Physical Address
Sai Samarpanam, Satya Vihar, Bhubaneswar

ପତ୍ର ପାଇବା ଓ ଉତ୍ତର ଦେବାରେ ଦି' ପଇସା ଖର୍ଚ୍ଚ, କିନ୍ତୁ ସେଇ ଦି' ପଇସାର ମୂଲ୍ୟ ବୋଧହୁଏ ଗୋଦାବରୀଶଙ୍କ ପାଇଁ ଥିଲା ଦୁଇ ଲକ୍ଷ ଟଙ୍କାରୁ ଅଧିକ i କାରଣ ଫକୀରମୋହନକ ପରି ମହାସିନ୍ଧୁଙ୍କ ସଙ୍ଗେ ତାଙ୍କ ଜୀବନର କ୍ଷୁଦ୍ର ପାଣିଟୋପାଟିକୁ ନେଇ ମିଶାଇ ପାରିଥିଲା ସେଇ ପତ୍ର . .

ଲେଖା: ନିରଞ୍ଜନ ସାହୁ “ବାବୁ ଭିକାରୀ ଚରଣ, ବହି ଖଣ୍ଡିକ ପାଇଲି। ରୋଗ ଶଯ୍ୟାରେ ଏକା ନିଃଶ୍ବାସରେ ଶେଷ କଲି। ସମାଜକୁ ଦଶ ନଖରେ ବିଦାରି ପକେଇଛୁ ।” ଏହା ଥିଲା ବ୍ୟାସକବି ଫକୀରମୋହନଙ୍କ ମନ୍ତବ୍ୟ, ‘ସଂସାର ଚିତ୍ର‘ ନାଟକ ପଢ଼ିବା ପରେ। ତେବେ କିଏ ଏହି ଭିକାରୀ ଚରଣ ? ପୁତ୍ର କନ୍ୟା…

~ ‘ପୁରୀ ସିଂହ’ ଜଗବନ୍ଧୁ ସିଂହ ~ ଲେଖା: ଅମୃତେଶ ଖଟୁଆ “ଉତ୍କଳ ପରି ଭୂଖଣ୍ଡ ନାହିଁ ଭାରତରେ, ମର୍ତ୍ତ୍ୟ ବଇକୁଣ୍ଠ ଅଛି ଉତ୍କଳ ଦେଶରେ। ଗଙ୍ଗାଠାରୁ ଗୋଦାବରୀ ଯାଏଁ ଏ ଉତ୍କଳ, ପୁଣ୍ଯ ପବିତ୍ର ଭୂଖଣ୍ଡ ଶରୀର ବିଶାଳ।” ଇଂରେଜ ସରକାରଙ୍କ ଅମଳରେ ଚାଲୁଥାଏ ବିହାର-ଓଡିଶା ବ୍ୟବସ୍ଥାପକ ସଭା। ଓଡ଼ିଶାରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି…

~ ସାହିତ୍ୟସମ୍ରାଟ ରାଜର୍ଷି ବିକ୍ରମଦେବ ବର୍ମା ~ ଲେଖା: ଅମୃତେଶ ଖଟୁଆ “ଏହିଭଳି ଜଣେ ଯଦି ଥାଆନ୍ତା ଉତ୍ତରେ ନିଶରେ ହାତ ପକାଇ ବୁଲୁଥା’ନ୍ତି ମୁହିଁ, ଧନ୍ୟ ହେ ବିକ୍ରମ ଦେବ ପଣ୍ଡିତ ରଜନ ମହାରାଜ ଜୟପୁର ଉତ୍କଳ ଭୂଷଣ, ତୁମ୍ଭର କବିତ୍ଵ ରାଧାମାଧବ ନାଟକ, ପଢ଼ି ଜ୍ଞାନ କରେ ମୋର ଜୀବନ ସାର୍ଥକ।” (ଉତ୍କଳ…

ରାଜପ୍ରବୀର, ନବ ଉତ୍କଳରେ ଅଗ୍ରଗଣ୍ୟ ହେବାରେ ସୁରଭାରତୀ ସମୁପାସକ ହେଉଛନ୍ତି ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳଦେବ। ଅନ୍ଧାରୀ ଶାସକମାନଙ୍କ ଗଡଜାତ ରାଜ୍ୟମାନଙ୍କ ମଧ୍ୟରେ କବଳିତ ଓ ଅତ୍ୟାଚାରିତ ପ୍ରଜାମାନେ ନିର୍ଯ୍ୟାତନା ସହୁଥିଲେ, ତତ୍କାଳୀନ ରାଜ୍ୟ ବାମଣ୍ଡା ରାଜା ସୁଢଳଦେବ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ, ଯେଉଁ ବିକାଶ ଘଟାଇଲେ, ତାହା ସେ ସମୟରେ ବିରଳ ନିଦର୍ଶନ . .

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା ଓ ସଭ୍ୟତାର ନବବାଣୀ ନିହିତ ପ୍ରେରଣା ଜାତିର ଯୁଗବ୍ୟାପୀ ସୁଷୁପ୍ତି, ନିଷ୍କ୍ରିୟତା, ସ୍ୱାର୍ଥପରତା ଭାଂଗି ଦେଇ ଏହାକୁ ଆତ୍ମସଚେତନ ଓ କର୍ମତପ୍ତର କରିଥିଲା ।ଅତଏବ ସମାଜ ନିମନ୍ତେ…

ଲେଖା: ଦେଵ ତ୍ରିପାଠୀ ଏକବିଂଶ ଶତାବ୍ଦୀରେ “ଆମେ ଓଡ଼ିଆ, ଆମ ଭାଷା ଓଡ଼ିଆ ଏବଂ ଆମ ରାଜ୍ୟ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ” ବୋଲି ଆମେ ଆଜି କେଡେ ଗର୍ବିତ, ଗୌରବମଣ୍ଡିତ, ତେବେ ଏହା ପଛରେ ରହିଛି ବହୁ ଦେଶପ୍ରେମୀ, ଭାଷାପ୍ରେମୀ ମନିଷୀମାନଙ୍କ ନିରବଚ୍ଛିନ୍ନ ତ୍ୟାଗ ଓ ପ୍ରଚେଷ୍ଟା । ଉନ୍ନବିଂଶ ଶତାବ୍ଦୀରେ ଓଡ଼ିଆ ଭାଷାର ସୁରକ୍ଷା,…

କେଉଁଠି ବ୍ୟବସାୟକୁ ନେଇ, ଅବା କେଉଁଠି ପାନରସିକଙ୍କ ପାଇଁ ଅବା କେଉଁଠି ଦିଅଁଙ୍କ ନୀତି ସହ ଯୋଡ଼ି ହୋଇ ପାନର ମହନୀୟତା ପ୍ରସ୍ଫୁଟିତ ହୋଇଥିଲା; କେଉଁଠି ପାନ ବ୍ୟବସାୟୀମାନେ ଯାବତୀୟ Value Addition କରିବା ସହିତ ନିଜ ନିଜର ବଜାର ଅଂଶ ବଢାଇ ପାରିବାର ସୁଯୋଗ ପାଇଥିଲେ, ମାତ୍ର ବ୍ୟାସଭୂମି ବାଲେଶ୍ଵର ଜିଲ୍ଲାର ପାନଚାଷୀ ଲଢିଚାଲିଥିଲେ ସଂଗ୍ରାମ, ନିଜ ପାନବରଜ ସୁରକ୍ଷା ପାଇଁ, ପାନ ଓ ବରଜକୁ ନେଇ ଯେଉଁ ଆବେଗରେ ବାନ୍ଧି ହୋଇଯାଇଥିଲେ, ସେଇ ଆବେଗଟିକକକୁ ଆବୋରି ଧରି କେତେ ସଂଘର୍ଷ କରିନାହାଁନ୍ତି ସେମାନେ . .

ଲେଖା: ନିରଞ୍ଜନ ସାହୁ “ହେ ଗୌରୀଶଙ୍କର ଧନ୍ୟ ତୁମର ସାହସ, ଦୀପିକା ଲେଖୁଛ ବସି ତିରିଶ ବରଷ । ନ ମାନି ବିପଦ ବାଧା ନ ଚାହିଁ ଦେହକୁ, ମନପ୍ରାଣ ସମରପି ପାଳିଛ ବ୍ରତକୁ । ଦେଖି ଦେଖି ଢେର ଦିନ ଜାଣିଛି ବିଶେଷ, ଅଟ ତୁମ୍ଭେ ଜଣେ man of business” ବ୍ୟାସକବି ଫକୀରମୋହନଙ୍କ…

ଲେଖା: ଦେଵ ତ୍ରିପାଠୀ ମୁକୁନ୍ଦଦେବଙ୍କ ରାଜତ୍ୱ ଶେଷ ପରେ ଓଡିଆ ଜାତି ବିଭିନ୍ନ ଅବିବେକୀ ଶାସକମାନଙ୍କ ଅତ୍ୟାଚାରରେ ଲାଂଚ୍ଛିତ, ଅତ୍ୟାଚାରିତ ଓ ନିର୍ଯ୍ୟାତିତ ହୋଇ ମୁମୂର୍ଷୁ ଅବସ୍ଥାରେ ପଡିରହିଥିଲା, ସେତେବେଳେ କେତେଜଣ ସାଧକ ଏ ଜାତି ପାଇଁ ସାଜିଥିଲେ ଆଲୋକବର୍ତ୍ତିକା । ସେପରି ଜଣେ ଦିଗବିଜୟୀ ସଂସ୍କୃତ ପଣ୍ଡିତ ଥିଲେ ବେଦାନ୍ତାଚାର୍ଯ୍ୟ ବାଗ୍ମୀ ହରିହର ଦାଶ…