Search Results for ଫକୀରମୋହନ

ମୃତ୍ୟୁଞ୍ଜୟ ରଥ 

~ ମୃତ୍ୟୁଞ୍ଜୟ ରଥ ~ ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ,  ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ…

କଟକ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କଟକ ଶବ୍ଦର ବ୍ୟାଖ୍ୟା: କଟ=ବେଷ୍ଟନ କରିବା+କର୍ତ୍ତୃ. ଅକ ଏ ଶବ୍ଦର ସଂସ୍କୃତ ବିଶେଷ୍ୟ  ହିସାବରେ ଯେଉଁ ଅର୍ଥ ସବୁ ଭାଷାକୋଷରେ ଅଛି ତାହା ଏଠାରେ ଦିଆଗଲା …. ୧●ସାନୁ; ପର୍ବତର ମଧ୍ୟଦେଶ★ ୨● ବଳୟ; ହାତଖଡ଼ୁ ୩●ଗୋଡ଼ଖଡ଼ୁ ୪●ଚକ୍ର ★ ୫● ନଗର; ରାଜଧାନୀ★ ୬●ସୈନ୍ୟ★ ୭●…

ଗୋବିନ୍ଦଚନ୍ଦ୍ର ଶୂରଦେଓ

~ ଗୋବିନ୍ଦଚନ୍ଦ୍ର ଶୂରଦେଓ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶାରେ ରଙ୍ଗମଞ୍ଚର ବିକାଶ ସହ ରାସରସିକତା-ପ୍ରସୂତ-ଶ୍ରୁତିସୁଖକର ନାଟକୀୟତାର ଯେଉଁ ପ୍ରଲେପନ ମନୋରଞ୍ଜନ ରସାର୍ଣ୍ଣବକୁ ଅମୃତାପ୍ଳୁତ କରି ଜନମାନସକୁ ରସାର୍ଦ୍ର କରେ, ସେହି ଲୀଳାଯାତ୍ରାର ଜଣେ ବଦାନ୍ୟ ଓ ବହୁମୁଖୀ-ପ୍ରତିଭାଧର-ପ୍ରବର୍ତ୍ତକ ଥିଲେ ଗୋବିନ୍ଦଚନ୍ଦ୍ର ଶୂରଦେଓ। ବେଶ-ପାଟବ, ସଙ୍ଗୀତ-ସଂଯୋଜନା ସହ ଉନ୍ନତ ଦୃଶ୍ଯ ବିଭାଜନ ଫଳେ ସେ ଦେଇଥିଲେ…

ପଲ୍ଲୀକବି

ପଲ୍ଲୀକବି, ଓଡ଼ିଶାମାଟିର ଜଣେ ପ୍ରାତଃସ୍ମରଣୀୟ ଯୋଗଜନ୍ମା ବ୍ୟକ୍ତିତ୍ଵ, ଆଧୁନିକ ଓଡ଼ିଆ ସାହିତ୍ୟରେ ଅପୂର୍ବ ଲାଳିତ୍ୟମୟ ଅଗଣିତ ପଲ୍ଲୀଗୀତ ଓ ସଂସ୍କାରଧର୍ମୀ କାଳଜୟୀ ଉପନ୍ୟାସମାନ ସୃଷ୍ଟି କରି ଓଡ଼ିଆ ଜନମାନସକୁ ଆନ୍ଦୋଳିତ କରିପାରିଥିଲେ ସେ . .

ବ୍ରଜସୁନ୍ଦର ଦାସ 

~ ବ୍ରଜସୁନ୍ଦର ଦାସ ~ ଲେଖା: ଅମୃତେଶ ଖଟୁଆ “ଅଶରୀରୀ, ସଞ୍ଜ ପବନ ବଂଶଧାରା ନଈ ସେପାରିରୁ ବହି ଆଣୁଛି ତୁମରି ବାଣୀ – ‘ବାବା ସରି ନାହିଁ ତ।’ ନିର୍ଜନ ଏହି ଦି’ ତାଲାର କୋଠରୀ। କାହାର ଏ ସ୍ଵର? ପୁଣି ବାଜୁଛି କାନରେ, ‘ବାବା ସରିନାହିଁ ତ।’ ତୁମେ ତେବେ ଅଛ? କାଲିପରି…

ମୋହନଦାସ ରତିକାନ୍ତ ରାଓ 

~ ମୋହନଦାସ ରତିକାନ୍ତ ରାଓ ~ ଲେଖା: ଅମୃତେଶ ଖଟୁଆ ଅଜସ୍ର କଳା, ସାହିତ୍ୟ, ସଂସ୍କୃତି, ଭାସ୍କର୍ଯ୍ୟ ସହ ଅନନ୍ତ ଐତିହ୍ୟର ପଟ୍ଟଭୂମି ଉପରେ ଅବତିଷ୍ଠିଥିବା ଓଡ଼ିଆ ସଂସ୍କୃତି ମହାଭାରତୀୟତାର ଏକ ଅଭିନ୍ନ ପ୍ରବାହିତ ସ୍ରୋତ। ଐତିହ୍ୟଦୀପ୍ତ ଓଡ଼ିଆ ମାଟିରେ ଯେଉଁ ଯୋଗଜନ୍ମା ମନୀଷୀମାନଙ୍କ ଆବିର୍ଭାବ, ତାହା ଏ ଜାତିର ତ୍ରିଦିବଲୋକକୁ ଋଦ୍ଧିମନ୍ତ କରିଆସିଛି। ହେଲେ…

କବିଶେଖର ଚିନ୍ତାମଣି ମହାନ୍ତି 

~ କବିଶେଖର ଚିନ୍ତାମଣି ମହାନ୍ତି ~ ଲେଖା: ଅମୃତେଶ ଖଟୁଆ “ସୌଭାଗ୍ୟର ଏ କି ମହା ଶୁଭଦିନ,  ନାଚି ଉଠେ ପ୍ରାଣେ ପୁଲକ ନବୀନ। ଅଲକ୍ଷ୍ୟରେ କୋଟି ଆନନ୍ଦ-ହାବେଳି,  ମନ ମଧ୍ୟେ ପଶି ଯାଉଅଛି ଖେଳି।”  (ଘୁମୁସର କାବ୍ୟ ) ଦ୍ଵାଦଶ ସର୍ଗ ବିଶିଷ୍ଟ ବର୍ଣ୍ଣନାତ୍ମକ “ଘୁମୁସର କାବ୍ୟ”, କବିଶେଖରଙ୍କ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତି ଥିବା…

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…

ସମ୍ବଲପୁର ହିତୈଷିଣୀ : ପ୍ରତିଷ୍ଠା ଦିବସ 

~ ସମ୍ବଲପୁର ହିତୈଷିଣୀ ~ ଲେଖା: ଅମୃତେଶ ଖଟୁଆ ବାମଣ୍ଡାଧିପ ବାସୁଦେବ ସୁଢଳଦେବ! ସେତେବେଳେ ତାଙ୍କର ଶାସନ କାଳ ଥିଲା ଉଜ୍ଜୟିନୀର ବିକ୍ରମାଦିତ୍ୟଙ୍କ ପରି ସ୍ଵର୍ଣ୍ଣିମ ଓ ଚିରନ୍ତନ ସ୍ମରଣୀୟ! ସାହିତ୍ଯ ଆଲୋଚନା ସହ ରାଜ୍ଯରେ ପ୍ରଭୂତ ସମୁନ୍ନତି ଫଳେ ପ୍ରଧାନପାଟ ଜଳପ୍ରପାତଠାରୁ ନେଇ ବିବିଧ ସ୍ଥଳରେ ବୈଦ୍ୟୁତିକ ଶକ୍ତିର ପରିଚାଳନାର ଶୁଭଲଗ୍ନ ହେଲା! ଓଡ଼ିଆ…

ଜଳନ୍ଧର ଦେବ

ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ ସୁଢଳଦେବ କର୍ତ୍ତୃକ ବାମଣ୍ଡାରେ ସମ୍ଭୂତ ନବ-ଜାଗରଣର ନୂତନ ଚିନ୍ତା ଓ ଚେତନାର ପୁଷ୍ପିତ ଉଦ୍ୟାନର ମହୀୟାନ ଫଳ ‘ଜଳନ୍ଧର ଦେବ’ । ଜଳନ୍ଧର ସ୍ରଷ୍ଟା ମାନସ ବାମଣ୍ଡାରେ…