Physical Address
Sai Samarpanam, Satya Vihar, Bhubaneswar
~ ଏକାମ୍ରକ୍ଷେତ୍ର ଓ ଉତ୍କଳଗୌରବ ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ସମୟର ବାଲୁକାରାଶିରେ ଅଙ୍କିତ ଅଗଣିତ ପଦଚିହ୍ନ– କେତେ ଜଣା, କେତେ ଅଜଣା; କେତେ ପୁଣି ହୋଇଯାଆନ୍ତି ବିସ୍ମୃତ ଓ ବିଲୁପ୍ତ । କିନ୍ତୁ କିଛି ରହିଯାଇଥାନ୍ତି ନିଜ ଏକକ ଅସ୍ତିତ୍ବକୁ ଜାହିର କରିବାର ପଣ ନେଇ, ସମୟରୁ ସମୟାନ୍ତର ଯାଏଁ । ସେହିମାନେ…
~ ମୁଆଁ ~ ଲେଖା: ଅମୃତେଶ ଖଟୁଆ ଶ୍ରୀକ୍ଷେତ୍ର ପୁରୀରେ ଏକଦା ପହଞ୍ଚିଛନ୍ତି ଉତ୍କଳଘଣ୍ଟ ଯଦୁମଣି ମହାପାତ୍ର । ନିଜ କର୍ମଭୂମି ନୟାଗଡ଼ରେ ତାଙ୍କ ବିଦ୍ବତ୍ତା ଓ ପ୍ରତ୍ୟୁତ୍ପନ୍ନମତିତାର ଯଶ ବିସ୍ତାର ହେଇ ସାରିଥିଲା । ନୟାଗଡ଼ ରାଜା ବିନାୟକ ସିଂହ ମାନଧାତାଙ୍କ ରାଜ ଉଆସରେ ରାଜକବିଙ୍କ ଅଦ୍ୱିତୀୟ ଅଧିକାର ଲାଭ କରିଥିବା ଉତ୍କଳଘଣ୍ଟ ନିଜ…
~ ‘ଅଲାଗିପାଳି’ ଓ ମାଣବସା ଗୁରୁବାରର ‘ଧାନମାଣିକା’ ମାହାତ୍ମ୍ୟ ~ ଲେଖା: ଅମୃତେଶ ଖଟୁଆ ଉଜ୍ଜ୍ବଳ ସୁବର୍ଣ୍ଣମୟ ସୂର୍ଯ୍ୟାସ୍ତ ସହ ମାର୍ଗଶିର ମାସର ହେମନ୍ତ ଆକାଶ ସୁସଜ୍ଜିତ ହୋଇ ରହିଥାଏ ନବଶସ୍ୟର ଅମଳ ନିମନ୍ତେ । ରବି ଶସ୍ୟର ସବୁଜିମା କ୍ଷେତଗୁଡ଼ିକୁ ନିଆରା ରଙ୍ଗ ତୂଳୀରେ ବର୍ଣ୍ଣିଳ କରିସାରିଛି । ଏଥିରେ ଲକ୍ଷ୍ମୀ ଦେବୀଙ୍କର ସ୍ବର୍ଗୀୟ…
~ ଲଙ୍ଗୁଳୀ ମଠ ~ ଲେଖା: ଶ୍ରୀକାନ୍ତ ସିଂହ ଭାରତର ସର୍ବକାଳୀନ ପ୍ରାଚୀନ ସହରମାନଙ୍କ ମଧ୍ୟରୁ ଅନ୍ୟତମ ହେଉଛି ଆମର ଏଇ କଟକ ନଗର । ମହାନଦୀ କୂଳ କଟକର ଏହି ଅଞ୍ଚଳରେ ମାନବ ସଭ୍ୟତାର ଅଭ୍ୟୁଦୟ କେବେ ହୋଇଥିଲା, ଏହି ପ୍ରଶ୍ନର ଯୁକ୍ତିଯୁକ୍ତ ଓ ଯଥାର୍ଥ ଉତ୍ତର କାହାରି ପାଖରେ ନାହିଁ; ଏ ସମ୍ପର୍କରେ…
~ ଚିତୋଉ ପିଠା ~ ଲେଖା: ଅମୃତେଶ ଖଟୁଆ ସିନ୍ଦୂରା ଫାଟିବା ସହିତ ଫୁଟି ଉଠିବ ଶୂନ୍ୟ ତରା । ନବ ଊଷସୀର ଦେଦୀପ୍ୟ ଆଲୁଅ ପସରା ଦିଗବିଦିଗ ବିଛୁରି ଯିବ । ସତେ ଅବା ସେ ବିପୁଳ ରଶ୍ମିରାଶିରେ ନୁଆଁଣିଆ ଆକାଶରେ କେତେ ପୁଲକ, କେତେ ଉତ୍ସାହ । ସେହି ଆଲୁଅରେ ଆଲୋକିତ ଆଜି…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ମୁଆଁ ~ ବାରମାସେ ତେର ଯାତ । ପୁନେଇଁପରବ ସବୁ ପଛକୁ ପଛ ବର୍ଷସାରା ଲାଗିଥାଏ ଆମ ଓଡ଼ିଆ ଘରେ । ହେଲେ ଶୀତଦିନରେ ଥଣ୍ଡାପଡେ ବୋଲି କି କ’ଣ ଅନ୍ୟ ୠତୁ ଅପେକ୍ଷା ଏ ଶୀତୠତୁରେ ଆମର ଖାଦ୍ୟ ସବୁ ଅଲଗା ହୋଇଥାଏ । ଶୀତରୁ ରକ୍ଷା…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ଗଇଁଠା ~ କଳାସାଆନ୍ତେ ଆମର ଖାଦ୍ୟପ୍ରିୟ ସଙ୍ଗୀତପ୍ରିୟ ଋତୁପ୍ରିୟ ଫୁଲପ୍ରିୟ। ବିଭିନ୍ନ ଋତୁରେ ମହାପ୍ରଭୁଙ୍କର ବିଭିନ୍ନ ପର୍ବପର୍ବାଣୀ । ଋତୁ ଅନୁସାରେ ଭିନ୍ନ ଭିନ୍ନ ଫଳ ଫୁଲ ପନିପରିବା ଆଦି ଉତ୍ପାଦନ ହୁଏ । ତେଣୁ ଶୀତ ବର୍ଷା ବସନ୍ତ ଶରତ ଭିନ୍ନ ଋତୁରେ ଯେଉଁ ପର୍ବପର୍ବାଣି ପାଳନ…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ଏଣ୍ଡୁରି ପିଠା ~ ଆମ ଓଡ଼ିଆ ଘରେ ବାର ମାସେ ତେର ପରବ। ଆମ ଓଡ଼ିଆ ଘରର ଆରାଧ୍ୟ ଦେବତା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଯେମିତି ବିସ୍ତୃତ ଆମ ଓଡ଼ିଆ ଘରର ପରମ୍ପରା ସଂସ୍କୃତି ଠିକ୍ ସେହିପରି ବିସ୍ତୃତ । ପ୍ରତି ଘରେ ଘରେ ଅନେକ ପର୍ବପର୍ବାଣୀ ଆମେ…
ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀ ଦୁର୍ଗାମାଧବ ମନ୍ଦିର ~ देवि प्रपन्नार्तिहरे प्रसीद प्रसीद मातर्जगतोखिलस्य। प्रसीद विश्वेश्वरि पाहि विश्वं त्वमीश्वरी देवि चराचरस्य॥ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l…
ଲେଖା: ପୁରାଣ ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ~ ପତିତଜନଙ୍କ ପତିତପାବନ ~ ପତିତ ଜନଙ୍କ ଉଦ୍ଧାର ପାଇଁ ଶ୍ରୀମନ୍ଦିର ସିଂହଦ୍ଵାର ଗୁମୁଟର କାନ୍ଥରେ ଜାତିହରା ଗଜପତି ଦ୍ବିତୀୟ ରାମଚନ୍ଦ୍ରଙ୍କ ଦ୍ଵାରା ୧୭୩୬ ମସିହାରେ ପତିତପାବନ ମୂର୍ତ୍ତି ପ୍ରତିଷ୍ଠା କରାଯାଇଥିଲା, କାରଣ ସ୍ଵୟଂ ଗଜପତି ଜାତି ହରାଇ ହାଫିଜ୍ କାଦର ଘେଷିତ ହେଲେ, ଗଜପତିଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା…