ଓଡ଼ିଆ କବିତାର ଯାଦୁଗର ଡକ୍ଟର ମାୟାଧର ମାନସିଂହ
ଲେଖା: ନିରଞ୍ଜନ ସାହୁ “ଦେବଶିଶୁ ଚଳେ ନରକର ଅଭିସାରେ ଭଗବାନ ତୁମେ ନିଦ୍ରିତ କେଉଁଠାରେ? ନିରଞ୍ଜନ ମୁଁ ଆସିଥିଲି ପରା, ଆନନ୍ଦ ବିତରଣେ, ବାଣ୍ଟିବି ବୋଲି ଅମୃତ […]
ଲେଖା: ନିରଞ୍ଜନ ସାହୁ “ଦେବଶିଶୁ ଚଳେ ନରକର ଅଭିସାରେ ଭଗବାନ ତୁମେ ନିଦ୍ରିତ କେଉଁଠାରେ? ନିରଞ୍ଜନ ମୁଁ ଆସିଥିଲି ପରା, ଆନନ୍ଦ ବିତରଣେ, ବାଣ୍ଟିବି ବୋଲି ଅମୃତ […]
ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ଅତିବଡ଼ି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ତତ୍କାଳୀନ ଓଡ଼ିଶାରେ ଏକ ଚହଳ ସୃଷ୍ଟି କରିଥିଲା। ଅପୂର୍ବ ଆଧ୍ୟାତ୍ମିକ ଜାଗରଣ ଓ ନବୀନ ଉନ୍ମାଦନାର ସୂତ୍ରପାତ କରିଥିଲା ଏଇ ଓଡ଼ିଆ ଭାଗବତ। ଦୁର୍ବୋଧ୍ୟ ସଂସ୍କୃତ ଭାଗବତ ପରିବର୍ତ୍ତେ ସାଧାରଣ ଜନସମାଜ ଏହାକୁ ସହଜରେ ଆଦରି ନେଇଥିଲା। ଓଡ଼ିଶାର ପୁରପଲ୍ଲୀରେ ପ୍ରତିଷ୍ଠିତ ହୋଇଥିଲା ଭାଗବତ ଟୁଙ୍ଗୀ . .
ଈଶ୍ୱରପ୍ରାପ୍ତିର ଲକ୍ଷ୍ୟ ଯଦି ଭକ୍ତି ହୁଏ, ଜ୍ଞାନ ହେଉଛି ତାହାର ଉପାୟ। ଭକ୍ତିର ଚରମ ସୋପାନରେ ପହଞ୍ଚିଲେ ଆଉ ଜ୍ଞାନର ଆବଶ୍ୟକ ନଥାଏ। ଭକ୍ତିର ଚରମ ସୋପାନରେ ଜୀବ କେବଳ କୃଷ୍ଣପ୍ରେମ ସୁଖ ସାଗରରେ ଭାସମାନ ଥାଏ . .
ଓଡ଼ିଆଜାତି ମହାପ୍ରଭୁ ଜଗନ୍ନାଥଙ୍କ ଭିତରେ ଦେଖିଛି ନିରାକାର ବ୍ରହ୍ମଙ୍କୁ, ପୁଣି କେତେବେଳେ ସେ ତାଙ୍କୁ ଦେଖିଛି ସାକାର ପୁରୁଷୋତ୍ତମ, ଗୋପୀଜନ ବଲ୍ଲଭ, ଯଶୋଦା-ନନ୍ଦନ ବେଣୁଧର କୃଷ୍ଣ ରୂପରେ। ଅତିବଡ଼ି ଜଗନ୍ନାଥ ଦାସଙ୍କ ରଚିତ ଭାଗବତର ମହାନାୟକ ହେଉଛନ୍ତି ସେହି ସାକାର ପରଂବ୍ରହ୍ମ ପରମପୁରୁଷ ଅନିନ୍ଦ୍ୟ ସୁନ୍ଦର ଶ୍ୟାମଘନ କୃଷ୍ଣ। “ଜୀବ ସେହି ପରଂବ୍ରହ୍ମ କୃଷ୍ଣଙ୍କ ନିତ୍ୟ ଦାସ”, ଭାଗବତର ପ୍ରତିଟି ପଦାବଳୀରେ ଏହି ଭାବ ପରିସ୍ଫୁଟିତ . .
ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 2) ~ ଓଡ଼ିଆ ଭାଗବତ
ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 1) ~ ଓଡିଶା ଜନଜୀବନର
ଉପସ୍ଥାପନା: ଦେଵ ତ୍ରିପାଠୀ ଗଭୀର ବୈଷ୍ଣବତତ୍ତ୍ଵ ସମ୍ବଳିତ ଗ୍ରନ୍ଥ ଆମରି ଓଡ଼ିଆ ଭାଗବତ । ସମାଜରେ ସଂହତି, ସମନ୍ୱୟ ରକ୍ଷାରେ ଏହାଠାରୁ ବଳି ବଡ଼ ସାଧନ ଅତୀତ
ଲେଖା: ସୁଶାନ୍ତ ସାହୁ ହୋଇପାରେ ଏହା ଏକ ବିବାଦୀୟ ପ୍ରଶ୍ନ, ମାତ୍ର ବିବାଦରୁ ହିଁ ଇତିହାସର ଅନେକ ସ୍ବର୍ଣ୍ଣିମ ସତ୍ୟ ଆବିଷ୍କୃତ ହୋଇପାରିଛି। ନିକଟ ଅତୀତରେ ରସଗୋଲା
ଲେଖା: ଦେଵ ତ୍ରିପାଠୀ ଆମେ ସାଧାରଣତଃ ଗୋପାଳଚନ୍ଦ୍ର ପ୍ରହରାଜଙ୍କ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷକୁ ଓଡ଼ିଆ ଭାଷାର ସର୍ବପ୍ରଥମ ସମ୍ପୂର୍ଣ୍ଣ ଭାଷାକୋଷ ଭାବରେ ଜାଣୁ । କିନ୍ତୁ, ବାସ୍ତବରେ
ବଡ଼ବାପା ଓଡ଼ିଆ ଜାତିର କୁଳବୃଦ୍ଧ, ବାପା ବ୍ରିଟିଶ ସରକାରଙ୍କ ଅଧୀନରେ ଡେପୁଟି କଲେକ୍ଟର, ଓଡ଼ିଆ ଭାଷାରେ ଗୋଟିଏ ଆଦ୍ୟ ଉପନ୍ୟାସ ‘ଭୀମାଭୂୟାଁ’ ର ଲେଖକ। ଅଜା ନନ୍ଦକିଶୋର ଦାସ ଓଡ଼ିଶାର ପ୍ରଥମ ସିଭିଲିଆନ୍। ମାମୁଁ ରାଜକିଶୋର ଦାସ ଡେପୁଟି କଲେକ୍ଟର, ମା ବସନ୍ତ କୁମାରୀ ଦେବୀ ସୁସାହିତ୍ୟିକା । ଶ୍ଵଶୁର ଗୋକୁଳାନନ୍ଦ ଚୌଧୁରୀ ପୁରୁଷ ପୁରୁଷର ନାଁ ଥିବା ଜମିଦାର, କଟକ ଜିଲ୍ଲା ବୋର୍ଡର ଚେୟାରମାନ୍ ତଥା ଜାତିସ୍ମର ମଧୁସୂଦନ ଦାସଙ୍କ ସହକର୍ମୀ । ଏହି ଅଲିଅଳ ଝିଅଟି ଓଡି଼ଶା ମାଟିରେ ଆତ୍ମତ୍ୟାଗ, ସେବା, ପରୋପକାର, ସଦ ବିଚାର, ସ୍ଵାଧୀନତା ସଂଗ୍ରାମ, ମହତ ମଣିଷର ଜୀବନ୍ତ ପ୍ରତିମୂର୍ତ୍ତି ଦେଶପୂଜ୍ୟା ରମାଦେବୀ ଚୌଧୁରୀ, ମା’ ରମାଦେବୀ . .