Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ କାଇମାଟି, କାଇମାଟିଆ, କାଇପଡ଼ା, କାଇପଦର ଓ ପିଙ୍ଗୁଆ ଗ୍ରାମର ନାମକରଣ ପ୍ରସଙ୍ଗ ~ ଢେଙ୍କାନାଳରୁ କପିଳାସ ଆଡକୁ ଗଲାଵେଳେ ଗୋଟାଏ ସ୍ଥାନ ଆସେ କାଇମାଟି । ଏହି ଅଞ୍ଚଳଟି ଢେଙ୍କାନାଳ କପିଳାସ ସଡ଼କର ପୂର୍ଵ ପଟେ ଅଵସ୍ଥିତ । ଏହି ଅଞ୍ଚଳର ନାମକରଣ ବଡ଼ କୌତୁହଳପ୍ରଦ…
ଲେଖା: ଦେଵ ତ୍ରିପାଠୀ ~ ଭଟ୍ଟସାହି ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବାପାଇଁ ମଠଗୁଡ଼ିକ ସର୍ବଦା ତତ୍ପର ରହିଆସିଛନ୍ତି । ଆଦି ଶଙ୍କରାଚାର୍ଯ୍ୟ ପ୍ରଥମେ ମଠ ସଂସ୍କୃତିର ପରିକଳ୍ପନା ଓ ପ୍ରତିଷ୍ଠା କରିଥିଲେ ବୋଲି…
ଲେଖା: ତେଜସ୍ୱ ତ୍ରିପାଠୀ ~ ଉତ୍କଳୀୟ ଶାକ୍ତମୂର୍ତ୍ତି ~ ଭୂମା ରେ ଛିଣ୍ଡା ଛିଣ୍ଡା କଳାମେଘର ମେଲଣ ! ଆଉ ଭୂମିରେ ଶୁଭ୍ର କାଶତଣ୍ଡିର ଦୋଳନ ! ଶାକ୍ତ ପୀଠରୁ ସ୍ୱତ୍ରୀୟ ବ୍ରାହ୍ମଣଙ୍କ ସପ୍ତସତୀର ସଚ୍ଛନ୍ଦ ଉଚ୍ଚାରଣ ଶରୀରରେ ସୃଷ୍ଟି କରୁଛି ଅପୂର୍ଵ ସିହରଣ ! ସବୁଆଡେ ଶରତର ସୁନ୍ଦର ପରିବେଶ ! ସବତ୍ର ସବୁଜିମା…
ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀ ଦୁର୍ଗାମାଧବ ମନ୍ଦିର ~ देवि प्रपन्नार्तिहरे प्रसीद प्रसीद मातर्जगतोखिलस्य। प्रसीद विश्वेश्वरि पाहि विश्वं त्वमीश्वरी देवि चराचरस्य॥ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l…
ଲେଖା: ଅମୃତେଶ ଖଟୁଆ ~ ଉପକଣ୍ଠର କଟକ: ପୁରୁଷୋତ୍ତମପୁର ~ ମେଘସୁନ୍ଦର ଶ୍ରାବଣର ଘନଭୂରୁ ତଳେ ଅଳସ ଭାଙ୍ଗିଲାଣି ଭୋଦୁଅର ସକାଳ । ପ୍ରକୃତିସ୍ଥ ପ୍ରଭାତରେ ସଜାଗ ପ୍ରଶାନ୍ତିକୁ ପାଥେୟ କରି ନିରନ୍ତର ଶାନ୍ତିକାମୀ ମଣିଷ ଓ କଲ୍ୟାଣକାମୀ ଜୀବଜଗତର ଚେତନାରେ ଅଫୁରନ୍ତ ଉଚ୍ଛ୍ଵାସର ଆବାହନ । ସକାଳର ପୂର୍ବସ୍ମୃତିରେ ଗତରାତିରୁ ହିଁ ସେହି ଅପେକ୍ଷାରତ…
ଲେଖା: ଅମୃତେଶ ଖଟୁଆ ~ ଓଡ଼ିଆ ଚଳଚ୍ଚିତ୍ର ଜଗତର ଗୀତିମୟ ବ୍ୟକ୍ତିତ୍ଵ – ନିଜାମ୍ ~ “ସିକ୍ୟୁଏନ୍ସ ଥିଲା ହିରୋଇନ୍ ଆସିନି । ହିରୋଇନ୍ ଅପେକ୍ଷା କରିଛି, ବିରହରେ ସେ ଏହି ଗୀତଟି ଗାଇବ । ସଂଗୀତକାର ଜଲାଲ୍ ଆଦାନୀ ମୋତେ ଅନେକ ସ୍ଵର ଶୁଣାଇଥିଲେ । ମୋତେ ସେ ସ୍ଵର ସବୁ ଭଲ ଲାଗି…
ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀକୁର୍ମ ଅବତାର ବିଷ୍ଣୁମନ୍ଦିର ~ କ୍ଷିତିରତିବିପୁଳତରେ ତବ ତିଷ୍ଠତି ପୃଷ୍ଠେ l ଧରଣୀଧରଣକିଣ ଚକ୍ର ଗରିଷ୍ଠେ ll କେଶବ ଧୃତକଛପରୂପ ଜୟ ଜଗଦୀଶ ହରେ ll ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଭାରତ ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା ~ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜ ତାଙ୍କ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା କରିଛନ୍ତି। ଲାଵଣ୍ୟଵତୀ କାଵ୍ୟର ପ୍ରଥମ ଭାଗ ଅଷ୍ଟମ ଛାନ୍ଦରେ କେମିତି ସିଂହଳଦେଶର ରାଜା ନିଜ ଵିଵାହଯୋଗ୍ୟା କନ୍ୟା ଲାବଣ୍ୟଵତୀର ଚିତ୍ରପଟଟିଏ…
ଲେଖା: ଶ୍ରୀକାନ୍ତ ସିଂହ ~ ଦୁର୍ଗା ~ ଶରତର ନିର୍ମଳ ଆକାଶ ଆଉ ଧରଣୀରେ କାଶତଣ୍ଡୀ ଫୁଲର ଶ୍ୱେତସମ୍ଭାର ଇଙ୍ଗିତ କରେ, ମାତୃ ଆବାହନର ସମୟ ଯେ ଉପନୀତ । ଦେବୀ ଉତ୍ଥାପନର ପବିତ୍ର ବେଳାରେ ଜଗତଜନନୀଙ୍କ ଆବାହନ ନିମନ୍ତେ ସହସ୍ରକୁମ୍ଭାଭିଷେକ ସହିତ ଷୋଡଶ ଦିନାତ୍ମକ ପୂଜାର ହୁଏ ଅୟମାରମ୍ଭ । ଏହି ଅବସରରେ, ସହର,…
ଲେଖା: ଅମୃତେଶ ଖଟୁଆ ~ ଓଡ଼ିଆ ସାହିତ୍ୟ ଇତିହାସ”ର ଅନ୍ୟତମ ସ୍ରଷ୍ଟା : ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ…