Tag ଉପେନ୍ଦ୍ର ଭଞ୍ଜ

ଭଞ୍ଜ

ଲେଖା: ନିରଞ୍ଜନ ସାହୁ ~ ଭଞ୍ଜ ପରିକ୍ରମା: ବହୁ ମତ, ସହସ୍ର ସମ୍ମତ, ସାମାନ୍ୟ ବିଦ୍ୱେଷ ~ “ପୁରା କବିନାଂ ଗଣନା ପ୍ରସଙ୍ଗେ, କନିଷ୍ଠିକାଧିଷ୍ଠିତ କାଳିଦାସଃ, ଅଦ୍ୟପି ତତ୍ତୁଲ୍ୟ କବେର ଭାବାତ୍, ଅନାମିକା ସାର୍ଥବତୀ ବଭୁବ ।” କୌଣସି କାବ୍ୟମର୍ମଜ୍ଞ ସମାଲୋଚକ ସଂସ୍କୃତ କବିମାନଙ୍କର ମୂଲ୍ୟାଙ୍କନ ପ୍ରସଙ୍ଗରେ ଆଲୋଚନା କରିବାକୁ ଯାଇ କାଳିଦାସଙ୍କୁ ଶ୍ରେଷ୍ଠ କବି…

ଆମ ଓଡ଼ିଆ ଭାଷା

ଲେଖା: ଅମ୍ବିକା ପଟ୍ଟନାୟକ ଆମ ମାତୃଭାଷା ଓଡ଼ିଆ ଭାରତର ଷଷ୍ଠ ଶାସ୍ତ୍ରୀୟ ଭାଷା l ପାଲି ପ୍ରାକୃତ ସୌରସେନୀ ମାଗଧୀ ଦେଇ ସଂସ୍କୃତ ଭାଷା ଅନୁଗାମିନୀ l ଅଶୋକ ଖାରବେଳଙ୍କ ଶିଳାଲିପି ଠାରୁ ଆରମ୍ଭ କରି ଚର୍ଯାପଦ ସାରଳା ଦାସ, ପଞ୍ଚସଖା, ଦୀନକୃଷ୍ଣ, ଉପେନ୍ଦ୍ର ଭଞ୍ଜ, ରାଧାନାଥଙ୍କ ଠାରୁ ଆଧୁନିକ ଯୁଗ ପର୍ଯ୍ୟନ୍ତ ଦୀର୍ଘଯାତ୍ରା l…

ଲୁ

ଲେଖା: ଶିଶିର ସାହୁ ମନୋଜ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ପଦ୍ଯରେ ଗୋଟିଏ କାଳ୍ପନିକ କାହାଣୀ ଲେଖିଛନ୍ତି ଲାଵଣ୍ଯଵତୀ, ଯାହାର ନାମ ସାରା ଓଡ଼ିଶାରେ ଲୋକପ୍ରିୟ । ଏକଦା କନ୍ୟାମାନଙ୍କର ଲାଵଣ୍ଯବତୀ ନାମ ରଖାଯାଉଥିଲା । ସାଧାରଣତଃ ଲାଵଣ୍ଯଵତୀ ଶବ୍ଦର ଅର୍ଥ “ଅତିସୁନ୍ଦରୀ ନାରୀ” । ଲାଵଣ୍ୟବତୀ କାଵ୍ଯର ନାୟିକା ବାଞ୍ଛାଵତୀ ମଧ୍ୟ ପରମା ସୁନ୍ଦରୀ ଥିଵା…

ଉପେନ୍ଦ୍ର ଭଞ୍ଜ

ଗବେଷଣା ଓ ଲେଖା: ସନ୍ତୋଷ ପଟ୍ଟନାୟକ କବିସମ୍ରାଟ ଉପେନ୍ଦ୍ରଭଞ୍ଜ । ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବିସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି…

ନିମାଇଁ ଚରଣ

ଲେଖା: ଅମ୍ରିତେଶ ଖଟୁଆ “ଚକାଡୋଳା କିମ୍ପା ଡକା, କିମ୍ପା ଡକା ନ ଶୁଣ… ଡକାବଜା ପ୍ରଭୁ ଥକା ହୋଇ ବସି  ବିକଶିଲ ତୁମ୍ଭେ ଏ କେଉଁ ଗୁଣ।” ସୁରମାଧୁରୀର ପଟାନ୍ତର ଏକ ହିଁ ଜଗନ୍ନାଥ… ବିଦଗ୍ଧକବି ଅଭିମନ୍ୟୁ ମଧ୍ୟ ଏହିପରି ମାନପୂର୍ବକ ଥର କହି ଦେଇଥିଲେ – “ଦୁଃଖୀ ଜଣାଇଲେ ଦୁଃଖ କେବେ ହେଁ ନୁହଁ…

ଦୀନକୃଷ୍ଣ ଦାସ

ଲେଖା: ନିରଞ୍ଜନ ସାହୁ ରୀତିଯୁଗର ଅନ୍ୟତମ ପ୍ରତିଭା ସନ୍ଥକବି ଦୀନକୃଷ୍ଣ ଦାସ ! “କୃପାସିନ୍ଧୁ ବଦନ କରି ଅବଲୋକନ, କେଉଁ କରମହୀନ ଜନ, କାକୁସ୍ତଭର ହୋଇ କର ଯୋଡ଼ି ଜଣାଇଁ ଗରୁଡ଼ ସ୍ତମ୍ଭ ସନ୍ନିଧାନ ହେ ମହାପ୍ରଭୁ ! କୃପା ସରିତ ପତି ହୋଇ କର୍ମହୀନ ଜନର ତହିଁ, କରୁଣା କଲ ନାହିଁ କିମ୍ପା ହେ…

କବିଶେଖର ଚିନ୍ତାମଣି ମହାନ୍ତି 

ଲେଖା: ଅମ୍ରିତେଶ ଖଟୁଆ “ସୌଭାଗ୍ୟର ଏ କି ମହା ଶୁଭଦିନ,  ନାଚି ଉଠେ ପ୍ରାଣେ ପୁଲକ ନବୀନ। ଅଲକ୍ଷ୍ୟରେ କୋଟି ଆନନ୍ଦ-ହାବେଳି,  ମନ ମଧ୍ୟେ ପଶି ଯାଉଅଛି ଖେଳି।”  (ଘୁମୁସର କାବ୍ୟ ) ଦ୍ଵାଦଶ ସର୍ଗ ବିଶିଷ୍ଟ ବର୍ଣ୍ଣନାତ୍ମକ “ଘୁମୁସର କାବ୍ୟ”, କବିଶେଖରଙ୍କ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତି ଥିବା ଅନୁରକ୍ତିକୁ ଦର୍ଶାଇ ତାଙ୍କ ଜନ୍ମଭୂମିର ଚମତ୍କାର…