Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ୧୯୩୮ ମସିହା ଅକ୍ଟୋବର ଦଶ ତାରିଖ I ଇଷ୍ଟର୍ଣ୍ଣ ଷ୍ଟେଟ୍ ଏଜେନ୍ସିର ଫୌଜମାନେ ଭୁବନ ଗାଁରେ ଆତଙ୍କ ସୃଷ୍ଟି କରି ଢେଙ୍କାନାଳ ଫେରନ୍ତା ବାଟରେ ବ୍ରାହ୍ମଣୀ ନଦୀକୂଳ ନୀଳକଣ୍ଠପୁର ଗାଁ ଘାଟରେ ଗଡ଼ଜାତ ଆନ୍ଦୋଳନର ସଂଗ୍ରାମୀମାନଙ୍କର ସମ୍ମୁଖୀନ ହେଲେ I ବିପ୍ଳବୀମାନେ ସିପାହୀମାନଙ୍କୁ ନଈପାରି କରିଦେବା ପାଇଁ ଅଡ଼ି ବସିଲେ, ଫଳତଃ…

ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…

ଲେଖା: ଦେଵ ତ୍ରିପାଠୀ ତୁମ ମାଟି ଦେହ ଗ୍ରାସିଛି ଶ୍ମଶାନ, ମାତ୍ର ଯଶୋଦେହେ ତୁମେ ଆୟୁଷ୍ମାନ ।” କେତେ ବଡ଼ କଥା କହିଛନ୍ତି କବିବର ! ଗଙ୍ଗଶିଉଳି ଫୁଲ । ସଞ୍ଜରେ ଫୁଟେ, ସକାଳକୁ ଝଡ଼ିଯାଏ । କିନ୍ତୁ ରୂପରେ, ରସରେ, ବାସରେ ବିହ୍ଵଳିତ କରେ ସଭିଙ୍କୁ ! ସେ ଫୁଲର କଳ୍ପନାରେ ବି ଅନୁଭୂତ…

ଲେଖା: ଦେଵ ତ୍ରିପାଠୀ ଚଳିତ ଦଶନ୍ଧିରେ ଯଦି କୌଣସି ବୁଦ୍ଧିଜୀବି ମୌଳିକ ତଥା କ୍ଲାସିକ ଓଡ଼ିଆ ଚଳଚ୍ଚିତ୍ରମାନ ଦେଖିବାକୁ ଇଛା କରନ୍ତି ତେବେ ନଜରକୁ ଆସେ “ଶଳାବୁଢା”, “ଆଦିମବିଚାର” ପରି ବହୁ ସମ୍ମାନଜନକ ଆନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର I ଉଭୟ ବ୍ୟବସାୟିକ ଓ ସମାନ୍ତରାଳ ଚଳଚ୍ଚିତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ମହାନ ଯଶସ୍ୱୀ ନିର୍ଦ୍ଦେଶକ କଳିଙ୍ଗରତ୍ନ ସବ୍ୟସାଚୀ ମହାପାତ୍ରଙ୍କ…

ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆ ବୀରାଙ୍ଗନା ରାଣୀ ଶୁକଦେଇ ~ “ହେ ଉତ୍କଳ ! କହିପାରୁ ନାହିଁ, ରାଣୀ ଦୁର୍ଗାବତୀ, ଭୀମସିଂ ଗୃହିଣୀ ପଦ୍ମିନୀ, ଝାନ୍ସୀ ରାଣୀ ଲକ୍ଷ୍ମୀବାଇ ପ୍ରଭୃତି ବୀରାଙ୍ଗନା ମାନଙ୍କର ଅଦ୍ଭୁତ ଚରିତ ତୁମ୍ଭ ମାନସରେ ଅଦ୍ଭୁତ ସାହସ ପ୍ରଦାନ କରେ ଏବଂ ମନରେ ସ୍ଥିର କରି ନିଶ୍ଚୟ ନାରୀ ଜାତିର…

ଲେଖା: ନିରଞ୍ଜନ ସାହୁ ଅନନ୍ୟ ପ୍ରତିଭାର ଅଧିକାରୀ ସେ ମଣିଷ। ଦୂରପାହାଡ଼, ଜହ୍ନରାତିର ରୂପେଲି କିରଣ, ପୋଖରୀ ଭିତରେ ଚନ୍ଦ୍ରର ପ୍ରତିଛବି, ସବୁଜବନାନୀ, ଅଗଣିତ ତାରାଫୁଲ, ମଣିଷର ଅନ୍ତର୍ବେଦନା, ଦାର୍ଶନିକତତ୍ତ୍ଵ, ଅବିକଳ ପ୍ରତିଛବି, ପ୍ରାକୃତିକ ଶୋଭା, କଳ୍ପନାପଟରେ କେତେ କଥାର ଜୀବନ୍ତ ଚିତ୍ରର ଚିତ୍ରକର ଶିଳ୍ପୀ ବିମ୍ବାଧର ବର୍ମା, ଯାହାଙ୍କ ଚିତ୍ର ମଉନ ନୁହେଁ ବରଂ କଥା କହେ।…

ଲେଖା: ଦେଵ ତ୍ରିପାଠୀ ୧୯୨୦ ସାଲ । ନଇବଢ଼ି ସମୟ । ବନ୍ୟାବିଧ୍ୱସ୍ତ ଜେନାପୁର ଓ ଅନ୍ୟ ଗ୍ରାମଗୁଡିକରେ ବନ୍ୟାପ୍ରପୀଡ଼ିତ ଲୋକଙ୍କ ଅବସ୍ଥା ଦେଖି କାନ୍ଦି ଉଠିଲା ଯାଜପୁରର ତତ୍କାଳୀନ ଡେପୁଟି ମାଜିଷ୍ଟ୍ରେଟଙ୍କ ଦରଦୀ ହୃଦୟ । ସରକାରୀ ସାହାଯ୍ୟକୁ ଅନୁଧ୍ୟାନ କରି ସେତକ ଦେଖି ଯଥେଷ୍ଟ ନୁହେଁ ବୋଲି ଅଧିକ ସାହଯ୍ୟ ନିମନ୍ତେ ଦାବି…

ଲେଖା: ଶାନ୍ତନୁ ପାଲ ବ୍ରିଟିଶ ସାମ୍ରାଜ୍ୟ କେବେ ଆରମ୍ଭ ହେଲା, ସଠିକ ଭାବରେ କହିବା କଠିନ, କିନ୍ତୁ ପତନ ନିଶ୍ଚିତ ଭାବରେ ଦ୍ବିତୀୟ ବିଶ୍ୱଯୁଧ୍ୟ ପରେ ପରେ ଆରମ୍ବ ହୋଇଯାଇଥିଲା ଓ ପାଖା ପାଖି 1960 ବେଳକୁ ସମସ୍ତ କଲୋନୀ ସ୍ୱାଧୀନତା ହାସିଲ କରିଯାଇଥିଲେ ଓ ଏବେତ କର୍ପୂର ଉଡିଯାଇଥିବା କନା ପରି କିଛି ଶୁଖିଲା…

ଲେଖା: ଦେଵ ତ୍ରିପାଠୀ ବଡ଼ଦେଉଳର ଦେବଦାସୀ ନୃତ୍ୟକୁ ନେଇ ସେ ବିଶ୍ୱ ଦରବାରରେ ପହଞ୍ଚାଇଛନ୍ତି, ପୋତିଛନ୍ତି “ଓଡ଼ିଶୀ” ମହଦୃମର ବୀଜ I ଓଡ଼ିଶୀ ନୃତ୍ୟକୁ ନେଇ ସେ କରିଛନ୍ତି ବହୁ ପରୀକ୍ଷା ନିରୀକ୍ଷା I ଓଡ଼ିଶୀରେ ସେ ଆରମ୍ଭ କରିଛନ୍ତି ଦଶାବତାର “ଗ୍ଲାନିସଂହାର” ନାମରେ; ଓଡ଼ିଶୀ ନୃତ୍ୟରେ ସେ ପ୍ରଣୟନ କରିଛନ୍ତି “ଗତିବିଳାସ ପଲ୍ଲବୀ” ନାମକ…

ଲେଖା: ଦେଵ ତ୍ରିପାଠୀ “ତଟିନୀବଳୟିତ ତରୁକୁଳପୁଲକିତ ବାଳ ମହୀଧରବାସିନ୍, ଜୟ ଜୟ ଶଙ୍କର ସର୍ବଶୁଭଙ୍କର ଭକ୍ତ ବିପତ୍ତିବିନାଶିନ୍ II” (କବିବର ରାଧାନାଥ ରାୟ) ମା’ କଟକଚଣ୍ଡୀ, ଗଡଚଣ୍ଡୀ ପରି ପ୍ରାଚୀନ ଶକ୍ତିପୀଠ ପାଇଁ କଟକ ମହାନଗର ଶକ୍ତିପୀଠ ଭାବେ ଖ୍ୟାତିମାନ ହୋଇଥିଲେ ମଧ୍ୟ ନଗର ମଧ୍ୟରେ ପ୍ରତିଷ୍ଠିତ ଅମରେଶ୍ୱର ମନ୍ଦିର ତଥା ମହାନଗର ସୀମାସଂଲଗ୍ନ ଭାବରେ…