Search Results for ଲୋକଗୀତ

ଯୁଗେ ଯୁଗେ ଓଡ଼ିଶା

ସୌରଭିତ ସୃଷ୍ଟି: ଡ. ହରେକୃଷ୍ଣ ମହତାବ  ~ ଯୁଗେ ଯୁଗେ ଓଡ଼ିଶା ~ ପ୍ରତିବର୍ଷ ବୈଶାଖ ମାସ ଆରମ୍ଭରେ ପଞ୍ଜିକାର ଯେତେବେଳେ ଏହି ଦେଶର କୌଣସି ଗଜପତି ଗୌଡ଼େଶ୍ଵର କର୍ଣ୍ଣାଟୋତ୍କଳେବର୍ଗେଶ୍ଵର ବୀରାଧିବୀରବର ପ୍ରତାପୀ ରାଜାଙ୍କ ନାମରେ ପ୍ରଚଳିତ ସମ୍ବତ୍ସରର ଶୁଭାଶୁଭ ଫଳ ଶୁଣାଏ, ସେତେବେଳେ ଓଡ଼ିଶାର ଅସଂଖ୍ୟ ଅଧିବାସୀଙ୍କ ମନରେ ସେଇ ହଜି ଯାଇଥିବା ଦିନଗୁଡ଼ିକର…

ଶଗଡ଼ିଆ ଗୀତ

ଲେଖା: ଦେଵ ତ୍ରିପାଠୀ ଇଏ ଆମ ଗାଁ ଗହଳିର ଅସିଆ କାଳର ମସିଆ କଥା ! ବେଳବୁଡ଼ି ଆସିଲା ବେଳକୁ ବଳଦ ଆଡ଼େଇ ଶଗଡ଼କୁ ଘରମୁହାଁ କରାଉଥିବ ଚଷାପୁଅ ! ଲହରା ସୁର ତା’ର ଭାସି ଆସୁଥିବ କାଇଁ କେତେ ଦୂରରୁ ! “ଦୂରକୁ ସୁନ୍ଦର ତ ପରବତମାଳ ଗାଆଁକୁ ସୁନ୍ଦର ତ ନଡ଼ିଆ ଗୁଆ…

ଭକ୍ତକବି ମଧୁସୂଦନ

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

ପାଲା

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି !        ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

ଝୋଟିଚିତା

ଲେଖା: ଦେଵ ତ୍ରିପାଠୀ ଇଏ କୋଉ ଅସିଆ କାଳର ମସିଆ କଥା । ବାହାଘର ହବ । ଗାଁ ଟା ଯାକ ଲୋକଙ୍କ ଖୁସି କାହିଁରେ କ’ଣ ! ମୁରବିମାନେ ଲାଗିପଡିଥିବେ ଯେଝା କାମରେ । ଘର ଗୋଟାକ ନୂଆ ଦୁଶୁଥିବ ! ବରକନ୍ୟାଙ୍କ ମଙ୍ଗୁଳାଘରେ ମଙ୍ଗନକୃତ୍ୟ ଦିନ ବିବାହ ବିଷୟକ ଚିତ୍ରସବୁ ଅଙ୍କାଯିବ !…

କୁନ୍ଦ

ଲେଖା: ଶିଶିର ସାହୁ ମନୋଜ Jasminum multiflorumକୁ ଓଡ଼ିଆ, ବଙ୍ଗାଳି ତଥା ସଂସ୍କୃତରେ କୁନ୍ଦ ଫୁଲ କୁହାଯାଏ । *ସଂସ୍କୃତ କୁନ୍ଦ ଶବ୍ଦର ନୈରୁକ୍ତି: କୁ=ଭୂମି + ଉନ୍ଦ୍ ଧାତୁ = ଓଦାକରିବା + କର୍ତ୍ତୃ. ଅ => କୁନ୍ଦ ମଲ୍ଲିଫୁଲ ଜାତୀୟ ଏହି ଗଛଟି Oleaceae ପାଦପ ପରିବାର ଅନ୍ତର୍ଗତ ଅଟେ । ସାଧାରଣତଃ…

ନନା

ଲେଖା: ଶିଶିର ସାହୁ ମନୋଜ ପ୍ରାଚୀନ କାଳରୁ ଆଜିଯାଏଁ ନନା ଶବ୍ଦ ଵିଭିନ୍ନ ଅର୍ଥରେ ଵ୍ଯଵହୃତ ହୋଇ ଆସିଛି । ଵୈଦିକକାଳରେ ନନା ଶବ୍ଦ ମାତା, କନ୍ୟା ଓ ଵାକ୍ଯ ଅର୍ଥରେ ଵ୍ଯଵହୃତ ହେଉଥିଵା ଜଣାଯାଏ । ଋକଵେଦରେ ନନା ଶବ୍ଦ ମାତାଙ୍କ ଅର୍ଥରେ ଵ୍ଯଵହାର ହୋଇଛି ବୋଲି ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଉଲ୍ଲେଖ କରାଯାଇଛି ।…

ବାରମାସୀ

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ “ବାରମାସୀ” ନାମରେ ଏକ ଜାତୀୟ ଗୀତର ପ୍ରଚଳନ ଥିଲା । ବାରମାସୀ ଗୀତ ଭାଵ, ସ୍ଥିତି, ଵ୍ଯକ୍ତି ଓ ଵିଷୟ ଆଧାରରେ ଵିଭିନ୍ନ ପ୍ରକାରର ହୋଇଥାଏ । ଵର୍ଷରେ ଵା ଵର୍ଷକର ପ୍ରତ୍ଯେକ ମାସରେ ଵିରହିଣୀର ଵିରହ ଅନୁଭୂତିଜ୍ଞାପ କଵିତା, ଵର୍ଷର ପ୍ରତିମାସର ଵର୍ଣ୍ଣନା ଉଲ୍ଲେଖ କରି…

ଭାଇଜିଉଁତିଆ

ଲେଖା: ଶିବାଶିଷ ମହାପାତ୍ର ଡାଲଖାଇରେ ଡାଲଖାଇରେ ଘଡି଼ ମାରି ଉଦେ ଦଶରା ଜହ୍ନ କୁଆରିଁ ଟୁକେଲ ମାନଙ୍କର୍ ମନ ଉଛନ ଫୁଲଫୁଟି କେଡେ ସୁନ୍ଦର ଦିଶେ ଫୁଲେଫୁଲେ ସଜା ହେଇଛେ ସତେ ଶହେଆଠ ଦୁବ ଚାଉଲ ଧରି ଡାଳଖାଇ ଦେବୀକି ବନ୍ଦେଇ କରି କୁଆରିଁ ଟୁକେଲ ମାନେ ଧନରେ ସତେ କାଏଁ ଉପାସ କରି ମାଆ…

ଖୁଲଣା ସୁନ୍ଦରୀ

ଲେଖା: ଦେଵ ତ୍ରିପାଠୀ ଇଏ ହଜିଲା ଦିନର କଥା । ବର୍ଷାଦିନେ ବଦଳି ଯାଉଥିଲା ଗାଁ ଭୂଇଁର ଭୂଗୋଳ । ପଚା କାଦୁଅର ଗାଁ ଦାଣ୍ଡ, ଚାରିଆଡ଼େ ପାଣିର ପ୍ରାଚୁର୍ଯ୍ୟ, ଫସଲର ଶ୍ୟାମଳ ସଙ୍ଗୀତ, ପିଢ଼ାରେ କଖାରୁଲଟା, ବାଡ଼ିରେ ଜହ୍ନିଫୁଲ, ଗୋବରଖାତ ପାଖରେ ରଙ୍ଗଣି ଓ ହରଗଉରା, ବର୍ଷାପୁଷ୍ଟ ଅଗଣିତ ଲତାକୁଞ୍ଜରେ ଫୁଲର ସମ୍ଭାର ।…