Search Results for ମୁକୁନ୍ଦଦେବ

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ “ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ ଖେଳି ଉଠେ ସଘନେ, ପ୍ରାଚୀ ଗଗନ ଶିରେ ଭାସି କନକ ନୀରେ ଆସ ତପନ ଉଇଁ ଏ ଉତ୍କଳ ଭୁବନେ ||” “ଏ ବିଦ୍ୟାଳୟ ଧନରେ ଗଢା ହେଉ ନାହିଁ। ରକ୍ତମାଂସ ମସ୍ତିଷ୍କରେ ଗଢାଯାଉଛି।”…

ମୁଆଁ

~ ମୁଆଁ ~ ଲେଖା: ଅମୃତେଶ ଖଟୁଆ ଶ୍ରୀକ୍ଷେତ୍ର ପୁରୀରେ ଏକଦା ପହଞ୍ଚିଛନ୍ତି ଉତ୍କଳଘଣ୍ଟ ଯଦୁମଣି ମହାପାତ୍ର । ନିଜ କର୍ମଭୂମି ନୟାଗଡ଼ରେ ତାଙ୍କ ବିଦ୍‍ବତ୍ତା ଓ ପ୍ରତ୍ୟୁତ୍ପନ୍ନମତିତାର ଯଶ ବିସ୍ତାର ହେଇ ସାରିଥିଲା । ନୟାଗଡ଼ ରାଜା ବିନାୟକ ସିଂହ ମାନଧାତାଙ୍କ ରାଜ ଉଆସରେ ରାଜକବିଙ୍କ ଅଦ୍ୱିତୀୟ ଅଧିକାର ଲାଭ କରିଥିବା ଉତ୍କଳଘଣ୍ଟ ନିଜ…

ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ

~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା:  ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…

ବାରବାଟୀ ଦୁର୍ଗ

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ନବତଳ ପ୍ରାସାଦ

ଲେଖା: ରୁଦ୍ର ନାରାୟଣ ସାହୁ ~ ନବତଳ ପ୍ରାସାଦ ବାରବାଟୀ ଦୁର୍ଗ ~ ବାରବାଟୀ ଦୁର୍ଗ ମଧ୍ୟରେ ରାଜା ମୁକୁନ୍ଦଦେବ ଗୋଟିଏ ପ୍ରକାଣ୍ଡ ନବତଳ ପ୍ରାସାଦ ନିର୍ମାଣ କରାଇ ତହିଁରେ ବାସ କରୁଥିଲେ ଏବଂ ଆଶ୍ଚର୍ଯ୍ୟର କଥା ଏହା ଯେ ପ୍ରାସାଦଟି ଏଡ଼େ ପ୍ରକାଣ୍ଡ ଏବଂ ତାହା ପୁଣି ଧଳାମୁଗୁନି ପଥରରେ ନିର୍ମିତ ହୋଇଥିଲା ।…

ସର୍ବମଙ୍ଗଳା ମନ୍ଦିର

ଲେଖା: ଅମ୍ବିକା ପଟ୍ଟନାୟକ ~ ବିଛିନ୍ନାଞ୍ଚଳରେ ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା – କେଶୀଆଡ଼ି ସ୍ଥିତ ସର୍ବମଙ୍ଗଳା ମନ୍ଦିର ~ “ଜୟନ୍ତୀ ମଙ୍ଗଳା କାଳୀ ଭଦ୍ରକାଳୀ କପାଳିନୀ ଦୁର୍ଗା କ୍ଷମା ଶିବା ଧାତ୍ରୀ ସ୍ୱାହା ସ୍ଵଧା ନମସ୍ତୁତେ . . “ 1568 ଗୋହିରାଟିକିରି ଠାରେ ଓଡ଼ିଶାର ଶେଷ ସ୍ୱାଧୀନ ଗଜପତି ମୁକୁନ୍ଦଦେବଙ୍କ ପତନ ପରେ…

ଉତ୍କଳଗୌରବ ମଧୁସୂଦନ ଦାସ

ଲେଖା: ଅଂଶୁମାନ ମହାରଣା ~ ସାମ୍ପ୍ରଦାୟିକ ପନ୍ଥବାଦୀ ଚେତନା ଓ ଉତ୍କଳଗୌରବ ମଧୁସୂଦନ ଦାସ ~ ଓଡ଼ିଆ ଜାତୀୟତାବାଦର ଭୀଷ୍ମ ପିତାମହ ଭାବରେ ପରିଚିତ ଶ୍ରଦ୍ଧେୟ ମଧୁବାବୁ ଖଣ୍ଡବିଖଣ୍ଡିତ ଉତ୍କଳ ଜନନୀକୁ ଏକତ୍ର କରାଇବା ଲାଗି ଯେଉଁ ସଂଗ୍ରାମ ଆରମ୍ଭ କରିଥିଲେ, ସେଇ ସଂଗ୍ରାମ କାରଣରୁ ଜୀବିତ ଅଛି ଓଡ଼ିଆ ବିଶେଷଧାରୀ ଜାତି । ଅସ୍ତିତ୍ୱ…

ଇଶାଣେଶ୍ୱର ମହାଦେବ ମନ୍ଦିର

Ishaneswar Temple

ଲେଖା: ଶ୍ରୀକାନ୍ତ ସିଂହ ~ ଇଶାଣେଶ୍ୱର ମହାଦେବ ମନ୍ଦିର ~ ଅଷ୍ଟମ ଶତାବ୍ଦୀରୁ ପ୍ରତିଷ୍ଠିତ ଝଙ୍କଡ଼ ପ୍ରଗଣାର ଦେବୀ ଶାରଳା ଠାକୁରାଣୀଙ୍କ ପୀଠଟି ତତ୍କାଳୀନ ଓଡ଼ିଶା କାହିଁକି ସାରା ଭାରତରେ ଏକ ପ୍ରମୁଖ ତନ୍ତ୍ର ପୀଠ ରୂପେ ପରିଚିତ ଥିଲା ଏବଂ ଭଗବତୀ ଶାରଳାଙ୍କୁ ତନ୍ତ୍ର ଦେବୀ ରୂପେ ପୂଜା କରାଯାଉଥିଲା l ମାତ୍ର ପରବର୍ତ୍ତୀ…

କନିକା

ଲେଖା: ଦେଵ ତ୍ରିପାଠୀ ଉତ୍କଳ ଗଜପତିଙ୍କ ଶାସନାଧୀନ ଅଞ୍ଚଳ ହେଲେ ହେଁ #କନିକା ଥିଲା ସ୍ବତନ୍ତ୍ର ଗୁରୁତ୍ବର ଅଧିକାରୀ ! ଉତ୍କଳର ସାମରିକ ଇତିହାସରେ କନିକାର ଶହେ ଆହୁଲା ବିଶିଷ୍ଟ ରଣତରି ଯେ କିଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଥିଲା, ତାହା ବ୍ରିଟିଶ ଐତିହାସିକ #ହାମିଲଟନଙ୍କ ପ୍ରଶଂସମୁଖରିତ ବିବରଣୀରୁ ଜଣାପଡ଼େ ! କନିକା ମାଟିର ବୀରତ୍ବର…

ନିର୍ମଳଝର

ଲେଖା: ଜଗନ୍ନାଥ ଦୋରା ଐତିହାସିକ କୀର୍ତ୍ତିରାଜି ଖଲ୍ଲିକୋଟ ସ୍ଥିତ ନିର୍ମଳଝର ! ଏହି କୀର୍ତ୍ତିରାଜି ଖଲ୍ଲିକୋଟ ରାଜବଂଶର ପ୍ରଜାନୁରଞ୍ଜନ ରାଜା ଅପରାଜିତ ବାଲୁକେଶ୍ଵର ମର୍ଦ୍ଦରାଜଙ୍କ ଦ୍ଵାରା ପ୍ରାୟତଃ 1676 ମସିହାରେ ନିର୍ମାଣ ହୋଇଥିଲା l ମାରୁଆ ପର୍ବତର ପାଦଦେଶରୁ ସୃଷ୍ଟି ଏହି ପୁଣ୍ୟତୟା ନିର୍ମଳଝର ମଧ୍ୟରେ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର, ଶ୍ରୀ ରାଧାକୃଷ୍ଣ ମନ୍ଦିର,…