Physical Address
Sai Samarpanam, Satya Vihar, Bhubaneswar

ରଚନା: ଇଂ ବିଜୟ କେତନ ସାହୁ ମଗଧେ, ମୈଥିଳେ, ଅଙ୍ଗେ, ବଙ୍ଗେ, ପୁଣି ଦେଖିଛି କେତେ ସୁନ୍ଦରୀ, ଏ ଯୋଷା‐ଚରଣ ଘସା ପଥରକୁ ନୋହିବେ ଟି କେହି ସରି ।। ଆନ ନାରୀ ସିନା ମର୍ତ୍ତ୍ୟର ତଟିନୀ, ଏ ଯେ ମନ୍ଦାକିନୀ ଧାରା । ଆନ ନାରୀ ସିନା ମର୍ତ୍ତ୍ୟର କୁସୁମ,…

ଲେଖା: ରବୀନ୍ଦ୍ର କୁମାର ରଣା ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ନଈରୀ ଗାଁରେ ଅବସ୍ଥିତ କାଙ୍କଣ ଶିଖରୀ କ୍ଷେତ୍ର ହେଉଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଲୀଳାକ୍ଷେତ୍ର । ଖୋର୍ଦ୍ଧାରୁ ବ୍ରହ୍ମପୁର ଯାଇଥିବା ମୁଖ୍ୟ ଜାତୀୟ ରାଜପଥର ନାଚୁଣୀ ବଜାରରୁ ମାତ୍ର ୧୧ କି.ମି. ଦୂରରେ ଚିଲିକା କୂଳରେ ଅବସ୍ଥିତ ନଈରୀ ଏକ ଐତିହାସିକ ଗ୍ରାମ ।…

ଲେଖା: ରବୀନ୍ଦ୍ର କୁମାର ରଣା ଖୋର୍ଦ୍ଧା ଜିଲ୍ଲାର ନିରାକାରପୁର ରେଳ ଷ୍ଟେସନ ଠାରୁ ମାତ୍ର ୩ କି.ମି. ଦୂର ଡ଼ିଆ ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ କପିଳେଶ୍ଵର ମହାଦେବ ମନ୍ଦିର । ଗାଁ ଠାରୁ ଟିକେ ଦୂରରେ ଏକ ସୁନ୍ଦର ପ୍ରାକୃତିକ ପରିବେଶରେ ଏହି ପ୍ରାଚୀନ ମନ୍ଦିରଟି ଅବସ୍ଥିତ । ମନ୍ଦିର ପରିବେଶ ଯେତିକି ସୁନ୍ଦର ଏହାର…

ଲେଖା: ରବୀନ୍ଦ୍ର କୁମାର ରଣା ପଞ୍ଚସଖା ଯୁଗର ମହାନ ସନ୍ଥ ତଥା ଓଡ଼ିଶାର ଘରେ ଘରେ ପରିଚିତ ଓଡିଆ ଭାଗବତର ରଚୟିତା ଅତିବଡ଼ି ଜଗନ୍ନାଥ ଦାସଙ୍କ (୧୪୯୦-୧୫୫୦) ଜନ୍ମପୀଠ ହେଉଛି ପୁରୀ ଜିଲ୍ଲାର କପିଳେଶ୍ଵରପୁର ଶାସନ। ଗ୍ରାମର ମଧ୍ଯ ଭାଗରେ ଏହ ଛୋଟ ପରିସରରେ ଏହି ମହାନ ସନ୍ଥଙ୍କ ଜନ୍ମସ୍ଥାନକୁ ଏବେ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା…

ଲେଖା: ନିରଞ୍ଜନ ସାହୁ ପ୍ରସ୍ଫୁଟିତ ହେଲେ ବଣମଲ୍ଲୀ ଭାବେ । ବାସ ଚହଟାଇଲେ ଏବଂ ଝଡି଼ଗଲେ କବି ଶରଣ ଦାସ ! ଋତୁରାଜ ବସନ୍ତଙ୍କ ଆଗମନ । ଶ୍ରୀମନ୍ଦିରରୁ ପ୍ରଭୁ ମଦନଗୋପାଳ ଫାଲଗୁନ ଶୁକ୍ଲ ଏକାଦଶୀ ରାତ୍ରିରେ ଫଗୁ ଖେଳିବା ପାଇଁ ବାହାରିଛନ୍ତି, ଚାଚେରୀ ଭ୍ରମଣରେ । ପୃଥିବୀ ବୈକୁଣ୍ଠରେ ଆରମ୍ଭ ହୋଇଯାଇଛି ଶ୍ରୀକୃଷ୍ଣ ରୂପରେ…

ଲେଖା: ନିରଞ୍ଜନ ସାହୁ “ଚକା ନୟନକୁ ପତିତ କେହି, ଡକାଇ ଖର ନିଶ୍ଵାସ ପକାଇ ଡକା ପକାଇ ଗରୁଡ଼ ପଛରେ, ବକାରି ! ମୋ ଆର୍ତ୍ତ ଶୁଣ ସତ୍ଵରେ ହେ ଡକ୍କା ବାଜୁଛି ମହିମା ହେ, ଠକାରି କରି କର୍ଣ୍ଣେ ଗିର ନ ଶୁଣ, କାହିଁକି ବିଚିତ୍ରକର୍ମା ହେ” । ସର୍ବନିୟନ୍ତା ଶ୍ରୀଜଗନ୍ନାଥଙ୍କ ଗରୁଡ଼ ସ୍ତମ୍ଭ…

ଲେଖା: ଶିଶିର ସାହୁ ମନୋଜ ଶ୍ରୀମନ୍ଦିରର ଵିଭିନ୍ନ ଉତ୍ସଵ, ପର୍ଵପର୍ଵାଣୀ, ଯାତ୍ରାରେ ଶ୍ରୀଜିଉ’ଙ୍କର ମୁଖ୍ୟ ପ୍ରତିନିଧିତ୍ଵ କରନ୍ତି ଶ୍ରୀମଦନମୋହନ । ଏହାଙ୍କ ସହିତ ଶ୍ରୀରାମ, ଶ୍ରୀକୃଷ୍ଣ, ନୃସିଂହନାଥ ଓ ଭକ୍ତ ହନୁମାନ ଶ୍ରୀମନ୍ଦିର ଦକ୍ଷିଣିଘରେ ଵିରାଜମାନ ଅଛନ୍ତି । ଶ୍ରୀଜଗନ୍ନାଥ’ଙ୍କ ପୂଜା, ଅର୍ଚ୍ଚନା, ଉପାସନା ଓ ରୀତିନୀତି ଅନୁଯାୟୀ ଶ୍ରୀମଦନମୋହନ ଚର୍ଚ୍ଚିତ, ଅର୍ଚ୍ଚିତ, ପୂଜିତ ହେଉଥିଵା…

ଲେଖା: ଶିଶିର ସାହୁ ମନୋଜ ଶ୍ରୀକ୍ଷେତ୍ର ଅବା ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରର ଅନେକ ନାମ ରହିଛି । ଏତେ ନାମ ଓଡ଼ିଶାର ଅନ୍ୟ କୌଣସି ଦେଵସ୍ଥଳୀର ଥିଵା ଜଣାଯାଏ ନାହିଁ । ● ଶ୍ରୀଜଗନ୍ନାଥ ଧାମ ● (ଶ୍ରୀ)ଜଗନ୍ନାଥ ପୁରୀ ● ମର୍ତ୍ତ୍ୟ ଵୈକୁଣ୍ଠ ● ଭୂସ୍ଵର୍ଗ ● ଶ୍ରୀକ୍ଷେତ୍ର ● ଶ୍ରୀନୀଳାଚଳ ● ନୀଳାଦ୍ରି ଵିହାର…

ଲେଖା: ଶିଶିର ସାହୁ ମନୋଜ ଓଡ଼ିଶାରେ ଶ୍ରୀଜଗନ୍ନାଥଙ୍କୁ ଭକ୍ତିଭାଵରେ ‘ଶ୍ରୀଜୀଉ’ ସମ୍ଭୋଧନ କରାଯାଏ । ଏ ଶବ୍ଦ ସମ୍ବନ୍ଧରେ କେତେକ ଗଵେଷକ ମତଦିଅନ୍ତି ଯେ ମଧ୍ଯଯୁଗରେ ରାମାନନ୍ଦୀ ନିମ୍ବାର୍କ ଆଦି ଵୈଷ୍ଣଵମତ ପ୍ରଚାରକମାନଙ୍କ ପ୍ରଭାବରେ ତାଙ୍କର ବିଷ୍ଣୁଙ୍କୁ “ଶ୍ରୀଜୀ” ସମ୍ବୋଧନଟି ବୋଧହୁଏ ପୂର୍ଵଭାରତରେ “ଶ୍ରୀଜୀଉ” ହୋଇଯାଇଛି । ତେଵେ କେତେ ଶତାବ୍ଦୀ ପୂର୍ଵରୁ ଉତ୍ତରଭାରତରେ ଏହି…

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆରେ ‘ଖାଇ’ କେତେକ କ୍ଷେତ୍ରରେ ‘ଖାଇବା’ ଅର୍ଥକୁ ସୂଚାଏ ଏଵଂ ଅନ୍ୟ କେତେକ କ୍ଷେତ୍ରରେ ଭିନ୍ନ ଭାଵାର୍ଥରେ ମଧ୍ୟ ପ୍ରୟୋଗ ହୋଇଥାଏ l ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଖାଇ ଓ ଖାଈ ଶବ୍ଦର ମୁଖ୍ୟତଃ ଦୁଇଗୋଟି ଅର୍ଥର ଉଲ୍ଲେଖ ରହିଛି । ୧. ଖାଇ (trench, Ditch) ଗଡ଼ଖାଇକୁ କେତେକ ଅଞ୍ଚଳରେ…