Search Results for ରାଧାନାଥ ରାୟ

ସଦାଶିବ ମିଶ୍ର

~ ସଦାଶିବ ମିଶ୍ର ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶାର ମାଟି ସବୁବେଳେ ବପୁସ୍ଫୀତ କରି ଆଜି ନାନାବିଧ ଦୁର୍ବିପାକ ଓ ନିଷ୍ପେସନ ସତ୍ତ୍ଵେ ବୀରପୁତ୍ରମାନଙ୍କ ପାଇଁ ନିର୍ଭୀତା ହୋଇ ଦଣ୍ଡାୟମାନ ସମଗ୍ର ବିଶ୍ଵାୟିତ ମଞ୍ଚାସନରେ। କେବଳ ଯେ ମହାଭାରତୀୟ ସ୍ରୋତରେ ଏହାର ପ୍ରବାହ ବାରିତ, ବରଞ୍ଚ ବିଶ୍ଵକ୍ଷେତ୍ରର ପରିମିତ ସ୍ଥଳରେ ଏକ ଅପ୍ରତ୍ୟାଶିତ ନବଦିଗନ୍ତ…

ପଠାଣି ସାମନ୍ତ

ଲେଖା: ଦେଵ ତ୍ରିପାଠୀ “ଉତ୍କଳମାତାର ଯୋଗ୍ୟତମ ସୂତ,  ତୁମ୍ଭ ଯୋଗୁଁ ଆମ୍ଭେ ସର୍ବେ ହେଲୁ ପୂତ, ସିଦ୍ଧାନ୍ତ ଦର୍ପଣ ହେବ ନାହିଁ ଲୟ,  ନର ଦେହେଥିବ ଯାବତ ହୃଦୟ।’’ କବିବର ରାଧାନାଥ ତାଙ୍କର ପ୍ରତିଭା ଓ କୃତିର ପ୍ରଶଂସାରେ ଶତମୁଖ ହୋଇ ଏପରି କବିତା ଲେଖିଛନ୍ତି ସେ ଥିଲେ ମହାନ ଜ୍ୟୋତିର୍ବିଦ ଓ ପଣ୍ଡିତ ମହାମହୋପାଧ୍ୟାୟ…

ଉତ୍କଳ ମଧୁପ

ଲେଖା: ଦେଵ ତ୍ରିପାଠୀ “ଜ୍ଞାନର ପେଡା ସଭିଙ୍କି ଲୋଡ଼ା,  ସଭିଏଁ ଖାଇବେ ଥୋଡା ଥୋଡା ।” ପାଠକମାନଙ୍କ ପାଇଁ ଜ୍ଞାନର ପେଡ଼ି ମେଲି ଦେଇଥିବାରୁ ଯାହା ପ୍ରତି କବିବର ରାଧାନାଥ ରଚିଥିଲେ ଏପରି ପ୍ରଶସ୍ତିଗାନ, ସେ ଥିଲା ଓଡ଼ିଆ ଭାଷାର ପ୍ରଥମ ସାହିତ୍ୟପତ୍ରିକା ‘ଉତ୍କଳ ମଧୁପ’।  ୧୮୭୮ ମସିହା ଏପ୍ରିଲ ମାସରେ କଟକର କତିପୟ ଉତ୍ସାହୀ…

ଭକ୍ତକବି ମଧୁସୂଦନ ରାଓ

ଲେଖା: ଦେଵ ତ୍ରିପାଠୀ “ଢଳ ଢଳ ସୁନୀଳ ସରସୀ ଜଳଢଳ ଢଳ ଶ୍ୟାମଳ ନଳିନୀ ଦଳ,ଢଳ ଢଳ ଭାସ୍କର ରଶ୍ମି ଉଜ୍ଜ୍ବଳତା’ ମଧ୍ୟେ ଢଳ ଢଳ ତୁହି କମଳ ।” ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା। ସେ ଏକାଧାରରେ…