Search Results for ଫକୀରମୋହନ

ଆମେ ଓଡ଼ିଆ

ସୌରଭିତ ସୃଷ୍ଟି: ନୃସିଂହ ଚରଣ ସାହୁ ଛାତ୍ରାବସ୍ଥାରୁ ସେ ଓଡ଼ିଆ ସାହିତ୍ୟ, ସଂସ୍କୃତି ଅନୁରାଗୀ । ଜନ୍ମମାଟି ପାଇଁ କିଛି କରିବାର ଆକାଙକ୍ଷା ପ୍ରବଳ । ଐଶ୍ୱରୀୟ ଆଶୀର୍ବାଦ ତାଙ୍କୁ ଆଉଟିକେ ବାଟ କଢ଼େଇ ଆଣିଲା । ହାଇସ୍କୁଲ ଛାତ୍ର ଥିବାବେଳେ ସାନିଧ୍ୟ ଲାଭ କଲେ ଅଦ୍ୱିତୀୟ ଗାନ୍ଧୀବାଦୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କର । ପରିଚିତ…

ପ୍ରାଣକୃଷ୍ଣ ପଢ଼ିହାରୀ

ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହାରେ ଆରମ୍ଭ ହେଲା ଗାନ୍ଧିଜୀଙ୍କ ପଦଯାତ୍ରା ଓଡ଼ିଶାର ପୁରୀରୁ । ପୁରୀରୁ କାଜିପାଟଣା ଆସିବା ରାସ୍ତାରେ ତେଲେଙ୍ଗାପେଣ୍ଠରେ ରହିଲେ ବାପୁ । ରହଣିର ସବୁ ବ୍ୟବସ୍ଥା କରୁଥିଲେ ମା’ ରମାଦେବୀ ଓ ତାଙ୍କର ଜଣେ ସହକର୍ମୀ । ଟିକେ ଅବସର ପାଇଲେ ଗାନ୍ଧିଜୀଙ୍କୁ କିଛି ପ୍ରଶ୍ନ କରିବାକୁ ମନସ୍ଥ କଲେ…

କାଳୀଜାଇ: ଇପ୍ସିତ ଝଡ଼ର ଦେବୀ

ରଚନା: ଡ. ସନତ କୁମାର ଦାସ [କାଳଜୟୀ କାଳୀଜାଇ ଗାଥା କବିତାର କବି, ସତ୍ୟବାଦୀ ବନବିଦ୍ୟାଳୟର ସାଧକ, ପୁଣ୍ୟଶ୍ଳୋକ ପଣ୍ଡିତ ଗୋଦାବରୀଶଙ୍କୁ  ଶ୍ରଦ୍ଧାଞ୍ଜଳି ବାଢ଼ିଦେଲା ବେଳେ ରସଗ୍ରାହୀ ହୃଦୟବନ୍ତମାନଙ୍କୁ ଅନୁରୋଧ, ଏ’ କାଳୀଜାଇ କବିତାର ଅନ୍ତଃସ୍ବର “କାଳୀଜାଇ: ଇପ୍ସିତ ଝଡ଼ର ଦେବୀ” ଶୁଣିବା ହେବେ । ] ~ କାଳୀଜାଇ: ଇପ୍ସିତ ଝଡ଼ର ଦେବୀ ~…

ଜଣେ ଈଶ୍ବରଙ୍କ ଜନ୍ମ ହେବାର ବେଳ

ସୃଷ୍ଟି: ଜ୍ଞାନେନ୍ଦ୍ର କୁମାର ପଣ୍ଡା ବ୍ୟାସକବି ଫକୀରମୋହନଙ୍କ ଉପରେ ଆମ ସମୟର ଯୁବକବି ଜ୍ଞାନେନ୍ଦ୍ରଙ୍କର ଏକ ଅନନ୍ୟ ପ୍ରତିବେଦନ ଏଇ କବିତା ‘ଜଣେ ଈଶ୍ବରଙ୍କ ଜନ୍ମ ହେବାର ବେଳ’ ! ~ ଜଣେ ଈଶ୍ବରଙ୍କ ଜନ୍ମ ହେବାର ବେଳ ~ କେହି ଯଦି ସତରେ ବଞ୍ଚିଛ ତେବେ ଥରେ ଆସ ଦେଖିବ ସ୍ପଷ୍ଟ ଦିବାଲୋକର ଆକାଶ…

ରାଜା ଶ୍ୟାମାନନ୍ଦ ଦେ

ଲେଖା: ନିରଞ୍ଜନ ସାହୁ ସମାଜସେବା, ସ୍ବଦେଶପ୍ରୀତି, ବଦାନ୍ୟତାର ପ୍ରତୀକ ଏହି ରାଜନ୍ ଙ୍କୁ ୧୮୮୭ ମସିହା ଫେବୃଆରୀ ମାସ ୧୬ ତାରିଖରେ ବ୍ରିଟିଶ ସରକାର ଅତ୍ୟନ୍ତ ପ୍ରୀତ ହୋଇ ଦେଇଥିଲେ ଏକ ସନନ୍ଦ: ROYAL MEMORIAL BEARING SANAND To Raja Shyamananda Dey of Balasore, Orissa I hereby confer upon you…

ମହାରାଜା ବୈକୁଣ୍ଠନାଥ ଦେବ   

 ଉପସ୍ଥାପନା: ଅରକ୍ଷିତ ପୃଷ୍ଟି           ପୁଣ୍ୟଭୂମି ଉତ୍କଳର ମାଟି, ପାଣି, ପବନ, କଳାସଂସ୍କୃତି, ସାହିତ୍ୟ, ପରମ୍ପରା, ଭାଷା ପ୍ରଭୃତିକୁ ଅତିରୁ ଅତି ଭଲ ପାଉଥିବା, ଉତ୍କଳ ଜନନୀର ପ୍ରାଣ ସ୍ପନ୍ଦନକୁ ମର୍ମେ ମର୍ମେ ଅନୁଭବ କରିପାରୁଥିବା, ସ୍ୱତନ୍ତ୍ର ଓଡ଼ିଶା ଗଠନରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଅତୁଳନୀୟ-ତ୍ୟାଗୀପ୍ରବର-ସ୍ୱାଧୀନଚେତା ତଥା ପ୍ରଚଣ୍ଡ ସ୍ୱାଭିମାନୀ ପୁରୁଷ ହେଉଛନ୍ତି ଉତ୍କଳ ମାତାର…

ଅଳକାଶ୍ରମ

ଲେଖା: ଦେଵ ତ୍ରିପାଠୀ ଜଗତସିଂହପୁରର ମାଛଗାଁ ମୁଖ୍ୟ କେନାଲର ଦକ୍ଷିଣ ପାର୍ଶ୍ଵ ଓ ମୃତ ଅଳକା ନଦୀର ଉତ୍ତର ପାର୍ଶ୍ୱରେ ଥିବା ଐତିହାସିକ ସୋମନାଥ ହାଟ ନିକଟସ୍ଥ ବିସ୍ତୀର୍ଣ୍ଣ ଆମ୍ବତୋଟା। ଧୂଳିମାଟିର ସନ୍ଥ ଗୋପବନ୍ଧୁ ଚୌଧୁରୀ, ଜାତୀୟକବି ବୀରକିଶୋର, ନବକୃଷ୍ଣ ଚୌଧୁରୀ, ନିତ୍ୟାନନ୍ଦ କାନୁନଗୋ, ଭାଗିରଥ ମହାପାତ୍ର, ସରଳାଦେବୀ, ନୀଳମଣି ପ୍ରଧାନ, ପ୍ରାଣକୃଷ୍ଣ ପଢ଼ିଆରୀ, ଭିକାରୀଚରଣ…

ବାଲେଶ୍ଵର

ଲେଖା: ଦେଵ ତ୍ରିପାଠୀ ଓଡ଼ିଶା ସମ୍ବନ୍ଧରେ ଅଜ୍ଞ ତଥା ଅବିମୃଶ୍ୟକାରୀ ସରକାର ଓଡ଼ିଶା ମାଟିରେ ପର୍ଯ୍ୟଟନର ବିକାଶ କଥା ଚିନ୍ତା କଲାବେଳକୁ ପୁରୀ, କୋଣାର୍କ ଆଉ ଭୁବନେଶ୍ୱରରୁ ଆଗକୁ ଯାଇପାରେନା ! କିନ୍ତୁ ଆମ ବୁଦ୍ଧିଜୀବିମାନେ? ସେମାନେ ଭୁଲି ଯାଆନ୍ତି ଯେ, ସୁଦୀର୍ଘ ବେଳାଭୂମି, ସ୍ଥିତପ୍ରଜ୍ଞ ଅର୍କକ୍ଷେତ୍ର, ଶ୍ରୀମୟ ଶ୍ରୀକ୍ଷେତ୍ର ବାହାରେ ରହିଛି ସ୍ନିଗ୍ଧ ଭିତରକନିକା,…

ବଡ଼କୋଠା

ଲେଖା: ନିରଞ୍ଜନ ସାହୁ ଆଜିକୁ ୧୯୫ ବର୍ଷ ତଳର ଏକ କୋଠାର କାହାଣୀ। ଏହି କୋଠା ଆଜି ପର୍ଯ୍ୟନ୍ତ ବଡ଼କୋଠା ଭାବେ ପରିଚିତ ସମଗ୍ର ଓଡ଼ିଶାରେ । ସ୍ମୃତିରେ ଏବେ ରହିଥାଇପାରେ, ହେଲେ ସମଗ୍ର ଦେଶର ଏହା ଥିଲା ସେ ସମୟର ଏକ ପବିତ୍ର ତୀର୍ଥ । ଏହାର ଇତିହାସ ହୁଏତ ଏବେ ଆମ ଭଳି…

ଲୋକକବି

ଲେଖା ଦେଵ ତ୍ରିପାଠୀ ୧୯୦୩ ମସିହା । ଶ୍ମଶାନିତ ହୋଇ ସରୀସୃପ ନିଦ୍ରାରେ ଶୋଇ ପଡିଥିବା ଇତିହାସ ପ୍ରସିଦ୍ଧ ଜାତିଟି କଡ଼ ଲେଉଟିବାକୁ ଆରମ୍ଭ କରିଥିଲା। ଯୁଗପୁରୁଷ ମଧୁବାବୁଙ୍କ ପ୍ରଭାବରେ ରାଜ୍ୟର ବହୁ ପ୍ରାନ୍ତ, ବହୁ ମୂଲକରୁ ଶୁଭୁଥିଲା ରଣହୁଙ୍କାର । ସ୍ତିମିତପ୍ରାୟ ଧିମେଇ ରହିଥିବା ବହୁ ଆଗ୍ନେୟଉତ୍ସ ସାମିଲ ଥିଲେ ସେଇ ମହାସ୍ରୋତରେ !…