Physical Address
Sai Samarpanam, Satya Vihar, Bhubaneswar

~ ଲଙ୍ଗୁଳୀ ମଠ ~ ଲେଖା: ଶ୍ରୀକାନ୍ତ ସିଂହ ଭାରତର ସର୍ବକାଳୀନ ପ୍ରାଚୀନ ସହରମାନଙ୍କ ମଧ୍ୟରୁ ଅନ୍ୟତମ ହେଉଛି ଆମର ଏଇ କଟକ ନଗର । ମହାନଦୀ କୂଳ କଟକର ଏହି ଅଞ୍ଚଳରେ ମାନବ ସଭ୍ୟତାର ଅଭ୍ୟୁଦୟ କେବେ ହୋଇଥିଲା, ଏହି ପ୍ରଶ୍ନର ଯୁକ୍ତିଯୁକ୍ତ ଓ ଯଥାର୍ଥ ଉତ୍ତର କାହାରି ପାଖରେ ନାହିଁ; ଏ ସମ୍ପର୍କରେ…

~ ଚିତୋଉ ପିଠା ~ ଲେଖା: ଅମୃତେଶ ଖଟୁଆ ସିନ୍ଦୂରା ଫାଟିବା ସହିତ ଫୁଟି ଉଠିବ ଶୂନ୍ୟ ତରା । ନବ ଊଷସୀର ଦେଦୀପ୍ୟ ଆଲୁଅ ପସରା ଦିଗବିଦିଗ ବିଛୁରି ଯିବ । ସତେ ଅବା ସେ ବିପୁଳ ରଶ୍ମିରାଶିରେ ନୁଆଁଣିଆ ଆକାଶରେ କେତେ ପୁଲକ, କେତେ ଉତ୍ସାହ । ସେହି ଆଲୁଅରେ ଆଲୋକିତ ଆଜି…

ଲେଖା: ଡ. ଜୟଶ୍ରୀ ନନ୍ଦ ~ ମୁଆଁ ~ ବାରମାସେ ତେର ଯାତ । ପୁନେଇଁପରବ ସବୁ ପଛକୁ ପଛ ବର୍ଷସାରା ଲାଗିଥାଏ ଆମ ଓଡ଼ିଆ ଘରେ । ହେଲେ ଶୀତଦିନରେ ଥଣ୍ଡାପଡେ ବୋଲି କି କ’ଣ ଅନ୍ୟ ୠତୁ ଅପେକ୍ଷା ଏ ଶୀତୠତୁରେ ଆମର ଖାଦ୍ୟ ସବୁ ଅଲଗା ହୋଇଥାଏ । ଶୀତରୁ ରକ୍ଷା…

ଲେଖା: ଡ. ଜୟଶ୍ରୀ ନନ୍ଦ ~ ଗଇଁଠା ~ କଳାସାଆନ୍ତେ ଆମର ଖାଦ୍ୟପ୍ରିୟ ସଙ୍ଗୀତପ୍ରିୟ ଋତୁପ୍ରିୟ ଫୁଲପ୍ରିୟ। ବିଭିନ୍ନ ଋତୁରେ ମହାପ୍ରଭୁଙ୍କର ବିଭିନ୍ନ ପର୍ବପର୍ବାଣୀ । ଋତୁ ଅନୁସାରେ ଭିନ୍ନ ଭିନ୍ନ ଫଳ ଫୁଲ ପନିପରିବା ଆଦି ଉତ୍ପାଦନ ହୁଏ । ତେଣୁ ଶୀତ ବର୍ଷା ବସନ୍ତ ଶରତ ଭିନ୍ନ ଋତୁରେ ଯେଉଁ ପର୍ବପର୍ବାଣି ପାଳନ…

ଲେଖା: ଡ. ଜୟଶ୍ରୀ ନନ୍ଦ ~ ଏଣ୍ଡୁରି ପିଠା ~ ଆମ ଓଡ଼ିଆ ଘରେ ବାର ମାସେ ତେର ପରବ। ଆମ ଓଡ଼ିଆ ଘରର ଆରାଧ୍ୟ ଦେବତା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଯେମିତି ବିସ୍ତୃତ ଆମ ଓଡ଼ିଆ ଘରର ପରମ୍ପରା ସଂସ୍କୃତି ଠିକ୍ ସେହିପରି ବିସ୍ତୃତ । ପ୍ରତି ଘରେ ଘରେ ଅନେକ ପର୍ବପର୍ବାଣୀ ଆମେ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀ ଦୁର୍ଗାମାଧବ ମନ୍ଦିର ~ देवि प्रपन्नार्तिहरे प्रसीद प्रसीद मातर्जगतोखिलस्य। प्रसीद विश्वेश्वरि पाहि विश्वं त्वमीश्वरी देवि चराचरस्य॥ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l…

ଲେଖା: ପୁରାଣ ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ~ ପତିତଜନଙ୍କ ପତିତପାବନ ~ ପତିତ ଜନଙ୍କ ଉଦ୍ଧାର ପାଇଁ ଶ୍ରୀମନ୍ଦିର ସିଂହଦ୍ଵାର ଗୁମୁଟର କାନ୍ଥରେ ଜାତିହରା ଗଜପତି ଦ୍ବିତୀୟ ରାମଚନ୍ଦ୍ରଙ୍କ ଦ୍ଵାରା ୧୭୩୬ ମସିହାରେ ପତିତପାବନ ମୂର୍ତ୍ତି ପ୍ରତିଷ୍ଠା କରାଯାଇଥିଲା, କାରଣ ସ୍ଵୟଂ ଗଜପତି ଜାତି ହରାଇ ହାଫିଜ୍ କାଦର ଘେଷିତ ହେଲେ, ଗଜପତିଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା…

~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା: ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…

~ ଓଡିଆ ବୀର ଚନ୍ଦନ ହଜୁରୀ ବା ଚାଖି ଖୁଣ୍ଟିଆ ~ ଲେଖା: ଅମୃତେଶ ଖଟୁଆ ଭାରତୀୟ ସ୍ଵତନ୍ତ୍ରତା ସେନାନୀମାନଙ୍କ ମଧ୍ୟରେ ଯେଉଁ ଉଦାତ୍ତ ଲୋକଶକ୍ତିର ଉଦୟଲଗ୍ନ ଘଟିଥାଏ, ତହିଁ ମଧ୍ୟରେ ଫିରିଙ୍ଗି ସମଷ୍ଟିକୁ ପ୍ରତିହତ କରିବା ପାଇଁ ଯେଉଁ ସ୍ଵାଧୀନଧର୍ମା ମାନେ ଆଗେଇ ଆସିଥିଲେ, ସେମାନଙ୍କ ମଧ୍ୟରେ ଉତ୍କଳୀୟ ମାନଙ୍କ ଭୂମିକା ମଧ୍ୟ ଗୁରୁସ୍ଥାନୀୟ…

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…