ଢିଙ୍କି
ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା […]
ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା […]
ଲେଖା: ଦେଵ ତ୍ରିପାଠୀ ଆଜକୁ ୨୦୦ ବର୍ଷ ତଳର କଥା । ଇତିହାସର ଗର୍ଭଗହ୍ଵରରେ ପୋତି ହୋଇଯାଇଥିବା ଏକ ସମୟର କଥା ! କଥା କିନ୍ତୁ କିମ୍ବଦନ୍ତୀ
ଲେଖା: ନିରଞ୍ଜନ ସାହୁ ଇତିହାସର ଗର୍ଭଗହ୍ଵରରେ ପୋତି ହୋଇଯାଇଥିବା ଏକ ସମୟର କାହାଣୀ। କାହାଣୀ କିନ୍ତୁ କିମ୍ବଦନ୍ତୀ ନୁହେଁ ! ଏକ ସତ୍ୟତା ଉପରେ ପ୍ରତିଷ୍ଠିତ ଗୋଟିଏ
ଲେଖା: ସତ୍ୟବ୍ରତ ହାତୀ ଆମ ରାଜ୍ୟର ବହୁ ଅଜଣା ଇତିହାସକୁ ଲୋକଲୋଚନକୁ ଆଣିଥିବା ଜଣେ ବ୍ରିଟିଶ ଗବେଷକଙ୍କ ମତରେ ଭାରତର ପଶ୍ଚିମରେ ସୋମନାଥ, ହିମାଳୟ ପର୍ବତରେ କେଦାରନାଥ,
ଲେଖା: ଓଁ ଅଭିଜ୍ଞାନ ସାହୁ ଫୁଟାଡଙ୍ଗାର ନାଉରୀ ! ଫତୁରାନନ୍ଦଙ୍କ ଭଳି ଏକ ବିରାଟ କ୍ୟାନଭାସ୍ କୁ ଅଳ୍ପରେ ଆଙ୍କିବାକୁ ଚେଷ୍ଟା କରିବା ହୁଏତ ମୋ ପକ୍ଷରେ
ଲେଖା: ତରୁଣ କୁମାର ରଥ ପିଲାଙ୍କୁ ‘ଗାଁ’ର ଚିତ୍ର ଆଙ୍କିବା ପାଇଁ ମାଷ୍ଟ୍ରେ କହିଛନ୍ତି। କାଗଜ ଉପରେ ରଙ୍ଗ ପେନ୍ସିଲରେ ଆଙ୍କି ହେଇ ଯାଉଛି ଛବି। କୁଞ୍ଚୁକୁଞ୍ଚିଆ
ଲେଖା: ସୁବ୍ରତ କୁମାର ନାୟକ ପ୍ରତି ମଣିଷ ନୂଆକରି ପୃଥିବୀକୁ ଅତିଥି ହୋଇ ଆସିଥିବା ସମୟରେ ତା’ର ପ୍ରଥମ ଶିକ୍ଷକ ମା’। ମା’ର ଭାଷା ମାତୃଭାଷା। ସମସ୍ତଙ୍କ
ଲେଖା: ଅବିନାଶ ପତି ତିଗିରିଆ ଗଡ଼ଜାତ ରାଜାଙ୍କ କାହାଣୀ। ବିଳାସପୂର୍ଣ୍ଣ ରାଜମହଲରୁ ଆରମ୍ଭ ହୋଇ ମାଟିକୁଡ଼ିଆରେ ଶେଷ ହେଲା । ଆଜି ଆମେ ଓଡ଼ିଶାର ଏମିତି ଜଣେ
ଲେଖା: ସୁଚେତା ପ୍ରଧାନ ଚନ୍ଦ୍ରାକିତ ରଜନୀ। କୁହୁଡିର ମଳିନ ଆସ୍ତରଣ ତଳେ ରୂପେଲି ଜ୍ୟୋତ୍ସ୍ନା ସୃଷ୍ଟି କରୁଥାଏ ଏକ ଅପରୂପ ମାୟା। ରାତି ପାହିଲେ ମହା କାର୍ତ୍ତିକର
ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .