Physical Address
Sai Samarpanam, Satya Vihar, Bhubaneswar

ଲେଖା: ଡାକ୍ତର କୁମାର ଅରୋଜ୍ୟୋତି ପ୍ରାଚୀନ କାଳରେ କଳିଙ୍ଗ ଏକ ସମୃଦ୍ଧ ଦେଶ ଭାବରେ ନିଜ ପାଇଁ ସମଗ୍ର ଭାରତବର୍ଷରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲା, ତାହା କଳାରେ ଉତ୍କର୍ଷତା ପାଇଁ ହେଉ କି ନୌବାଣିଜ୍ୟ ପାଇଁ ହେଉ, ଧର୍ମର ପ୍ରଚାର ପ୍ରସାର ପାଇଁ ହେଉ କି ଯୁଦ୍ଧ କ୍ଷେତ୍ରରେ ବୀରତ୍ବ ପାଇଁ ହେଉ,…

~ ଜଳଖିଆ ~ ଲେଖା: ଡ. ଜୟଶ୍ରୀ ନନ୍ଦ ଯେଉଁ ସ୍ଥାନକୁ ସ୍ବୟଂ ବିଷ୍ଣୁ ଭୋଜନ ପାଇଁ ବାଛିଥିଲେ ସେ ହେଉଛି ଆମ ଅତି ପ୍ରିୟ ଉତ୍କଳ-କଳିଙ୍ଗ ଆମ ଜନ୍ମଭୂମି ଓଡ଼ିଶା। ଓଡିଆ ଖାଦ୍ୟ,ସଂସ୍କୃତି ଓ ପରମ୍ପରା ସମଗ୍ର ବିଶ୍ୱରେ ଅନନ୍ୟ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାଟିରେ ଭିନ୍ନ ଭିନ୍ନ ପୈାଷ୍ଟିକ ଓ ସ୍ୱାଦଯୁକ୍ତ ଆହାର…

~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ ସେ ଦୁର୍ବାସା । ନ୍ୟାୟ ଓ ଶାନ୍ତି ପାଇଁ ସେ ଯୋଗେଶ୍ୱର କୃଷ୍ଣ, ଖଟିଖିଆ, କୃଷକ ପାଇଁ ସେ ଲେନିନ୍, ସ୍ଵାଧୀନତା ପାଇଁ ସେ ଗାନ୍ଧୀବାଦୀ ! ସେ ଗୌରାଙ୍ଗ ଦାସ, ଅତି ଶ୍ରଦ୍ଧାରେ,…

ଲେଖା: ନିରଞ୍ଜନ ସାହୁ ~ ଜଣେ ଉପେକ୍ଷିତ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ “ଗୋଟିଏ କଥା ମନରେ ଉଠେ, ଯେଉଁ ଦେଶ ଓ ସମାଜରେ ମୂର୍ଖ ପୂଜାପାନ୍ତି ଓ ପଣ୍ଡିତେ ଉପାସେ ମରନ୍ତି, ଯେଉଁଠି ଉପର ପାହାଚର ଲୋକ ତଳ ପାହାଚର ଲୋକକୁ ଉଠେଇନେବା ପରିବର୍ତ୍ତେ ଗୋଇଠା ମାରି ଚାପିଦେବାରେ କୃତକୃତ୍ୟ ବୋଧ କରନ୍ତି, ଯେଉଁଠି…

~ ଉତ୍କଳରେ କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା ~ ଉପସ୍ଥାପନା: ନୟାଗଡ଼ ଇତିହାସ ଓଡ଼ିଶା ଇତିହାସ ଲେଖକ ପଣ୍ଡିତ କୃପାସିନ୍ଧୁ ମିଶ୍ରଙ୍କ ଲିଖିତ ଉତ୍କଳ ଇତିହାସ ପୃଷ୍ଠା ୪୩ର ଲେଖାନୁସାରେ ଯଯାତି କେଶରୀ (୧) (ଖ୍ରୀ:-୫୫୨-୫୯୮) ପିତା ଜନ୍ମେଜୟଙ୍କ ଭଳି ଯଯାତି ମଧ୍ୟ ପବିତ୍ର ବୈତରଣୀ ନଦୀ କୂଳରେ ଏକ ଯଜ୍ଞ କରାଇବା ପାଈଁ…

~ ବୈଷ୍ଣବ ଚରଣ ମହାନ୍ତି ~ ଉପସ୍ଥାପନା: ଦେଵ ତ୍ରିପାଠୀ ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ ଦିବ୍ୟ ଆଲୋକ । ସେମାନଙ୍କ ବିନା କ୍ଷୁଦ୍ର ମାନବର ଏ ଜଡ଼ସମାଜ…

~ ପୁରାତନ ମଧୁସୂଦନ ପାଠାଗାରର ପୁନରୁଦ୍ଧାର ~ ୦୫ ସେପ୍ଟେମ୍ବର ୨୦୨୫: ଯାଜପୁର ଜିଲ୍ଲାର ଐତିହାସିକ ସଂସ୍କୃତିସମ୍ପନ୍ନ କଲଣ ଗାଁ ପାଇଁ ଆଜି ଏକ ଗୁରୁତ୍ବପୂର୍ଣ୍ଣ ଦିନ । ଗ୍ରାମରେ ବହୁ ପ୍ରତିକ୍ଷୀତ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚର ଉଦଘାଟନ ସହିତ ଦୀର୍ଘ ୧୯୫୫ ମସିହାରେ ସ୍ଥାପିତ ଐତିହାସିକ ମଧୁସୂଦନ ପାଠାଗାରର ପୁନର୍ନିର୍ମାଣ କରାଯାଇଥିଲା। ଏକ…

~ କଲଣ ଗ୍ରାମରେ ଐତିହାସିକ ପ୍ରାଚୀନ ବୌଦ୍ଧକୀର୍ତ୍ତି ଆବିଷ୍କୃତ ~ ୧ ଏପ୍ରିଲ ୨୦୨୫: ଆଜି ପବିତ୍ର #ଉତ୍କଳ_ଦିବସ ଅବସରରେ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଅନ୍ତର୍ଗତ #କଲଣ ଗ୍ରାମ ସ୍ଥିତ ଲିଟିଲ୍ ଟୁଇଙ୍କିଲ୍ ଇଂରାଜୀ ବିଦ୍ୟାଳୟର ଜମିରେ କିଛି ପୁରାତନ ପ୍ରସ୍ତରର ସ୍ତମ୍ଭ ଓ ଶିଳାଲେଖ ବାହାରିଛି। ଲିଟିଲ୍ ଟୁଇଙ୍କିଲ୍ ଇଂରାଜୀ ବିଦ୍ୟାଳୟର ପ୍ରତିଷ୍ଠାତା…

~ ଅନ୍ତରଙ୍ଗ କଳିଙ୍ଗ ଫାଉଣ୍ଡେସନ ଦ୍ୱାରା ଐତିହ୍ୟର ସୁରକ୍ଷା ଓ ସଂରକ୍ଷଣ ~ ୨୪ ନଭେମ୍ବର ୨୦୨୪: ଅତୀତ, ଇତିହାସ ଓ ଐତିହ୍ୟ ପରସ୍ପର ସହିତ ସମ୍ପୃକ୍ତ ଓ ପରସ୍ପରର ପରିପୂରକ। ଇତିହାସକୁ ପଢ଼ିବା, ଜାଣିବା ଓ ଐତିହ୍ୟକୁ ଦେଖିବା ଓ ଦେଖାଇବା ଯେତିକି ମହତ୍ତ୍ୱପୂର୍ଣ୍ଣ ତା ଠାରୁ ଢେର ଅଧିକ ଗୁରୁତ୍ୱପୂର୍ଣ୍ଣ ହେଲା ତାର ସୁରକ୍ଷା…

~ ଉତ୍କଳ ସମ୍ମିଳନୀର ୧୨୧ତମ ପୂର୍ତ୍ତିପାଳନ ~ ୩୦ ଡିସେମ୍ବର ୨୦୨୪: ଯାଜପୁର ଜିଲ୍ଲାର ଐତିହାସିକ କଲଣ ଗ୍ରାମରେ ବହୁ ଜାକଜମକରେ ପାଳିତ ହୋଇଯାଇଛି ଓଡ଼ିଆ ଅସ୍ମିତାର ମହାପର୍ବ ! ୧୯୦୩ ମସିହା । ଡିସେମ୍ବର ମାସ ୩୦ ଓ ୩୧ ତାରିଖ । “ଏହି ସମ୍ମିଳନୀ ଜାତିପ୍ରାଣ ସିନ୍ଧୁ କୋଟି ପ୍ରାଣ ବିନ୍ଦୁ ଝରେ…