Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: ଶିଶିର ସାହୁ ମନୋଜ ଉଡ଼ିଗଲା ଗେଣ୍ଡାଳିଆ ଓଡ଼ିଶାର ପ୍ରସିଦ୍ଧ ଲୋକଗୀତ । ଵିଭିନ୍ନ ଅଞ୍ଚଳରେ ଏହାର ଭିନ୍ନ ଭିନ୍ନ ରୂପ ପ୍ରଚଳିତ ତେବେ ଓଡ଼ିଆ ଗ୍ରାମ୍ୟଗୀତି ପୁସ୍ତକରେ ବଡ଼ମ୍ବା ଅଞ୍ଚଳରେ ପ୍ରଚଳିତ ଏହା ଏହିପରି ରହିଛି । ~ ଉଡି଼ଗଲା ଗେଣ୍ଡାଳିଆ ~ ଉଡ଼ିଗଲା ଗେଣ୍ଡାଳିଆ ଝାଡି଼ଦେଲା ପକ୍ଷୀ ରଜାଝିଅ କାନ୍ଦୁଛନ୍ତି ହୋଇ ନିରିମାଖି…

ସୌରଭିତ ସୃଷ୍ଟି: ଡ. ହରେକୃଷ୍ଣ ମହତାବ ~ ଯୁଗେ ଯୁଗେ ଓଡ଼ିଶା ~ ପ୍ରତିବର୍ଷ ବୈଶାଖ ମାସ ଆରମ୍ଭରେ ପଞ୍ଜିକାର ଯେତେବେଳେ ଏହି ଦେଶର କୌଣସି ଗଜପତି ଗୌଡ଼େଶ୍ଵର କର୍ଣ୍ଣାଟୋତ୍କଳେବର୍ଗେଶ୍ଵର ବୀରାଧିବୀରବର ପ୍ରତାପୀ ରାଜାଙ୍କ ନାମରେ ପ୍ରଚଳିତ ସମ୍ବତ୍ସରର ଶୁଭାଶୁଭ ଫଳ ଶୁଣାଏ, ସେତେବେଳେ ଓଡ଼ିଶାର ଅସଂଖ୍ୟ ଅଧିବାସୀଙ୍କ ମନରେ ସେଇ ହଜି ଯାଇଥିବା ଦିନଗୁଡ଼ିକର…

ଲେଖା: ଦେଵ ତ୍ରିପାଠୀ ଇଏ ଆମ ଗାଁ ଗହଳିର ଅସିଆ କାଳର ମସିଆ କଥା ! ବେଳବୁଡ଼ି ଆସିଲା ବେଳକୁ ବଳଦ ଆଡ଼େଇ ଶଗଡ଼କୁ ଘରମୁହାଁ କରାଉଥିବ ଚଷାପୁଅ ! ଲହରା ସୁର ତା’ର ଭାସି ଆସୁଥିବ କାଇଁ କେତେ ଦୂରରୁ ! “ଦୂରକୁ ସୁନ୍ଦର ତ ପରବତମାଳ ଗାଆଁକୁ ସୁନ୍ଦର ତ ନଡ଼ିଆ ଗୁଆ…

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି ! ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

ଲେଖା: ଦେଵ ତ୍ରିପାଠୀ ଇଏ କୋଉ ଅସିଆ କାଳର ମସିଆ କଥା । ବାହାଘର ହବ । ଗାଁ ଟା ଯାକ ଲୋକଙ୍କ ଖୁସି କାହିଁରେ କ’ଣ ! ମୁରବିମାନେ ଲାଗିପଡିଥିବେ ଯେଝା କାମରେ । ଘର ଗୋଟାକ ନୂଆ ଦୁଶୁଥିବ ! ବରକନ୍ୟାଙ୍କ ମଙ୍ଗୁଳାଘରେ ମଙ୍ଗନକୃତ୍ୟ ଦିନ ବିବାହ ବିଷୟକ ଚିତ୍ରସବୁ ଅଙ୍କାଯିବ !…

ଲେଖା: ଶିଶିର ସାହୁ ମନୋଜ Jasminum multiflorumକୁ ଓଡ଼ିଆ, ବଙ୍ଗାଳି ତଥା ସଂସ୍କୃତରେ କୁନ୍ଦ ଫୁଲ କୁହାଯାଏ । *ସଂସ୍କୃତ କୁନ୍ଦ ଶବ୍ଦର ନୈରୁକ୍ତି: କୁ=ଭୂମି + ଉନ୍ଦ୍ ଧାତୁ = ଓଦାକରିବା + କର୍ତ୍ତୃ. ଅ => କୁନ୍ଦ ମଲ୍ଲିଫୁଲ ଜାତୀୟ ଏହି ଗଛଟି Oleaceae ପାଦପ ପରିବାର ଅନ୍ତର୍ଗତ ଅଟେ । ସାଧାରଣତଃ…

ଲେଖା: ଶିଶିର ସାହୁ ମନୋଜ ପ୍ରାଚୀନ କାଳରୁ ଆଜିଯାଏଁ ନନା ଶବ୍ଦ ଵିଭିନ୍ନ ଅର୍ଥରେ ଵ୍ଯଵହୃତ ହୋଇ ଆସିଛି । ଵୈଦିକକାଳରେ ନନା ଶବ୍ଦ ମାତା, କନ୍ୟା ଓ ଵାକ୍ଯ ଅର୍ଥରେ ଵ୍ଯଵହୃତ ହେଉଥିଵା ଜଣାଯାଏ । ଋକଵେଦରେ ନନା ଶବ୍ଦ ମାତାଙ୍କ ଅର୍ଥରେ ଵ୍ଯଵହାର ହୋଇଛି ବୋଲି ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଉଲ୍ଲେଖ କରାଯାଇଛି ।…

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ “ବାରମାସୀ” ନାମରେ ଏକ ଜାତୀୟ ଗୀତର ପ୍ରଚଳନ ଥିଲା । ବାରମାସୀ ଗୀତ ଭାଵ, ସ୍ଥିତି, ଵ୍ଯକ୍ତି ଓ ଵିଷୟ ଆଧାରରେ ଵିଭିନ୍ନ ପ୍ରକାରର ହୋଇଥାଏ । ଵର୍ଷରେ ଵା ଵର୍ଷକର ପ୍ରତ୍ଯେକ ମାସରେ ଵିରହିଣୀର ଵିରହ ଅନୁଭୂତିଜ୍ଞାପ କଵିତା, ଵର୍ଷର ପ୍ରତିମାସର ଵର୍ଣ୍ଣନା ଉଲ୍ଲେଖ କରି…

ଲେଖା: ଶିବାଶିଷ ମହାପାତ୍ର ଡାଲଖାଇରେ ଡାଲଖାଇରେ ଘଡି଼ ମାରି ଉଦେ ଦଶରା ଜହ୍ନ କୁଆରିଁ ଟୁକେଲ ମାନଙ୍କର୍ ମନ ଉଛନ ଫୁଲଫୁଟି କେଡେ ସୁନ୍ଦର ଦିଶେ ଫୁଲେଫୁଲେ ସଜା ହେଇଛେ ସତେ ଶହେଆଠ ଦୁବ ଚାଉଲ ଧରି ଡାଳଖାଇ ଦେବୀକି ବନ୍ଦେଇ କରି କୁଆରିଁ ଟୁକେଲ ମାନେ ଧନରେ ସତେ କାଏଁ ଉପାସ କରି ମାଆ…