Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିବାଶିଷ ମହାପାତ୍ର “ମାଟିର ସେଇ ସରଗ ମୋର, ସେଇଠି ଅଛି ମୋ ଷଠି ଘର । ଜଳିବ ପୁଣି ସେଇଠି ଶେଷେ, ମୋହରି ଚିତା ନିଆଁଟି, ଛୋଟ ମୋର ଗାଁଟି ।” ମା’, ମାଟି ଏବଂ ମମତାକୁ ନେଇ ଚିର ଅମର ତାଙ୍କ କାବ୍ୟ କବିତା । ଆଜି ମଧ୍ୟ ଭୁଲି ପାରିନାହାନ୍ତି ତାଙ୍କ…

ଲେଖା: ନିରଞ୍ଜନ ସାହୁ “ନିଜର ଜନନୀ ଓ ଜନ୍ମଭୂମି ଏ ଦୁହେଁ ସ୍ଵର୍ଗ ଅପେକ୍ଷା ବଡ଼ ଅଟନ୍ତି। ଆମ୍ଭମାନଙ୍କ ମାତୃଭୂମି ଉତ୍କଳ ଦେଶ ନିଜର ଅଭାବ ମୋଚନାର୍ଥେ ଆମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ହୋଇଛନ୍ତି। ତାହାଙ୍କର ଡାକ ନ ଶୁଣି ଆମ୍ଭେମାନେ କି ନିଶ୍ଚିତ ହୋଇ ରହିପାରୁ ? ଯେତେଦିନ ପର୍ଯ୍ୟନ୍ତ ତାଙ୍କର ଅଭାବ ମୋଚନ ନ…

~ ନାଟ୍ୟକାର ରାମଚନ୍ଦ୍ର ମିଶ୍ର ~ ଲେଖା: ଅମୃତେଶ ଖଟୁଆ “ବାଆ ସିରିସିରି ବହିଲା ଅନା, ବାଆ ସିରିସିରି ବହିଲା, ଛାଇ ତଳେ ଦିହ ଶୀତେଇ ଉଠିଲା …

~ ବୈଜ୍ଞାନିକ ପ୍ରାଣକୃଷ୍ଣ ପରିଜା ~ ଲେଖା: ଅମୃତେଶ ଖଟୁଆ ଏପ୍ରିଲ ୧, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶର ଜନ୍ମଦିନ। ହେଲେ ଆଉ ଜଣେ ମହୀୟାନ ବୈଜ୍ଞାନିକ, ଯିଏକି ଓଡ଼ିଆ ମାଟିରୁ ବିଶ୍ଵସ୍ତରକୁ ନିଜ ଅଭୂତପୂର୍ବ ବୈଜ୍ଞାନିକ ସିଦ୍ଧାନ୍ତ ବଳରେ ଜ୍ଞାନର ଅନୁପମ ଶ୍ରେଣୀକୁ ଆରୋହଣ କରି ନିଜ ବିଦବତ୍ତାର ପରିଚୟ ଦେଇଥିଲେ। ଏଇ ମହାନ ଦିବସଟି…

ଲେଖା: ଦେଵ ତ୍ରିପାଠୀ ପିଲାଟି ଦିନରୁ ସେ ଥିଲେ ନାଟ୍ୟମନସ୍କ । ସ୍କୁଲ ସମୟରୁ ହିଁ, ନିଜ ଅଭିନୟ ପ୍ରତିଭା ପାଇଁ ପ୍ରଶଂସିତ ହୋଇଆସିଥିଲେ ସେ । ରେଭେନ୍ସା ମହାବିଦ୍ୟାଳୟରେ ପଢ଼ିବା ସମୟରେ, ସେ ବିଶ୍ୱସ୍ତରୀୟ ନାଟ୍ୟଶାସ୍ତ୍ର ସହ ହୋଇପାରିଥିଲେ ପରିଚିତ । ଏହି ସମୟରେ ସେ, ନିଜ ଗୁରୁ ପି. ଏସ୍. ସୁନ୍ଦରମ୍ ଓ…

ଲେଖା: ଦେଵ ତ୍ରିପାଠୀ ଏକବିଂଶ ଶତାବ୍ଦୀରେ “ଆମେ ଓଡ଼ିଆ, ଆମ ଭାଷା ଓଡ଼ିଆ ଏବଂ ଆମ ରାଜ୍ୟ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ” ବୋଲି ଆମେ ଆଜି କେଡେ ଗର୍ବିତ, ଗୌରବମଣ୍ଡିତ, ତେବେ ଏହା ପଛରେ ରହିଛି ବହୁ ଦେଶପ୍ରେମୀ, ଭାଷାପ୍ରେମୀ ମନିଷୀମାନଙ୍କ ନିରବଚ୍ଛିନ୍ନ ତ୍ୟାଗ ଓ ପ୍ରଚେଷ୍ଟା । ଉନ୍ନବିଂଶ ଶତାବ୍ଦୀରେ ଓଡ଼ିଆ ଭାଷାର ସୁରକ୍ଷା,…

ଲେଖା: ନିରଞ୍ଜନ ସାହୁ ବିନୋଦ କାନୁନଗୋ ! ୧୯୫୨ ମସିହାରେ ଗୋଟିଏ ଟଙ୍କା ହାତରେ ଧରି, ନିର୍ବାଚନୀ ବୈତରଣୀ ପାର ନ ହୋଇ ପାରି, ମାତ୍ର ଦଶମ ଶ୍ରେଣୀ ଶିକ୍ଷାଗତ ଯୋଗ୍ୟତା ଥାଇ ଜଣେ ସ୍ଵପ୍ନ ଦେଖିପାରନ୍ତି ଓଡ଼ିଆ ଭାଷାରେ ଜ୍ଞାନକୋଷ ପରି କୋଣାର୍କ ତିଆରି କରିବା ପାଇଁ ! କେତେ ମନୋବଳ ଦୃଢ଼ ହୋଇପାରେ…

ଲେଖା: ଦେଵ ତ୍ରିପାଠୀ ତାଙ୍କ ସଙ୍ଗୀତରେ ଭାବ ଓ ଭାଷା ଥାଏ ଲାଳିତ୍ୟପୁର୍ଣ୍ଣ, ମଧୁର । ତାଙ୍କ ସୁର ଶୁଣି ଆତ୍ମବିଭୋର ହୁଏ ଶ୍ରୋତା । ତାଙ୍କ କଣ୍ଠରେ ଭାବ, ଭାଷା ଓ ଧ୍ୱନିର ଥାଏ ଏକ ସୁନ୍ଦର ସମନ୍ୱୟ, ସେଥିପାଇଁ ତାଙ୍କ ଗୀତସବୁ ହୋଇଯାଏ ଅପାସୋରା, ତନୁମନ ଶିହରାଇଦିଏ, ଲିପିବଦ୍ଧ ହୋଇଯାଏ ଶୃତିରେ, ସ୍ମୃତିରେ…

~ ବ୍ୟୋମକେଶ ତ୍ରିପାଠୀ ~ ଲେଖା: ଅମୃତେଶ ଖଟୁଆ ଗୋଟିଏ ସାକ୍ଷାତକାରରେ ସେ କହିଥିଲେ, “Theatre is mediation to me. . . I have a long straight nose and I would like to follow the long, straight path.” ଦେହାବସାନ ପୂର୍ବରୁ ଭୁବନେଶ୍ଵରରେ ବିଦଗ୍ଧ ବିଶ୍ଵନାଟକ ପ୍ରଯୋଜନା…

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ “ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ ପରି ଦଣ୍ଡାୟମାନ ହୋଇ ରହି ପାରିବନି । ସ୍ବଳ୍ପ ବେତନଭୋଗୀ କିରାଣୀ ପାଇଁ ଗୋଟିଏ ଓଭରକୋଟ୍ ହରେଇବା ନିଶ୍ଚିତ ଭାବରେ ତାଙ୍କ ପ୍ରତି ପ୍ରଗାଢ଼ ସହାନୁଭୂତି ଆଣିବ । ହେଲେ ପରିସ୍ଥିତି ପରିପ୍ରେକ୍ଷୀରେ ଏହାର…