Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ “ତଟିନୀବଳୟିତ ତରୁକୁଳପୁଲକିତ ବାଳ ମହୀଧରବାସିନ୍, ଜୟ ଜୟ ଶଙ୍କର ସର୍ବଶୁଭଙ୍କର ଭକ୍ତ ବିପତ୍ତିବିନାଶିନ୍ II” (କବିବର ରାଧାନାଥ ରାୟ) ମା’ କଟକଚଣ୍ଡୀ, ଗଡଚଣ୍ଡୀ ପରି ପ୍ରାଚୀନ ଶକ୍ତିପୀଠ ପାଇଁ କଟକ ମହାନଗର ଶକ୍ତିପୀଠ ଭାବେ ଖ୍ୟାତିମାନ ହୋଇଥିଲେ ମଧ୍ୟ ନଗର ମଧ୍ୟରେ ପ୍ରତିଷ୍ଠିତ ଅମରେଶ୍ୱର ମନ୍ଦିର ତଥା ମହାନଗର ସୀମାସଂଲଗ୍ନ ଭାବରେ…

ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ ସୁଢଳଦେବ କର୍ତ୍ତୃକ ବାମଣ୍ଡାରେ ସମ୍ଭୂତ ନବ-ଜାଗରଣର ନୂତନ ଚିନ୍ତା ଓ ଚେତନାର ପୁଷ୍ପିତ ଉଦ୍ୟାନର ମହୀୟାନ ଫଳ ‘ଜଳନ୍ଧର ଦେବ’ । ଜଳନ୍ଧର ସ୍ରଷ୍ଟା ମାନସ ବାମଣ୍ଡାରେ…

ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ମୋଗଲ ଓ ମରହଟ୍ଟାଙ୍କର ଅକଥନୀୟ କଷଣର ତୋଡମାଡରେ ଅଣ୍ଟା ଭାଙ୍ଗି ଯାଇଥିବା ଗୋଟିଏ ଜାତି ନିର୍ଜୀବ,…

ଲେଖା: ସୁବ୍ରତ କୁମାର ନାୟକ ପ୍ରତି ମଣିଷ ନୂଆକରି ପୃଥିବୀକୁ ଅତିଥି ହୋଇ ଆସିଥିବା ସମୟରେ ତା’ର ପ୍ରଥମ ଶିକ୍ଷକ ମା’। ମା’ର ଭାଷା ମାତୃଭାଷା। ସମସ୍ତଙ୍କ ପରିଚୟର ମୂଳ ଯଦି ଖୋଜାଯାଏ, ତା’ର ମାତୃଭାଷାରେ ହିଁ ତା’ର ପରିଚୟ ମିଳିଯାଇଥାଏ। ମାତୃଭୂମି ପରି ମାତୃଭାଷା ପାଇଁ ମଧ୍ୟ ଏ ବିଶ୍ୱ ଅନେକ ଲଢ଼େଇ ମଧ୍ୟ…

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ ପ୍ରଥମେ ରଣପୁର ପ୍ରଜାମେଳିର ଚିତ୍ର ଆସିଥାଏ। ସେଥିରେ ଆଖିଆଗରେ ନାଚିଉଠେ ଦୁଇଜଣ ସୁନ୍ଦର, ଉଦୟମାନ ଯୁବ ସଂଗ୍ରାମୀଙ୍କ ମୁହଁ, ଯେଉଁମାନେ ନିଜ ଯୌବନର ପ୍ରଥମ ଭାଗରେ ଦେଶମାତୃକା ପାଇଁ ହସିହସି ଫାଶୀଦଣ୍ଡକୁ ଆଲିଙ୍ଗନ କରିଥିଲେ।…

~ ଓଡ଼ିଆ ସାହିତ୍ୟର ଇତିହାସ ~ ଉପସ୍ଥାପନା: ନିରଞ୍ଜନ ସାହୁ ସାହିତ୍ୟ ହେଉଛି ମୂଳତଃ ମଣିଷର। ଜୀବନର ବିବିଧ ପରିଧି ଗୁଡ଼ିକ ସହିତ ହିଁ ତାହାର । ସମ୍ବନ୍ଧ ରହିଥାଏ ଓ ଯାବତୀୟ ଲୋକନ ଏବଂ ଅବଲୋକନ ସହ ସମାଜକୁ ଆୟତନ ରୂପେ ଗ୍ରହଣ କରି ଆପଣାକୁ ସମ୍ଭବ କରାଇବାରେ ଲାଗିଥାଏ। ଆମ ଓଡ଼ିଆ ସାହିତ୍ୟକୁ…

ସାହିତ୍ୟ ଭାସ୍କର ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ଉପସ୍ଥାପନା: ନିରଞ୍ଜନ ସାହୁ ଓଡ଼ିଆ ସାହିତ୍ୟରେ ଅର୍ଦ୍ଧ ଶତାବ୍ଦୀ ଧରି (୧୯୨୩–୧୯୭୩) ଲେଖନୀ ଚାଳନା ହିଁ ମାନସିଂହଙ୍କ ସମସ୍ତ ରଚନାର ପରିପ୍ରକାଶ। ଅଠର ବର୍ଷ ବୟସରେ ପ୍ରଥମ କବିତା ସୃଷ୍ଟି ହୋଇଥିଲେ ମଧ୍ୟ ତାହା ପ୍ରକାଶିତ ହୋଇଥିଲା ୧୯୨୮ ମସିହାରେ ଉତ୍କଳ ସାହିତ୍ୟ ପତ୍ରିକାର ବୈଶାଖ…

ଲେଖା: ନିରଞ୍ଜନ ସାହୁ ~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ “ପ୍ରଥମ ଯୌବନରେ ବାପା-ମାଆ-ଭାଇ-ଭଉଣୀଙ୍କ ଉପସ୍ଥିତି ସତ୍ତ୍ୱେ ଏକ ନିସଂଗତା ପ୍ରତ୍ୟେକ ଜୀବନରେ ଆସେ — ଏହା ପ୍ରାୟ ସାର୍ବଜନୀନ । ତେବେ ପିତୃ-ମାତୃ-ଭ୍ରାତୃହୀନ ଏକ ନିସଂଗ ତରୁଣକୁ ଯେଉଁମାନେ ସଖ୍ୟ ଦାନ କରି ତାକୁ ଅନୁଗୃହୀତ କଲେ, ତାଙ୍କର ମହିମ୍ନ ସ୍ତବ ଗାଇବା…

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (୬ଷ୍ଠ ପର୍ବ) ~ ଆପଣମାନଙ୍କ ସଦିଚ୍ଛା ସ୍ପର୍ଶରେ ସଙ୍ଘାତ ଓ ସଂଘର୍ଷର ଦିନଗୁଡ଼ିକ ଗୋଟିଏ ବୈଶାଖର ଝାଞ୍ଜି ଭଳି ତା ଭିତରେ ଗତି କରି ସାରିବା ପରେ ସୁଦ୍ଧା ବ୍ୟଗ୍ର ଗୋଧୂଳିର ମଧୁର ସଞ୍ଜ ପହରର ମଲ୍ଲୀଫୁଲ ପରି ପୁଣି ଆମ ଉଦ୍ୟମର ସାର୍ଥକ ସୁରଭି ମହକି ଉଠିଛି…

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ପ୍ରଥମ) ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ ! ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ…