Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ ସୁଢଳଦେବ କର୍ତ୍ତୃକ ବାମଣ୍ଡାରେ ସମ୍ଭୂତ ନବ-ଜାଗରଣର ନୂତନ ଚିନ୍ତା ଓ ଚେତନାର ପୁଷ୍ପିତ ଉଦ୍ୟାନର ମହୀୟାନ ଫଳ ‘ଜଳନ୍ଧର ଦେବ’ । ଜଳନ୍ଧର ସ୍ରଷ୍ଟା ମାନସ ବାମଣ୍ଡାରେ…

ଲେଖା: ଦେଵ ତ୍ରିପାଠୀ ୧୯୪୩ ମସିହା ଡିସେମ୍ବର ୩୦ ତାରିଖରେ ପୋର୍ଟ ବ୍ଲେୟାର୍ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଭାରତମାଟିରେ ପ୍ରଥମ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ। କିନ୍ତୁ, ବାସ୍ତବରେ ଏ ଘଟଣାର ବହୁପୂର୍ବରୁ ପ୍ରଥମ ଥର ପାଇଁ ତ୍ରିରଙ୍ଗା ପତାକା ଉଡ଼ାଇ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା ୧୯୩୦ ମସିହା ଜାନୁଆରୀ ୨୬ ତାରିଖରେ,…

ଲେଖା: ଦେଵ ତ୍ରିପାଠୀ ୧୮୮୭ ସାଲ ମେ ୨୫ ତାରିଖ । କଲିକତା ବନ୍ଦର । ସାର୍ ଜନ୍ ଲରେନ୍ସ (Sir John Lawrence) ନାମକ ଏକ ସୌଖିନ ଜାହାଜ ୧୪୦୦ ଜଣ ଯାତ୍ରୀ ୮୦ ଟନ୍ ପଣ୍ୟଦ୍ରବ୍ୟ ସହିତ ଯାତ୍ରା ଆରମ୍ଭ କଲା ବାଲେଶ୍ବର ଜିଲ୍ଲାର ଚାନ୍ଦବାଲି ବନ୍ଦର ଅଭିମୁଖେ ! ଜାହାଜରେ ଥିଲେ…

ଲେଖା: ଦେଵ ତ୍ରିପାଠୀ କାର୍ତ୍ତିକ ପୂର୍ଣ୍ଣିମା । କଟକରୁ କୋଚିନ୍ ସୁରଟରୁ ମିରଟ ଯେଉଁଠାରେ ବି ଆମେ ଓଡ଼ିଆଏ ଆସ୍ଥାନ ଜମାଇ ସାରିଛେ, ସବୁଠି ଆବାଳ-ବୃଦ୍ଧ-ବନିତା, ରାତି ନ ପାହୁଣୁ ବିଛଣା ଛାଡି, ଆଖପାଖ ନଦୀନାଳ, ଗାଡିଆପୋଖରୀରେ (ଏପରିକି ଚୁଆପାଣିରେ) ବୁଡ ପକାଇ ସୋଲ ତିଆରି ଖେଳଣା ଡଙ୍ଗା (କ୍ଵଚିତ କଦଳୀବାହୁଙ୍ଗା ଡଙ୍ଗା)ରେ ଦୀପ ଜାଳି…

ଡାକ୍ତର କିଶୋର ବିଶ୍ୱଜିତ ଜେନା ଲୋକେ କହନ୍ତି ଯେ ମୀନ, ପାନ, ଧାନ ଓ ଜ୍ଞାନର ରାଇଜ, ଅତି ଭୋଗେ ଭୋଗରାଇ ! କିନ୍ତୁ କିମ୍ବଦନ୍ତୀ କହେ ଜଳେଶ୍ବରର ମୋଗଲ ସୁବେଦାର ଥରେ ଭୋଗରାଇ ଗସ୍ତରେ ଆସିଥିଲେ, ମା’ ବିଜୟ ବାସୁଳୀ ଦେବୀଙ୍କ ନିକଟରେ ଅକଳନ୍ତି ଭୋଗରାଶି ଦେଖି ଚମତ୍କୃତ ହୋଇଥିଲେ ଏବଂ ସ୍ଥାନର ନାମ…

ଲେଖା: ଦେଵ ତ୍ରିପାଠୀ ଖ୍ରୀଷ୍ଟପୂ୍ର୍ବ ୨୬୧ର କଳିଙ୍ଗ ବିଜୟର ପ୍ରବଳ ରକ୍ତପାତ ଓ ସଂଖ୍ୟାଧିକ ମୃତାହତଙ୍କ ବିକଳ ଦୃଶ୍ୟ ଚଣ୍ଡାଶୋକକୁ ରୂପାନ୍ତରିତ କଲା ଧର୍ମାଶୋକରେ I ଏହି ପରିବର୍ତ୍ତନର ସ୍ମାରକୀରୂପେ ଖୋଦିତ ହେଲା ଶିଳାଲେଖ ଖ୍ରୀଷ୍ଟପୂର୍ବ ୨୫୭ରେ, ଧଉଳି ଓ ଜଉଗଡ଼ ଠାରେ I ଧଉଳି ଆଜି ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କର ମୁଖ୍ୟ ଆକର୍ଷଣର ଅନୁପମ…

ଲେଖା: ଦେଵ ତ୍ରିପାଠୀ ଚଷାପୁଅର ଚାଷବାସ ସହ ଯୋଡି ହୋଇ ରହିଛି ଶଗଡ଼ । ଓଡ଼ିଆଙ୍କ ଗ୍ରାମ୍ୟ ଜୀବନରେ ପରିବହନକୁ ସୁଗମ କରାଇଥାଏ ଶଗଡ଼ । ଶଗଡଗାଡିର କଥା କହିଲେ ମନକୁ ଆସିଯାଏ ‘ମାଗୁଣିର ଶଗଡ’ ଗଳ୍ପର ମାର୍ମିକ ସ୍ବାଦ କିମ୍ବା ‘ରୂପା ଶଗଡ଼ିରେ ସୁନା କନିଆଁ’ର ଭାବ । ପିଲାବେଳେ ଆମ ଭିତରୁ ଅନେକ…

ଲେଖା: ଦେବ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରେ ଦିଗପହଣ୍ଡି । ଢୁମ୍ପା, କଳାସଂସ୍କୃତି, ସାହିତ୍ୟ, ଗଡ଼ଜାତୀୟ ଇତିହାସ ଓ ଐତିହ୍ୟ ସୁରଭିତ ଦିଗପହଣ୍ଡି ମାଟି ମଧ୍ୟ…

ଲେଖା: ଦେଵ ତ୍ରିପାଠୀ ଆଜକୁ ୨୦୦ ବର୍ଷ ତଳର କଥା । ଇତିହାସର ଗର୍ଭଗହ୍ଵରରେ ପୋତି ହୋଇଯାଇଥିବା ଏକ ସମୟର କଥା ! କଥା କିନ୍ତୁ କିମ୍ବଦନ୍ତୀ ନୁହେଁ ! ଏକ ସତ୍ୟତା ଉପରେ ପ୍ରତିଷ୍ଠିତ ଗୋଟିଏ ସମୟର କଥା ! ଏ କଥା ନା କେବେ ସ୍ପର୍ଶ କରିଛି ଗବେଷକର ଅନ୍ୱେଷଣକୁ ନା କେବେ…

ଲେଖା: ନିରଞ୍ଜନ ସାହୁ ଇତିହାସର ଗର୍ଭଗହ୍ଵରରେ ପୋତି ହୋଇଯାଇଥିବା ଏକ ସମୟର କାହାଣୀ। କାହାଣୀ କିନ୍ତୁ କିମ୍ବଦନ୍ତୀ ନୁହେଁ ! ଏକ ସତ୍ୟତା ଉପରେ ପ୍ରତିଷ୍ଠିତ ଗୋଟିଏ ସମୟର କଥା ! ଐତିହାସିକ ମାନଙ୍କର ବ୍ୟବଚ୍ଛେଦ ଜନିତ ନିଃସୃତ ନୂତନ ତଥ୍ୟ ! କେତେ ବାସ୍ତବ କଥା ସତେ ! ଗୋଟିଏ ପରେ ଗୋଟିଏ ବ୍ୟବଚ୍ଛେଦ,…