୀ ନନ୍ଦ ~ ଚକୁଳି ~ “ଏଇଠି ଆମର ରୋଷେଇ ଘର ଏ ଘର ଭିତର ସଫା ସୁତର ଏଇ ଘରେ ମାଆ ପରିବା କାଟେ ବେସର ବାଟେ ଜାଇ ରଗଡେ ଶାଗ ଖରଡେ ଗଢଇ ପିଠା . . . ”  ଆମ ଓଡ଼ିଆ ଘରେ ପିଠାପଣା ପରା ବରଷକ ବାରମାସ…