Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ~ କନିକା ~ “ତାଳୀବନ-ଶ୍ୟାମ କନିକା, କୁଜଙ୍ଗ ମରିଚ ହରିଶପୁର ଅସ୍ତରଙ୍ଗ । ବରାହ-ପାଳିତ ବାଲିପୂର୍ଣ୍ଣ ଆଳି କ୍ଷତ୍ରିବୃନ୍ଦ ଯାର ମହାବୀର୍ଯ୍ୟଶାଳୀ ।” (#ନନ୍ଦିକେଶ୍ୱରୀ/କବିବର ରାଧାନାଥ) ଇଏ ଏମିତି ଏକ ରାଜ୍ୟ, ଯାହାର ସୁଦୁର ଅତୀତକୁ ରୋମନ୍ଥନ କଲେ ଦୃଶ୍ୟମାନ ହୁଏ ଇତିହାସର ବହୁ ବିସ୍ମୟକର ସ୍ମାରକୀ ! ନାଚି ଯାଏ…

ଲେଖା: ଯଦୁନାଥ ପଣ୍ଡା “ନର୍ଦ୍ଦମା ପାଶେ ବାରବୁଲା ଡାକେ ହାଇ ମାରେ ବସି ବଣିକ ଶକୁନ ଶାସନ ଅବସାନ କର ଯୁଗର ଦାବି ୟେ ଶାସକ ………….. ଖଣିର ହଣାଳି ଟେକିଛି ନିହାଣ କୃଷକ କୋଦାଳ ଛାଡିଛି ପ୍ରଗତିର ଘୋଡା ଚଇତକ ଛୁଟେ ଝଡର ଇଗଲ ମାତିଛି ମାନିବୁନି ଆମେ ବିଧାତା ଶାସନ ନିୟତିର ହେବୁ…

ଲେଖା: ବୁଦ୍ଧଦେବ ପ୍ରଧାନ ଉଣେଇଶ ଶହ ଅଠେଇଶ ଜୁନ ସତର ତାରିଖ, ତିଥି ଅନୁସାରେ ଆଷାଢ଼ ଅମାବାସ୍ୟା, ନେତ୍ରଉତ୍ସବରେ “ସମାଜ” ସେହିଦିନ ଠାରୁ ଶ୍ରାଦ୍ଧ ପାଳନ କରୁଛି I ଓଡ଼ିଆ ଜାତି ପାଇଁ ସ୍ମୃତି ବହନକାରୀ ସ୍ମୃତିତର୍ପଣ ଦିବସ, ଆତ୍ମସମୀକ୍ଷାର ଦିବସ I ଓଡ଼ିଆ ଜାତିର ଚୀର ନମସ୍ୟ, ଚୀର ପୂଜନୀୟ, ନମସ୍ୟ ଦୂରଦ୍ରଷ୍ଟା ମହାମନୀଷୀ…

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

ଲେଖା: ଦେଵ ତ୍ରିପାଠୀ ~ ଉତ୍କଳ ହିତୈଷିଣୀ ~ ୧୮୬୮ ମସିହାରେ କଟକ ହିତୈଷିଣୀ ପ୍ରେସରୁ କାଳୀପଦ ବାନାର୍ଜୀଙ୍କ ସମ୍ପାଦନାରେ #ଉତ୍କଳ_ହିତୈଷିଣୀ ପତ୍ରିକା ପ୍ରକାଶିତ ହୋଇ ଓଡ଼ିଆ ପତ୍ରପତ୍ରିକା ଜଗତରେ ନୂତନ ଆଲୋକ ବର୍ତ୍ତିକା ସାଜିଥିଲା। ତେବେ ଉକ୍ତ ବର୍ଷଟି ଓଡ଼ିଆ ପତ୍ରପତ୍ରିକା ପାଇଁ ଥିଲା ଉଲ୍ଲେଖନୀୟ । ବାଲେଶ୍ଵରରୁ #ସାହିତ୍ୟପିତା #ବ୍ୟାସକବି #ଫକୀରମୋହନ ସେନାପତିଙ୍କ…

ଲେଖା: ଦେଵ ତ୍ରିପାଠୀ “ଉଠ, ଉଠ, ଉଠ ! ପରିହରି ମୋହ ନିଦ୍ରା ଆସ କରି ରଣ ଉତ୍କଳ ତିମିର ସଙ୍ଗେ ହୋଇ ସ୍ଥିର ମନ ।” ଏ ଥିଲା ଏକ ବଜ୍ରନିର୍ଘୋଷ ଜଣେ ୧୯- ବର୍ଷୀୟ ତରୁଣର ! ଅନ୍ୟାୟ ବିରୁଦ୍ଧରେ! ଅସତ୍ୟ ବିରୁଦ୍ଧରେ ! ଅତ୍ୟାଚାରୀ ବ୍ରିଟିଶ ସରକାର ବିରୁଦ୍ଧରେ ! ଭ୍ରଷ୍ଟାଚାରୀ…

~ ଜଳନ୍ଧର ଦେବ ~ ଲେଖା: ଅମୃତେଶ ଖଟୁଆ ଅକୁତୋଭୟ ସାରସ୍ଵତ ଚର୍ଚ୍ଚା, ସଂସ୍କାରଚେତନା, ବୈଜ୍ଞାନିକ ପୁରୋଦୃଷ୍ଟି ସମ୍ମିଳିତ ନିଜର ପ୍ରଜ୍ଞାଦୀପ୍ତ ଜୀବନର ଏକ ସ୍ଵତଃପ୍ରବୃତ୍ତ ଅନୁଷ୍ଠାନ ଜଳନ୍ଧର ଦେବ ସମଗ୍ର ଓଡିଆ ଜାତି ପାଇଁ ଚିରସ୍ମରଣୀୟ । ବାମଣ୍ଡା ଓଡିଆ ସାରସ୍ଵତ କ୍ଷେତ୍ରରେ ଏକ ପ୍ରୀତିପଦ ଉଚ୍ଚାରଣ। #ବୁଧ_ହଂସ_କେଳି_ସର ବାମଣ୍ଡା ଆଧୁନିକ ଓଡିଆ ସାହିତ୍ଯ…

ଲେଖା: ନିରଞ୍ଜନ ସାହୁ ଭାରତୀୟ ସ୍ଵାଧୀନତା ସଂଗ୍ରାମକୁ ଆମ ଓଡ଼ିଶାର ବରୀ ଅଞ୍ଚଳର ଅବଦାନ କୌଣସି ଗୁଣରେ କମ୍ ନୁହେଁ । ୧୯୪୨ ମସିହା ଅଗଷ୍ଟ ମାସରେ ଗାନ୍ଧିଜୀଙ୍କ ଆହୂତ ‘ଭାରତଛାଡ଼’ ଆନ୍ଦୋଳନ ସାରା ଭାରତରେ ମୁଣ୍ଡ ଟେକି ଉଠିଥାଏ । ବିଦେଶୀ ଇଂରେଜଙ୍କୁ ଏ ଦେଶରୁ ହଟାଇବା ସହ ସ୍ଵରାଜ ପ୍ରତିଷ୍ଠା କରିବାର ସ୍ଵପ୍ନକୁ…

ଲେଖା: ନିରଞ୍ଜନ ସାହୁ ଜାତୀୟ ଚରିତ୍ର ଗଠନରେ ଶିକ୍ଷା ହିଁ ଏକ ସୁଦୃଢ଼ ଭିତ୍ତି, ଏହା ସର୍ବଥା ସ୍ଵୀକାର୍ଯ୍ୟ । ଜାତୀୟ ଚରିତ୍ର ବ୍ୟତୀତ ଜାତୀୟ ଜୀବନ ଶୁଦ୍ଧ, ପୂତ, କ୍ରିୟାଶୀଳ ଓ ଶକ୍ତିଶାଳୀ ହୋଇ ନପାରେ । ଜାତି, ଧର୍ମ, ସମ୍ପ୍ରଦାୟ ନିର୍ବିଶେଷରେ ଲୋକଙ୍କୁ ଶିକ୍ଷିତ, ସଂଗଠିତ, ଐକବଦ୍ଧ କରିପାରିଲେ ଜାତୀୟ ଶିକ୍ଷାର ବିକାଶ…

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀରେ ଭାରତରେ ନବଜାଗରଣ ବା ରେନେସାଁର ପ୍ରବାହ ଐତିହାସିକମାନେ ନିର୍ଣ୍ଣୟ କରିଛନ୍ତି । ଆଧୁନିକ ଯୁଗରେ ମନୁଷ୍ୟର ନୂତନ ଚିନ୍ତାଧାରାର ଉତ୍ସ ହିଁ ରେନେସାଁ । ମଧ୍ୟଯୁଗୀୟ ଭାରତୀୟ ଚିନ୍ତା ପ୍ରଧାନତଃ ଈଶ୍ୱର ଓ ଧର୍ମକୈନ୍ଦ୍ରିକ । ଏହି ଚିନ୍ତାର ବିପରୀତଧର୍ମୀ ଭାବେ ହିଁ ଆରମ୍ଭ ହୋଇଥିଲା ନବଜାଗରଣ ବା…