Tag ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା

ଗୋପାଳଜୀଉ ମଠ

ଲେଖା: ବନ୍ଧନ ଦଳେଇ ~ ଗୋପାଳଜୀଉ ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବାପାଇଁ ମଠଗୁଡ଼ିକ ସର୍ବଦା ତତ୍ପର ରହିଆସିଛନ୍ତି । ଆଦି ଶଙ୍କରାଚାର୍ଯ୍ୟ ପ୍ରଥମେ ମଠସଂସ୍କୃତିର ପରିକଳ୍ପନା ଓ ପ୍ରତିଷ୍ଠା କରିଥିଲେ ବୋଲି ଐତିହାସିକ…

କିଲା ଡାଳିଯୋଡ଼ା

ଲେଖା: ଦେଵ ତ୍ରିପାଠୀ ~ କିଲା ଡାଳିଯୋଡ଼ା ~ ପ୍ରତି ମଣିଷର ଶୈଶବର ସ୍ମୃତିରେ ବିଜଡ଼ିତ କେତେ ରାଜା ଓ ରାଣୀଙ୍କ ଗାଥା ! ଇତିହାସ ପୃଷ୍ଠାରେ ହିଁ ରହିଯାଇଛି କେତେ କେତେ ସମ୍ରାଟ ଓ ସାମ୍ରାଜ୍ୟର କଥା ! ମ୍ଳାନ ଗୋଧୂଳିର ଅପରାହ୍ଣ ପରି କ୍ଷୀଣ, ଅତୀତର ସେହି ସମୟ ! ଜରାଜୀର୍ଣ୍ଣ ପଞ୍ଜୁରୀ…

ଲକ୍ଷ୍ମୀନୃସିଂହ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ପୂର୍ଵକଚ୍ଛର ଲକ୍ଷ୍ମୀନୃସିଂହ ମନ୍ଦିର ~  ପଞ୍ଚଦଶ ଶତାବ୍ଦୀର ଶେଷ ଭାଗ । ସୂର୍ଯ୍ୟବଂଶୀ ସମ୍ରାଟ #ପୁରୁଷୋତ୍ତମ_ଦେବ ମହାନଦୀର ଉତ୍ତର ତୀରବର୍ତ୍ତୀ ଅଞ୍ଚଳରେ ‘ଛଅଶହ ଭାଗ’ ଶାସନ ଓ ବହୁ ଜନବସତି ବସାଇଥିଲେ । ପ୍ରଜାମାନଙ୍କ ହିତ ପାଇଁ ଯେପରି ସେ ଏହି ଜନବସତି ଗୁଡ଼ିକରେ ଅଗଣିତ ପୁଷ୍କରିଣୀ ଖୋଳାଇଥିଲେ ଆଧ୍ୟାତ୍ମିକ…

ଗତେଶ୍ୱର ମନ୍ଦିର

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଗତେଶ୍ୱର ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ…

ବୀରଭଦ୍ରେଶ୍ୱର ମନ୍ଦିର

ଲେଖା: ତ୍ରିଲୋଚନ ସ୍ୱାଇଁ ~ ବୀରଭଦ୍ରେଶ୍ୱର ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ…

Lakshminarayan Temple, Champatipatna

ଲକ୍ଷ୍ମୀନାରାୟଣ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଲକ୍ଷ୍ମୀନାରାୟଣ ମନ୍ଦିର ~ ମହାଭାରତ ଯୁଗରୁ ଏପରିକି ତାହାର ବହୁ ପୂର୍ଵରୁ ବର୍ତ୍ତମାନର କଟକ ସହର ଓ ଏହାର ଆଖପାଖ ଅଞ୍ଚଳରେ ମାନବ ସଭ୍ୟତା ସହିତ ନୂତନ ଜନବସତିମାନ ଗଢ଼ି ଉଠିଥିବା ଅନୁମେୟ l ଏ ସମ୍ପର୍କରେ କୌଣସି ଐତିହାସିକ ତଥ୍ୟ ଇତିହାସରେ ଲିପିବଦ୍ଧ ହୋଇ ନଥିଲେ ହେଁ କଟକ…

ଶୁକ୍ଳେଶ୍ଵର ଗ୍ରାମର ପ୍ରାଚୀନ ଭଗବତୀପୀଠ

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶୁକ୍ଳେଶ୍ଵର ଗ୍ରାମର ପ୍ରାଚୀନ ଭଗବତୀପୀଠ ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ…

ଜିରାଙ୍ଗ

ଲେଖା: ପୂର୍ଣ୍ଣେନ୍ଦୁ ମହାପାତ୍ର ~ ଜିରାଙ୍ଗ ବା ଚନ୍ଦ୍ରଗିରିର ପଦ୍ମସମ୍ଭବ ବୌଦ୍ଧପୀଠ ~ ଦକ୍ଷିଣ ଓଡ଼ିଶାର ଗଜପତି ଜିଲ୍ଲାରେ ରହିଛି ଦକ୍ଷିଣ ଏସିଆର ସର୍ବବୃହତ୍ ବୌଦ୍ଧପୀଠ ପଦ୍ମସମ୍ଭବ ମହାବୀର ପୀଠ । ବ୍ରହ୍ମପୁରଠାରୁ ୮୫ କିଲୋମିଟର ଦୂରରେ ଗଜପତି ଜିଲ୍ଲାର ଜିରାଙ୍ଗ ବା ଚନ୍ଦ୍ରଗିରିରେ ଅବସ୍ଥିତ ଏହି ପର୍ଯ୍ୟଟନ ସ୍ଥଳୀଟି ମନକୁ ଯେତିକି ଶାନ୍ତି ପହଞ୍ଚାଇଥାଏ,…

ଦୌଡ଼େଶ୍ୱର ମହାଦେବ

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଦୌଡ଼େଶ୍ୱର ମହାଦେବ ମନ୍ଦିର ~ ଅପରୂପା ପ୍ରକୃତି ସଦା ସ୍ୱୟଂସମ୍ପୂର୍ଣ୍ଣା ଆଉ ବିଚିତ୍ର ତା’ର ରୂପଲାବଣ୍ୟ l ମେଘ ମେଦୁର ଆକାଶ, ବର୍ଷାଭିଜା ମାଟିର ମହକ, ପାହାଡ଼ ବକ୍ଷକୁ ଛୁଇଁ ଛୁଇଁ ଯାଉଥିବା ଭଷା ବଉଦ ପୁଣି ଶୀତୁଆ ଅପରାହ୍ଣରେ ସବୁଜ ଚାଦର ଢାଙ୍କି ଶୋଇଥିବା ଧରଣୀ l ଏହିଭଳି…

ନୃସିଂହନାଥ

ଲେଖା: ତ୍ରିଲୋଚନ ସ୍ୱାଇଁ ~ ନୃସିଂହନାଥ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ…