Physical Address
Sai Samarpanam, Satya Vihar, Bhubaneswar

ସାରା ଜୀବନ ଶିକ୍ଷାଦାନକୁ ବ୍ରତ ଭାବେ ଗ୍ରହଣ କରିଥିଲେ ବି ନିଜକୁ ଛାତ୍ର ଭାବେ ବିଚାର କରୁଥିଲେ ସର୍ବଦା। ଓଡ଼ିଶାର ଶିକ୍ଷକ ସଂଘର ନେତା ଭାବେ ଶିକ୍ଷା ବ୍ୟବସ୍ଥାର ସଂସ୍କାର ଦିଗରେ ତାଙ୍କର ଦାନ ସ୍ମରଣୀୟ। ତାଙ୍କର କର୍ମକ୍ଷେତ୍ର ଥିଲା ବ୍ୟାପକ। ଓଡ଼ିଆ ସାହିତ୍ୟର ବିଶିଷ୍ଟ ସାହିତ୍ୟରଥୀ, ଦାର୍ଶନିକ ଶ୍ରୀ ଚିତ୍ତରଞ୍ଜନ ଦାସଙ୍କ ଭାଷାରେ 'ବୈକୁଣ୍ଠ ନାଥ ରଥ ଜଣେ ସ୍ଵନିର୍ବାଚିତ ଶିକ୍ଷକ' . .

ଲେଖା: ଦେଵ ତ୍ରିପାଠୀ ଉତ୍ତୁଙ୍ଗ, ମହାନ, ବିରାଟ, ପୁରାଣ, ମହିମା ଯାହାର ଘୋଷଇ ପୁରାଣ । ଦେବାତ୍ମା, ଭୀଷଣବପୁ,ଅଭ୍ରଂକଶ, ଯାଦଃପତି ଯାର ଯୋଗ୍ୟ ଆଦରଶ । + + + + + + + + + ସମଗ୍ର ଉତ୍କଳ – ଶୋଭା – ତିଳୋତ୍ତମା, ଛବିଳ ଉତ୍କଳେ ଏ ଛବିଳତମା । (ମହେନ୍ଦ୍ରଗିରି/କବିବର…

~ ନାରାୟଣ ପ୍ରସାଦ ସିଂହ ~ ଲେଖା: ଅମୃତେଶ ଖଟୁଆ ସୁରଜଗତର ରସରାଜ ନାରାୟଣ ପ୍ରସାଦ ସିଂହ ! ସଂସ୍କୃତରେ ଗୋଟିଏ ସୁନ୍ଦର ଧାଡିଟିଏ ଅଛି – “ଏକଶବ୍ଦଃ ସୁଜ୍ଞାତଃ ସୁପ୍ରଯୁକ୍ତଃ ସ୍ଵର୍ଗଲୋକେ କାମଧୃଗ୍-ଭବତି।” ଏକ ଶବ୍ଦକୁ ଯଦି ସୁନ୍ଦର ଭାବରେ ଅନୁଭୂତିରେ ଅବଗାହନ କରାଯାଇ ଯଦି ତାହାକୁ ରସସିକ୍ତ କରି ପ୍ରୟୋଗ କରାଯାଏ, ତାହା…

~ ଭିକାରୀ ବଳ ~ ଲେଖା: ଅମୃତେଶ ଖଟୁଆ “ମାନ ଉଦ୍ଧାରଣ କର ହେ କାରଣ…”, “ଆହେ ନୀଳଗିରି…”, “ଚାଲ ସଖି ଆମ୍ଭେ ଦର୍ଶନ କରିବା…”, “ପୀତବାସ, ନିଃଶ୍ଵାସକୁ ନାହିଁରେ ବିଶ୍ଵାସ….”, “ମନରେ ହରିଭଜନ….”, “ଜଗାକାଳିଆ ନୀଳାଚଳିଆ…”, “ହରିବୋଲ ସଙ୍ଗେ ହୁଳହୁଳି ଦିଅ ହୋ ଭକତେ….” , “ମନ ପାରାରେ, ଶ୍ରୀକ୍ଷେତ୍ର ଯିବୁ ଉଡି ଉଡି…”…

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ବିଚକ୍ଷଣ ଓଡ଼ିଆ ବୈଜ୍ଞାନିକ । ବିଜ୍ଞାନର ନିରବଚ୍ଛିନ୍ନ ଗବେଷଣା ଓ ଅଧ୍ୟାପନାରୁ ସେ ଜୀବନରେ ପାଇଥିଲେ ମହତ୍ତର ଉପଲବ୍ଧି । ମାତ୍ର ବିଜ୍ଞାନର କରାମତି ତଥା ମାନବ ଜୀବନରେ ବିଜ୍ଞାନର ଭୂମିକା ଓ ଉପାଦେୟତା ବାବଦରେ ଓଡିଆଏ ଅବଗତ ନ ଥିବା ସେ ଅନୁଭବ କରିଥିଲେ । କଳାସାହିତ୍ୟ…

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମହାନ ନାଟ୍ୟକାର । ଜଣେ ସରଳ ଗ୍ରାମ୍ୟ ବାଳିକାର ଏକ ଜଟିଳ ଭବିତବ୍ୟ ଭିତରେ ବଡ ହୋଇ ଉଠିବାର ଏକ ବହୁକୋଣୀୟ ଅଭିଜ୍ଞତାକୁ ନେଇ ସେ ରଚିଥିଲେ ‘ନଷ୍ଟଉର୍ବଶୀ’ ନାଟକ । ସେଇ ଉପଜୀବ୍ୟ କାହାଣୀର କଥାବସ୍ତୁ ଯେତିକି ଗ୍ରାମ ଆଉ ସହର ସହିତ ସଂପୃକ୍ତ ସେତିକି ପ୍ରେମ…

ଲେଖା: ଦେଵ ତ୍ରିପାଠୀ “ଗଦାକ୍ଷେତ୍ରଞ୍ଚ ବିରଜାମେକାମ୍ରଂ ଚକ୍ର ସଜ୍ଞକମ୍, କୋଣାର୍କଂ ପଦ୍ମକ୍ଷେତ୍ରଞ୍ଚ ଶଙ୍ଖକ୍ଷେତ୍ରଂ ନୀଳାଚଳମ୍ II” ଭଗବାନ ମହାବିଷ୍ଣୁଙ୍କର ଚତୁର୍ଭୁଜରେ ଶୋଭାପାଏ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ । ‘ବାମଦେବ ସଂହିତା’ ଅନୁଯାୟୀ, ପୁରୁଷୋତ୍ତମ କ୍ଷେତ୍ର ନୀଳାଚଳ ପୁରୀକୁ ଭଗବାନଙ୍କ ଆୟୁଧ ଶଙ୍ଖ ସହ ସଂପୃକ୍ତ କରାଯାଇ ଶଙ୍ଖକ୍ଷେତ୍ର, ଏକାମ୍ରନଗରକୁ ଚକ୍ର ସହ ସଂଯୁକ୍ତ…