Search Results for ମୟୁରଭଞ୍ଜ

ଗୁରୁକୃଷ୍ଣ ଗୋସ୍ଵାମୀ

ଲେଖା: ଦେଵ ତ୍ରିପାଠୀ “ମୁଁ ଜାଣେ ମୋ ସପନ ଦିନେ ସତ ହୋଇବ, ମୋ ମନର ରୂପାଡ଼ାଳେ ସୁନାଫୁଲ ଫୁଟିବ ।” ସପନ ଦେଖିଥିଲା ସେଇ ୨୧ ବର୍ଷର ଯୁବକଟି, ରଙ୍ଗୀନ ଦୁନିଆଁରେ ପାଦ ଥାପିବା ପାଇଁ, ସେଇ ସପନ ହିଁ ତାକୁ ମୟୁରଭଞ୍ଜର ଅଖ୍ୟାତ ନୂଆଗାଁ ମାଟିରୁ ଟାଣି ଆଣିଥିଲା କଟକ ମାଟିକୁ !…

ରେଭେନ୍ସା ସାହେବ

ଲେଖା: ନିରଞ୍ଜନ ସାହୁ “ଧନ୍ୟ ଧନ୍ୟ ଧନ୍ୟ ଧନ୍ୟଟି ରେଭେନ୍ସା ଚିରକାଳ ତୁମ କୀର୍ତ୍ତି ଗାଇବ ଓଡ଼ିଶା, କେତେ କମିଶନ ଆସିଥିଲେ ଓଡ଼ିଶାକୁ ମାତ୍ର କେତେଜଣ ଲୋକ ଚିହ୍ନନ୍ତି ତାହାଙ୍କୁ ? ହେ ରେଭେନ୍ସା ପୁଣ୍ୟଶ୍ଳୋକ ଧର୍ମପରାୟଣ ଧନ୍ୟ ମୁହିଁ ତୁମ୍ଭ ନାମ କଲି ଉଚ୍ଚାରଣ। ଓଡ଼ିଶାର ମାଆବାପ କାହିଁ ତୁମ୍ଭ ପରି ଜଣେ ଓଡ଼ିଶା…

କେନ୍ଦୁଝର ଓ ମୟୂରଭଞ୍ଜ

ଲେଖା: ଦେଵ ତ୍ରିପାଠୀ କାଇଁ କେଉଁ କାଳର କଥା । ନଈର ସାମାନ୍ୟ ଭିତରକୁ ଯାଇ ବଡ଼ ପଥରଟି ଉପରେ ବସନ୍ତି ଦୁଇଟି ବାଳକ, ଦୁଇ ଭାଇ । ନଈପାଣି ଚହଲାନ୍ତି, ଖେଳନ୍ତି, ଗାଧାନ୍ତି !  ଦିନେ କିନ୍ତୁ କୌଣସି କାରଣରୁ ଦୁଇଭାଇଙ୍କ ଭିତରେ କଥା କଟାକଟି ହେଲା, ପରେ ବିବାଦ ଓ ଶେଷକୁ ଘନଯୁଦ୍ଧ…

ବର୍ଣ୍ଣବୋଧ

ଲେଖା: ଦୁଷ୍ମନ୍ତ କୁମାର ବେହେରା ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ନିଜ ପସନ୍ଦର ପ୍ରିୟ କବି ଓ ଲେଖକଙ୍କ ପ୍ରକାଶିତ ପୁସ୍ତକଗୁଡିକୁ ବୃହତ୍ତର ପାଠକମାନଙ୍କ ଦୃଷ୍ଟି ଆକର୍ଷଣ କରିବାର ଓଡିଶାରେ ଯେଉଁ ଧାରା ଆରମ୍ଭ ହୋଇଛି । କହିବାପାଇଁ ଗଲେ ତାହା ଏବେ ଧୀରେ ଧୀରେ ଏକ ବିପ୍ଳବର ରୂପ ନେଲାଣି, ଯାହା ଓଡ଼ିଆ…

କଟକ କ୍ଲବ୍

ପରାଧୀନ ଭାରତବର୍ଷ । ଶାସନର ଡୋରି ଇଂରେଜମାନଙ୍କ ହାତରେ । ଭାରତୀୟମାନଙ୍କ ଉପରେ ଅତ୍ୟାଚାର କାମରୁ ଟିକିଏ ଫାଙ୍କା ସମୟ ପାଇଲେ କଟକୀ ବ୍ରିଟିଶ ଅଫିସରମାନେ ଏକାଠି ହେଉଥିଲେ ବାରବାଟୀ ଦୁର୍ଗ ପରିସରରେ । ମଉଜମଜଲିସ ପାଇଁ ଚାଳଛପର ଘରେ ଆରମ୍ଭ କଲେ ଏକ କ୍ଲବ୍ । ତେବେ ସେ କ୍ଲବଟି କଳା ଭାରତୀୟମାନଙ୍କ ପାଇଁ ଥିଲା ନିଷିଦ୍ଧାଞ୍ଚଳ !