Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ~ ଅଭିମନ୍ୟୁ ସାମନ୍ତସିଂହାର ~ ଓଡ଼ିଆ ସାହିତ୍ୟରେ ରୀତି ଯୁଗର ଅଳଙ୍କାରିକ କବିମାନଙ୍କ ମଧ୍ୟରେ ଏକ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଵୀକୃତ ଅଭିମନ୍ୟୁ ସାମନ୍ତସିଂହାର । ଭାରତୀୟ ସାହିତ୍ୟର ବିଶିଷ୍ଟ ସାହିତ୍ୟିକ ସମାଲୋଚକ ଡ. ବି.ସି.ମଜୁମଦାରଙ୍କ ମୂଲ୍ୟାଙ୍କନ ଥିଲା ଏହିପରି – “In the matters of rhetorical composition he excels…

ଉପସ୍ଥାପନା : ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଜହ୍ନିଫୁଲ ଠୋ ଠା, କାକୁଡିଫୁଲ ଠୋ ଠା, ଗୁଣ୍ଡୁଚିମୂଷା କହିଯାଇଛି, ଚାଉଳ ମୁଠେ ରଖିଥା” ।। #କୁଆଁର_ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ ଆଜି କୁଆଁରୀଝିଅଙ୍କ ମନ !…

ଉପସ୍ଥାପନା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ: ~ ଇଏ କୋଉ ଅସିଆ କାଳର ମସିଆ କଥା ! ଆମ ଓଡ଼ିଆ ଘରର ଝିଅ ବାହାଘର ! ଝିଅ ବିଦା ହବ ! ଏ ଯାଏଁ ବଢ଼ିଆସିଥିବା ଗୋଟେ ଆପଣାର ପରିବେଶ, ଅନ୍ତରଙ୍ଗ ଆସରକୁ ପରକରି ଚାଲିଯିବ ଝିଅ ! ସବୁ ଅଳିଅର୍ଦ୍ଦଳି, ଅଭିଯୋଗ ଶୁଣୁଥିବା,…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶା, ଓଡ଼ିଆ ଓ ବାଘ ~ ପରଜା ଉପନ୍ୟାସରେ ଗୋପୀନାଥ ମହାନ୍ତି ‘ବାଘଡୁମ୍ମା’ ବୋଲି ଏକ ଶବ୍ଦ ଵ୍ୟଵହାର କରି ଲେଖିଛନ୍ତି, ❛❛ଦି ପହରେ ବାଘଡୁମ୍ମା ବୁଲେ । ଯେତେ ଲୋକଙ୍କୁ ବାଘ ଖାଇଥାଏ, ତାଙ୍କରି ପ୍ରେତ ସେ । ପିଲାପରି ଚେହେରା, ମାଈ ଅଣ୍ଡିରା…

ଲେଖା: ଶୁଭ ରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଆ ଜହ୍ନ ମାମୁଁ ଶରଦଶଶୀ ମୋ କୁନା ହାତରେ ପଡ଼ ତୁ ଖସି . . “, ମା’ର ପିଲାକୁ କୋଳରେ ଝୁଲେଇ ଜହ୍ନ ଦେଖେଇ ଖୋଇଦେବାର ଦୃଶ୍ୟ ! ଆହା ! ଏଥିରେ ମା’ର ମମତା ଯେତିକି ପରିଦୃଶ୍ୟ, ଜହ୍ନକୁ ନେଇ ତାର…

ଲେଖା: ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ (ଭାଗ ୩) “ନଣନ୍ଦ ଗୋରୀ, ଚଉ ପାହାରୀ ବସିଥାଏ ପାଆ ଭାଗେ, ଟିକିନିଖି କରି ଫୋଡ଼ି ଦେଉଥାଏ ଭାଇ ଘଇତାର ଆଗେ !” ଇସ ! କି ଅବାଗିଆ କଥାଗୁଡ଼ା ! ! ସାଧାରଣତଃ ଏଇଭଳି ଘୃଣାଭରା ମନ୍ତବ୍ୟ ମିଳେ ଆମ ଶିକ୍ଷିତ ଓଡ଼ିଆଙ୍କ ଠାରୁ…

ଗବେଷଣା ଓ ଉପସ୍ଥାପନା: ଡ. ସୁରେନ୍ଦ୍ର କୁମାର ମହାରଣା ~ ଆମ ଲୋକସାହିତ୍ୟ ~ (ଭାଗ ୨) ଆମେ ଜାଣୁ ଆମ ଲୋକସାହିତ୍ୟ ଅବା ଲୋକଗୀତର ରଚୟିତା ଜଣେ ନୁହେଁ, ଅଗଣିତ । ପୁଣି ଏହା କୌଣସି ଏକ ନିର୍ଦ୍ଦିଷ୍ଟ ଦଳ ବା ସମ୍ପ୍ରଦାୟର ନୁହେଁ । ଏହା ଅନେକ ଗ୍ରାମ୍ୟ ଅଶିକ୍ଷିତ ଜନତାଙ୍କ ବିଚକ୍ଷଣ…

ଗବେଷଣା ଓ ଲେଖା: ଡ. ସୁରେନ୍ଦ୍ର କୁମାର ମହାରଣା ~ ଆମ ଲୋକସାହିତ୍ୟ ~ ଓଡ଼ିଆ ଭାଷାରେ ବିଧିବଦ୍ଧ ସାହିତ୍ୟ ଲିଖିତ ହେବାର ବହୁପୂର୍ବରୁ #ଢଗଢ଼ମାଳି, ନୀତିବଚନ, #କାନ୍ଦଣା, #କୃଷକଗୀତ, #ଦୋଳିଗୀତି, ନାନା ପ୍ରକାର #ଲୋକକାହାଣୀ ଇତ୍ୟାଦି ଲୋକମୁଖରେ ପ୍ରଚଳିତ ହୋଇ ଆସୁଥିବାରୁ ଏସବୁକୁ ମୌଖିକ ସାହିତ୍ୟ, କଥିତ ସାହିତ୍ୟ ବା #ଲୋକସାହିତ୍ୟ ଭାବରେ ଗ୍ରହଣ…

ଗବେଷଣା ଓ ଉପସ୍ଥାପନା: ଲେଖା: ଶିଶିର ସାହୁ ମନୋଜ ~ ପାଣିଖରା, ଖରାଵରଷା ଓ ବିଲୁଆ ନନାର ବାହାଘର ~ ଵର୍ଷା ଛାଡି଼ଗଲାପରେ ଯେଉଁ ଟାଣ୍ ଖରା ହୁଏ ତାକୁ ଆମ ଭାଷାରେ ପାଣିଖରା କହିଥାନ୍ତି । ଵର୍ଷା ହେଵା ଦିନ ପରିଵେଶ ଥଣ୍ଡା ହୋଇଯାଏ କିନ୍ତୁ ଵର୍ଷା ଛାଡି଼ଲା ପରଦିନ ଆକାଶରେ ବାଦଲ ନଥିଲେ…

ଉପସ୍ଥାପନା: ଶିଶିର ସାହୁ ମନୋଜ ଉଡ଼ିଗଲା ଗେଣ୍ଡାଳିଆ ଓଡ଼ିଶାର ପ୍ରସିଦ୍ଧ ଲୋକଗୀତ । ଵିଭିନ୍ନ ଅଞ୍ଚଳରେ ଏହାର ଭିନ୍ନ ଭିନ୍ନ ରୂପ ପ୍ରଚଳିତ ତେବେ ଓଡ଼ିଆ ଗ୍ରାମ୍ୟଗୀତି ପୁସ୍ତକରେ ବଡ଼ମ୍ବା ଅଞ୍ଚଳରେ ପ୍ରଚଳିତ ଏହା ଏହିପରି ରହିଛି । ~ ଉଡି଼ଗଲା ଗେଣ୍ଡାଳିଆ ~ ଉଡ଼ିଗଲା ଗେଣ୍ଡାଳିଆ ଝାଡି଼ଦେଲା ପକ୍ଷୀ ରଜାଝିଅ କାନ୍ଦୁଛନ୍ତି ହୋଇ ନିରିମାଖି…