Search Results for ଷଠୀ

ଏକାମ୍ରରେ ଶ୍ରୀଗଣେଶ

ଲେଖା: ଅରବିନ୍ଦ ମହାନ୍ତି ଶଙ୍କରଙ୍କ କ୍ଷେତ୍ରେ ପୁଣି ତାଙ୍କ ପୁତ୍ରଙ୍କ ଉପସ୍ଥିତି ନଥିବ ତାହା କେବେ ସମ୍ଭବ ନୁହେଁ। ଯେଉଁଠାରେ ଶିବାଳୟ ଥିବ ସେଠାରେ ଅଗ୍ରପୂଜ୍ୟ ଶ୍ରୀବିନାୟକଙ୍କ ଉପସ୍ଥିତି ନିଶ୍ଚୟ ରହିଥିବ। ଶ୍ରୀ ଦେଉଳର ବେଢା ମଧ୍ୟରେ ଦୃଶ୍ୟମାନ ଦୁଇଟି ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ସୁଦୃଶ୍ୟ ମନ୍ଦିର ରହିଅଛି। ~ ଏକାମ୍ରରେ ଶ୍ରୀଗଣେଶ ୧. ସିଦ୍ଧି…

ଐତିହ୍ୟର ଦେବୀ ଶ୍ରୀବିରଜା (Maa Biraja Jajpur)

ଲେଖା: ସୁକାନ୍ତି ସାହୁ ପୁରାଣ ଶାସ୍ତ୍ର ମାନଙ୍କ ମଧ୍ୟରେ ମତ୍ସ୍ୟ ପୁରାଣ, ସ୍କନ୍ଧ ପୁରାଣ, କାଳିକା ପୁରାଣ ଓ ଦେବୀ ଭାଗବତ ଇତ୍ୟାଦି ଗ୍ରନ୍ଥରେ ଏକଶହ ଆଠଗୋଟି ତନ୍ତ୍ରପୀଠର ନାମ ସମ୍ପର୍କରେ ସୂଚନା ଅଛି। କିନ୍ତୁ ତନ୍ତ୍ରସାର ଗ୍ରନ୍ଥରେ ଭାରତବର୍ଷରେ ଏକାବନ ଗୋଟି ତନ୍ତ୍ରପୀଠର ପ୍ରାଧାନ୍ୟ ସ୍ଵୀକାର କରାଯାଇଛି। ଏହି ଏକାବନ ଗୋଟି ତନ୍ତ୍ରପୀଠର ଐତିହାସିକ…

ଦେବଦାସୀ

ଲେଖା: ବନ୍ଧନ ଦଳାଇ ପ୍ରାଚୀନ ପୁରାଣ ଶାସ୍ତ୍ରାଦିରେ ଉଲ୍ଲେଖ ଅଛି ଯେ, ସମଗ୍ର ପୃଥିବୀରେ ଶ୍ରୀପୁରୁଷୋତ୍ତମ ସଦୃଶ ପୂଣ୍ୟ କ୍ଷେତ୍ର ବିରଳ। ଉତ୍କଳ ଭୂଖଣ୍ଡର ରାଷ୍ଟ୍ର ଦେବତା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅବସ୍ଥିତି ଯୋଗୁଁ ଏହି କ୍ଷେତ୍ର ଏକ ଆଧ୍ୟାତ୍ମିକ ତୀର୍ଥସ୍ଥଳୀ ଭାବେ ବିଶ୍ୱବ୍ରହ୍ମାଣ୍ଡରେ ସୁପରିଚିତ। ଏପରିକି ଦାରୁବ୍ରହ୍ମସ୍ୱରୁପୀ ଶ୍ରୀଜଗନ୍ନାଥଙ୍କ ଲୀଳାସ୍ଥଳୀ ଶ୍ରୀପୁରୁଷୋତ୍ତମ କ୍ଷେତ୍ର ସର୍ବଜନାଦୃତ ହୋଇ ଅତ୍ୟନ୍ତ…

ସପ୍ତମାତୃକା

ଲେଖା: ଅରବିନ୍ଦ ମହାନ୍ତି ପ୍ରଥମ ମାତୃକା ବ୍ରହ୍ମାଣୀ ଦେବୀ ଦୁର୍ଗାଙ୍କୁ ମହିଷାସୁର ସହ ଯୁଦ୍ଧେ ସାହାଯ୍ୟ କରିବା ପାଈଁ ବିଭିନ୍ନ ଦେବତାଙ୍କ ଅଙ୍ଗରୁ ତାଙ୍କ ଶକ୍ତି ସ୍ୱରୁପା ଦେବୀ ମାନେ ପ୍ରକଟିତ ହୋଇଥିଲେ। ସେଥି ମଧ୍ୟରୁ ବ୍ରହ୍ମାଣୀ ହେଲେ ଅନ୍ୟତମା। ବ୍ରହ୍ମାଙ୍କ ଶକ୍ତି ସ୍ୱରୁପା ହେଲେ ଦେବୀ ବ୍ରହ୍ମାଣୀ। ଦେବୀଙ୍କୁ ବ୍ରହ୍ମାଶକ୍ତି ସାବିତ୍ରୀ ରୁପେ ମଧ୍ୟ…