Physical Address
Sai Samarpanam, Satya Vihar, Bhubaneswar

ଶୁଦ୍ରକବି ସାରଳା ଦାସ ମହାଭାରତର କଥାବସ୍ତୁକୁ ଉତ୍କଳୀୟତାରେ ଭରିଦେଇଛନ୍ତି। ସେ ଓଡି଼ଆ ମହାଭାରତରେ ଅନେକ ମୌଳିକ ଉପାଖ୍ୟାନ ସଂଯୋଜିତ କରିଛନ୍ତି ଯାହା ସଂସ୍କୃତ ମହାଭାରତ କିମ୍ବା ଅନ୍ୟ କୌଣସି ପୁରାଣ ଗ୍ରନ୍ଥରେ ଦେଖିବାକୁ ମିଳେନାହିଁ। ନବଗୁଞ୍ଜର ଉପାଖ୍ୟାନ ମଧ୍ୟ ଆଦିକବିଙ୍କର ସେହିପରି ଏକ ନୂତନ କଳ୍ପନା . .

ଲେଖା: ଦେଵ ତ୍ରିପାଠୀ ସିଂହାରୀ ଶ୍ୟାମସୁନ୍ଦର କର । ସୁନାମଧନ୍ୟ ଓଡ଼ିଶୀ ସଙ୍ଗୀତଜ୍ଞ ଓ ମର୍ଦ୍ଦଳ ବାଦକ ଏବଂ ଓଡ଼ିଶୀ ସଙ୍ଗୀତର ପୁନରୁଦ୍ଧାର ତଥା ପ୍ରଚାର ପ୍ରସାର କ୍ଷେତ୍ରରେ ଅଗ୍ରଣୀ ଭୂମିକା ନିର୍ବାହ କରି ଅଗଣିତ ସଙ୍ଗୀତପ୍ରେମୀଙ୍କ ହୃଦୟରେ ସମ୍ମାନାସ୍ପଦ ସ୍ଥାନ ଗ୍ରହଣ କରିପାରିଛନ୍ତି ସେ । ଓଡ଼ିଶୀ ସଙ୍ଗୀତର ଆଦିଗୁରୁ ହିଁ ଶ୍ୟାମସୁନ୍ଦର ।…

ଲେଖା: ଦେଵ ତ୍ରିପାଠୀ ଜଗତର ନାଥଙ୍କ ଉଦ୍ଦେଶ୍ୟରେ ତାଙ୍କର ଶେଷ ଗୀତ ଥିଲା: ” . . .ବାହୁଡ଼ାରେ ମୋତେ ବାହୁଡ଼ାଇ ନିଅ ହେ ମହାପ୍ରଭୂ”, ଏବଂ ସେଇ ମରମଛୁଆଁ ପଦ ହୋଇଥିଲା କାଳଜୟୀ I ଭକ୍ତପ୍ରବରଙ୍କ ଇଛା ବି ପୂରଣ କରିଥିଲେ ମହାପ୍ରଭୂ I ୧୯୮୩ ମସିହାରେ ଜଗନ୍ନାଥଙ୍କ ପବିତ୍ର ବାହୁଡ଼ାଦିବସରେ ଅଗଣିତ ଭକ୍ତିରସପ୍ରେମୀ…

ଲେଖା: ଅରବିନ୍ଦ ମହାନ୍ତି ପ୍ରଥମ ମାତୃକା ବ୍ରହ୍ମାଣୀ ଦେବୀ ଦୁର୍ଗାଙ୍କୁ ମହିଷାସୁର ସହ ଯୁଦ୍ଧେ ସାହାଯ୍ୟ କରିବା ପାଈଁ ବିଭିନ୍ନ ଦେବତାଙ୍କ ଅଙ୍ଗରୁ ତାଙ୍କ ଶକ୍ତି ସ୍ୱରୁପା ଦେବୀ ମାନେ ପ୍ରକଟିତ ହୋଇଥିଲେ। ସେଥି ମଧ୍ୟରୁ ବ୍ରହ୍ମାଣୀ ହେଲେ ଅନ୍ୟତମା। ବ୍ରହ୍ମାଙ୍କ ଶକ୍ତି ସ୍ୱରୁପା ହେଲେ ଦେବୀ ବ୍ରହ୍ମାଣୀ। ଦେବୀଙ୍କୁ ବ୍ରହ୍ମାଶକ୍ତି ସାବିତ୍ରୀ ରୁପେ ମଧ୍ୟ…

ଲେଖା: ଶିବାଶିଷ ମହାପାତ୍ର ବିଶେଷତଃ କଳିଯୁଗେ, ଦୋଳଯାତ୍ରା ବିଧିୟତେଃ । ଫାଲଗୁନସ୍ୟ ଚତୁର୍ଦ୍ଦଶ୍ୟାଃମ୍ ଅଷ୍ଟମେ ନାମସଂଯକଃ ।। (ପଦ୍ମ ପୁରାଣ ) ଦୋଳରେ ଝୁଲିବେ ଭଗବାନ । ଝୁଲନ୍ତି କେତେବେଳେ ? ଯେତେବେଳେ ଶାନ୍ତ ସୁକୁମଳ ପରିବେଶ ଥିବ, ଅବଶ ଶରୀରକୁ ଲୋଟଣି ପାରା ଭଳିଆ ଲେଟେଇ ଦେଇ ଚିନ୍ତା କରୁଥିବେ ଆନନ୍ଦରେ, ତା’…

~ ଭିକାରୀ ବଳ ~ ଲେଖା: ଅମୃତେଶ ଖଟୁଆ “ମାନ ଉଦ୍ଧାରଣ କର ହେ କାରଣ…”, “ଆହେ ନୀଳଗିରି…”, “ଚାଲ ସଖି ଆମ୍ଭେ ଦର୍ଶନ କରିବା…”, “ପୀତବାସ, ନିଃଶ୍ଵାସକୁ ନାହିଁରେ ବିଶ୍ଵାସ….”, “ମନରେ ହରିଭଜନ….”, “ଜଗାକାଳିଆ ନୀଳାଚଳିଆ…”, “ହରିବୋଲ ସଙ୍ଗେ ହୁଳହୁଳି ଦିଅ ହୋ ଭକତେ….” , “ମନ ପାରାରେ, ଶ୍ରୀକ୍ଷେତ୍ର ଯିବୁ ଉଡି ଉଡି…”…

ଲେଖା: ସୁଚେତା ପ୍ରଧାନ ଅନେକ ଦିନ ତଳର କଥା। ଜଗନ୍ନାଥଙ୍କ ସେବକ ବଡପଣ୍ଡା ଠାକୁରଙ୍କର ବଡ ସେବକ। ନୈଷ୍ଠିକ ବ୍ରାହ୍ମଣ ସେ। ତାଙ୍କ ଚଳୁରେ ଜଗନ୍ନାଥ ଦେଖାଯାଆନ୍ତି। ତେବେ ଯାଇ ଭୋଗ ଲାଗେ। ଦିନ ଗଡି ଚାଲେ। ବଡ ପଣ୍ଡାଏ କ୍ରମେ ବୟସ ଭାରରେ ନଇଁ ପଡିଲେ। ବଡ ଦେଉଳକୁ ଯିବା ଆସିବା କଷ୍ଟକର ହେଲା।…

ଲେଖା: ମିହିର ପଟ୍ଟନାୟକ ଓଡ଼ିଆ ଘରେ ଅନେକ ପର୍ବରେ ଶୀଳ ଶୀଳପୁଆ ପୂଜା ହେବାର ପରମ୍ପରା ରହିଛି। ବିଶେଷ କରି ଷଠିଓଷା ଓ ବୁଧେଇଓଷା ପାଳନ ବେଳେ ଏହି ଦୁଇ ପାରମ୍ପରିକ ଶୀଳ ଶୀଳପୁଆ ପୂଜା ହୋଇଥାଏ। ଏପରିକି ଶ୍ରୀମନ୍ଦିରରେ ଶ୍ରୀ ଜୀଉମାନଙ୍କ ଜନ୍ମ ଉତ୍ସବ ବେଳେ ଷଷ୍ଠୀମାର୍କଣ୍ଡପୂଜା ମଧ୍ୟ ଅନୁଷ୍ଠିତ ହୋଇଥାଏ। କେବେ ଭାବିଛନ୍ତି…

ଲେଖା: ଦେଵ ତ୍ରିପାଠୀ ସବୁଜ ଅରଣ୍ୟାନି ପରିବେଷ୍ଟିତ, ଚିର ପ୍ରବାହମାନ ମହାନଦୀର ତଟଦେଶରେ ଅବସ୍ଥିତ ନୟାଗଡ଼ ଜିଲ୍ଲାର କଣ୍ଟିଲୋ ଏକ ପ୍ରାଚୀନ ପର୍ଯ୍ୟଟନପୀଠ ଭାବେ ଯେପରି ବହୁଜନ ଜ୍ଞାତ, କଂସାବାସନ ତିଆରି ଓ ବ୍ୟବସାୟ କ୍ଷେତ୍ରରେ ଓଡ଼ିଶା ତଥା ଓଡ଼ିଶା ବାହାରେ ଅନୁରୂପ ଭାବେ ପରିଚିତ, ପ୍ରସିଦ୍ଧ । ଦିନ ଥିଲା ଶ୍ରୀମନ୍ଦିରର ନୀଳଚକ୍ର ଠାରୁ…

ଲେଖା: ଦେଵ ତ୍ରିପାଠୀ ଭୁବନେଶ୍ୱରରୁ କଣ୍ଟିଲୋ ଯିବା ରାସ୍ତାରେ ପଡ଼େ ଧଳାପଥର ବୋଲି ଗାଁଟିଏ । ଶାନ୍ତ ସୁଧାର ଗାଁଟି ଦିନେ ଥିଲା ଏକ ଅପୂର୍ବ ସୂକ୍ଷ୍ମକଳାର ଏନ୍ତୁଡ଼ିଶାଳ । ସେ କଳା ଫୁଟିଉଠୁଥିଲା ଘରର ଦୁଆର ଝରକାରେ ଝୁଲୁଥିବା ସୁଦୃଶ୍ୟ ପର୍ଦ୍ଦା କିମ୍ବା ଓଡିଆଙ୍କ ପ୍ରିୟ ପରିଧାନ ଲୁଙ୍ଗିଗାମୁଛାରେ । ତନ୍ତକୁ ଜୀବିକା ଭାବରେ…