Physical Address
Sai Samarpanam, Satya Vihar, Bhubaneswar

ସୌରଭିତ ସୃଷ୍ଟି: ବ୍ୟାସକବି ଫକୀରମୋହନ ଫକୀରମୋହନଙ୍କର ଏକ ଅନନ୍ୟ ସୃଷ୍ଟି ଉତ୍କଳ ଆହ୍ୱାନ ଏଇ ଭାଇକଳି କବିତା ! ~ ଭାଇକଳି ~ ଉତ୍କଳେ ଜନମ ଉତ୍କଳେ ମରଣ; ଉତ୍କଳ ଅନ୍ନରେ ଜୀଵନଧାରଣ । ପରାପର ଭାଵ ପୋଷିବୁଁ କିପାଁଇ, ମାତା ସମ୍ଵନ୍ଧରେ ସର୍ଵେ ଭାଇ ଭାଇ ।ଭିନ୍ନାଭିନ୍ନ ଭାବ ବହିବାର ଜନ- ମୋ କ୍ଷୁଦ୍ରବୁଦ୍ଧିରେ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ ଏମିତି ଅନେକ ଶବ୍ଦ ରହିଛି ଯାହା ଅନ୍ଯ ଭାରତୀୟ ଭାଷାରେ ଦୃଷ୍ଟିଗୋଚର ହୁଏନାହିଁ । ଏହି ଶ୍ରେଣୀୟ ଏକ ଶବ୍ଦ ହେଉଛି ‛ପଝାରି’ । ଏ ଶବ୍ଦର ମୂଳକୁ ନେଇ ନାନା ମତ ରହିଛି । ତନ୍ମଧ୍ୟରୁ କେତୋଟିର ଏଠାରେ ଆଲୋଚନା କରାଯାଉ, ■…

ସୌରଭିତ ସୃଷ୍ଟି: ବ୍ୟାସକବି ସରସ୍ବତୀ ଫକୀରମୋହନ ମୋ ଜୀଵନ ସାର ଧନ ଜନନୀ ଉତ୍କଳ ଭାଷା । ଆସ ଗୋ ମା ! କରେ ପୂଜା ପୂର୍ଣ୍ଣ ହେଉ ପ୍ରାଣ ଆଶା । ଭକ୍ତି,ଶ୍ରଦ୍ଧା,ସ୍ନେହ,ମାୟା,ହୃଦୟ ସ୍ୱର୍ଗୀୟ ଧନ, ଜନନି ଗୋ ! କୃପା କରି କରୁ ତୁହି ଵିତରଣ । ଜ୍ଞାନ, ଵିଦ୍ଯା, ସୁଖ, ଭାଗ୍ଯ,…

ଲେଖା: ଶିଶିର ସାହୁ ମନୋଜ ଵର୍ତ୍ତମାନ ଯୁଗରେ କାଳିଚରଣ ପଟ୍ଟନାୟକ ଜନସମାଜ ମଧ୍ୟରେ କଵିଚନ୍ଦ୍ର ଭାବେ ପରିଚିତ ତେବେ ତାଙ୍କ ପୂର୍ଵରୁ ଆହୁରି ଅନେକ ସାହିତ୍ୟ ସ୍ରଷ୍ଟା କଵିଚନ୍ଦ୍ର ଉପାଧି ଲାଭକରିଛନ୍ତି । ୧. କଵିଚନ୍ଦ୍ର ନାରାୟଣ ଶର୍ମା ● କଵିଚନ୍ଦ୍ର ନାରାୟଣ ଶର୍ମା ଅଷ୍ଟମ ଶତାଦ୍ଦୀର ଜନୈକ କଵି । ଏ ‘ଏକାମ୍ରଚନ୍ଦ୍ରିକା’ ଗ୍ରନ୍ଥର…

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆ ଦେଶଜ ଶବ୍ଦ ଝିଟ, ଶାସ୍ତ୍ରୀୟ ସଂସ୍କୃତଭାଷାର ଶବ୍ଦ ‛ଧୃଷ୍ଟ’ ସହିତ ସମଦ୍ଧୃତ ଅଟେ । ଏ ଶବ୍ଦଟି ସାଧାରଣତଃ ଚେମରଚଟୁ, ଧିଟ, ଧୃଷ୍ଟ, ଜିଗରିଆ, ବେହିଆ, ନିର୍ଲଜ୍ଜ, ନଗଣ୍ଯ ଓ ଅଶ୍ଳୀଳ ଆଦି ଅର୍ଥରେ ଏ ଶବ୍ଦ ପ୍ରୟୋଗ ହୋଇଥାଏ । ହିନ୍ଦୀରେ ଏହା ସହିତ ସମଦ୍ଧୃତ ଶବ୍ଦ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ସାର୍ଟ ଅର୍ଥରେ ଵ୍ୟଵହୃତ ଏହି ‛ଅଙ୍ଗା’ ଵା ‛ଅଙ୍ଗି’ ଶବ୍ଦଟି ଓଡ଼ିଶାର ଏକ ବହୁପ୍ରଚଳିତ ଦେଶଜ ଶବ୍ଦ ଏଵଂ ଏହାର ସଂସ୍କୃତ ସମଧୃତ ପ୍ରତିଶବ୍ଦ ହେଲା ‛ଅଙ୍ଗିକା’ । ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ‛ଅଙ୍ଗା’ ଵା ‛ଅଙ୍ଗି’ ଶବ୍ଦର ନିମ୍ନଲିଖିତ ଅର୍ଥ ପ୍ରଦାନ କରାଯାଇଛି । ◆ ଅଙ୍ଗରଖା;…

ଲେଖା: ଶିଶିର ସାହୁ ମନୋଜ ଏଇ ମିଶି ଶବ୍ଦଟି କେବେ ଥିଲା ମାନକ, ଆଜି କିନ୍ତୁ ଆଞ୍ଚଳିକ ! ପ୍ରାଚୀନ ଓଡ଼ିଆ ଭାଷାରେ ‛ଏଵଂ’ ସ୍ଥାନରେ ଆଗେ ଵ୍ୟଵହାର ହେଉଥିଲା ‛ମିଶି’ ଶବ୍ଦ । ସମ୍ଭଵତଃ ଦୁଇଗୋଟି ଵାକ୍ଯକୁ ଏକାଠି ମିଶା ଯାଉଥିଵା ହେତୁ ‛ମିଶା’ ଶବ୍ଦର ଆନରୂପ ‛ମିଶି’ ହିଁ ଏଠାରେ ‛ଏଵଂ’ ଭଳି…

~ ଦୟାନିଧି ମିଶ୍ର ~ ଲେଖା: ଅମୃତେଶ ଖଟୁଆ “ବୀର ଦରଶନ ମାତ୍ରେ ପ୍ରେମର ପ୍ରବାହେ ଭାସି ଦିବାରାତ୍ର, ସତୀ, ବୀର ପାଦପଦ୍ମେ, ସମର୍ପିଛ ମନପ୍ରାଣ, ଉନ୍ମାଦିନୀ ପ୍ରାୟେ ସ୍ଥାପିଅଛ ବୀରମୂର୍ତ୍ତି ପୂତ ହୃଦସଦ୍ମେ। × × × ହୃଦ-ଉପବନେ ପ୍ରେମ ମାରୁତ ମଳୟ, ସ୍ଵର୍ଗେ ପ୍ରେମ, ପ୍ରେମ ପୁଣି ତ୍ରିଦଶ-ଆଳୟ। (କବିତା – “ସୁଭଦ୍ରା”)…

ଉପସ୍ଥାପନା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷବେଳକୁ ଭାରତରେ ନବଯୁଗର ପ୍ରବର୍ତ୍ତନ ହେଲା କହିଲେ ଅତ୍ୟୁକ୍ତି ହେବନାହିଁ । ଶିକ୍ଷାର ପ୍ରସାର, ଗମନାଗମନର ସୁବିଧା, ଡାକବ୍ୟବସ୍ଥାର ଉନ୍ନତି, ମୁଦ୍ରଣଯନ୍ତ୍ରର ସ୍ଥାପନ ହେତୁ ବିଭିନ୍ନ ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ମାନସିକ ନୈକଟ୍ୟ ସ୍ଥାପିତ ହେଲା । ସାମାଜିକ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ ସଞ୍ଚାରିତ ହେବା ସହ ଜାତିଗତ ବନ୍ଧନ,…

ଲେଖା: ନିରଞ୍ଜନ ସାହୁ ରାଧାନାଥ ଥିଲେ ତାଙ୍କ ସମୟର ଜଣେ ନିର୍ମାଣ ପୁରୁଷ । ସାହିତ୍ୟ ସର୍ଜନା ଜରିଆରେ ଓଡ଼ିଶାର ଏକ ପ୍ରାଦେଶିକ ତଥା ସାଂସ୍କୃତିକ ପରିଚୟ ଗଠନ କରିଥିଲେ ନୂତନ ସଂସ୍କାର, ନୂତନ ଚେତନା, ଜାତୀୟ ଇତିହାସ ସୃଷ୍ଟି କରି । ରୀତି ଯୁଗୀୟ କବିଗଣ ଏପରି ପରିଯୋଜନାର ସ୍ଵପ୍ନ ଦେଖି ନଥିଲେ ମଧ୍ୟ…