Physical Address
Sai Samarpanam, Satya Vihar, Bhubaneswar

~ ଓଡ଼ିଆ ଚଳଚ୍ଚିତ୍ର ଜଗତର ଗୀତିମୟ ବ୍ୟକ୍ତିତ୍ଵ – ନିଜାମ୍ ~ ଲେଖା: ଅମୃତେଶ ଖଟୁଆ “ସିକ୍ୟୁଏନ୍ସ ଥିଲା ହିରୋଇନ୍ ଆସିନି । ହିରୋଇନ୍ ଅପେକ୍ଷା କରିଛି, ବିରହରେ ସେ ଏହି ଗୀତଟି ଗାଇବ । ସଂଗୀତକାର ଜଲାଲ୍ ଆଦାନୀ ମୋତେ ଅନେକ ସ୍ଵର ଶୁଣାଇଥିଲେ । ମୋତେ ସେ ସ୍ଵର ସବୁ ଭଲ ଲାଗି…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀକୁର୍ମ ଅବତାର ବିଷ୍ଣୁମନ୍ଦିର ~ କ୍ଷିତିରତିବିପୁଳତରେ ତବ ତିଷ୍ଠତି ପୃଷ୍ଠେ l ଧରଣୀଧରଣକିଣ ଚକ୍ର ଗରିଷ୍ଠେ ll କେଶବ ଧୃତକଛପରୂପ ଜୟ ଜଗଦୀଶ ହରେ ll ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଭାରତ ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା ~ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜ ତାଙ୍କ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା କରିଛନ୍ତି। ଲାଵଣ୍ୟଵତୀ କାଵ୍ୟର ପ୍ରଥମ ଭାଗ ଅଷ୍ଟମ ଛାନ୍ଦରେ କେମିତି ସିଂହଳଦେଶର ରାଜା ନିଜ ଵିଵାହଯୋଗ୍ୟା କନ୍ୟା ଲାବଣ୍ୟଵତୀର ଚିତ୍ରପଟଟିଏ…

ଲେଖା: ଶ୍ରୀକାନ୍ତ ସିଂହ ~ ଦୁର୍ଗା ~ ଶରତର ନିର୍ମଳ ଆକାଶ ଆଉ ଧରଣୀରେ କାଶତଣ୍ଡୀ ଫୁଲର ଶ୍ୱେତସମ୍ଭାର ଇଙ୍ଗିତ କରେ, ମାତୃ ଆବାହନର ସମୟ ଯେ ଉପନୀତ । ଦେବୀ ଉତ୍ଥାପନର ପବିତ୍ର ବେଳାରେ ଜଗତଜନନୀଙ୍କ ଆବାହନ ନିମନ୍ତେ ସହସ୍ରକୁମ୍ଭାଭିଷେକ ସହିତ ଷୋଡଶ ଦିନାତ୍ମକ ପୂଜାର ହୁଏ ଅୟମାରମ୍ଭ । ଏହି ଅବସରରେ, ସହର,…

~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା: ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…

ଲେଖା: ଶ୍ରୀକାନ୍ତ ସିଂହ ~ ପୁରୀ ବାଗେଶ୍ୱରପୁର ଗ୍ରାମର ରାମେଶ୍ୱର ମନ୍ଦିର ~ ଗଙ୍ଗବଂଶୀୟ ଶାସନ କାଳରେ ଓଡ଼ିଶାରେ ଅନେକ ଗୁଡ଼ିଏ ସୁକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ ମନ୍ଦିରମାନ ନିର୍ମାଣ ହୋଇଥିଲା l ଏହି ମନ୍ଦିର ଗୁଡ଼ିକ ପ୍ରାୟତଃ ପୂର୍ଵ ଓଡ଼ିଶାର ଦୟା, ଭାର୍ଗବୀ, କୁଶଭଦ୍ରା ଓ ପୁଣ୍ୟତୋୟା ପ୍ରାଚୀ ନଦୀ ଉପତ୍ୟକାରେ ଗଢ଼ି ଉଠିଥିଲା l ସମୟର…

ଲେଖା: ଶ୍ରୀକାନ୍ତ ସିଂହ ~ ଶ୍ରୀମୁଖଲିଙ୍ଗେଶ୍ୱର ~ ଅବିଶ୍ରାନ୍ତ ମୋୖସୁମୀ କାଳୀନ ଲଘୁଚାପ ଜନିତ ବର୍ଷା, ଆଉ ତା ସହିତ ଆମର ଐତିହାସିକ “ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା” ନିହାତି ଭାବେ ସ୍ମରଣୀୟ ହୋଇ ରହିବ ଆମ ପାଇଁ l ଐତିହାସିକ ଏଇଥି ପାଇଁ କାରଣ ଅଗଷ୍ଟ ତେର, ଚଉଦ ଓ ପନ୍ଦର ତାରିଖ ତିନି…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀରାମନାଥ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ…

ଲେଖା: ଅମ୍ବରୀଶ ମଙ୍ଗରାଜ ~ ସ୍ମୃତିରେ ତଅପୋଇ ~ ସେଦିନ ରବିବାର ଛୁଟି, ତେଣୁ ଜାଣିଶୁଣି ଭାଇ ଓ ମୁଁ ଖଟରେ ପଡି ରହିଥିଲୁ ହେଲେ ବୋଉ ପାଟିକରି ଉଠେଇବାକୁ ଲାଗିଲା – ବାଡ଼ିରେ ଆଉ ଗୋଟେ ଫୁଲ ନାହିଁ ଘର ଦିଅଁ ପୂଜା ହେବେ କେମିତି ?? ତମେ ଦିଟା ବିଲ ବିକି…

~ ମାଟିର ମଲାଟ ତଳେ ସାଧନା: ପ୍ରଫୁଲ୍ଲ ଦାସ ~ ଲେଖା: ଅମୃତେଶ ଖଟୁଆ “ସେମାନଙ୍କ (ହରିଜନ) ସହ ନିଜେ ନବକୃଷ୍ଣ ତାଳପତ୍ର ଟୋପର ମୁଣ୍ଡରେ ଦେଇ ପାଇକଛା ଭିଡି କୋଡି ଧରି ମାଟି ହାଣିଲେ ଓ ମାଳତୀ ମଧ୍ୟ ଶାଢି କାନିକୁ ଅଣ୍ଟାରେ ଭିଡି ତାଙ୍କ ପଛେ ପଛେ ଘାସ ବାଛି ଚାଲନ୍ତି ।…