Tag ଓଡ଼ିଆରେ କାହିଁକି ଲେଖିବି

ଓଡ଼ିଆରେ କାହିଁକି ଲେଖିବି

ଉପସ୍ଥାପନା: ନିରଞ୍ଜନ ସାହୁ ~ ମୁଁ ଓଡ଼ିଆରେ କାହିଁକି ଲେଖିବି  ~ ସବୁ ଦେଶର ଲେଖକ-ଜାତି ଦରିଦ୍ର ! Suffering is the badge of our tribe! ଲାଞ୍ଛନା ଆମ୍ଭମାନଙ୍କର ଲାଞ୍ଛନ । ଲାଞ୍ଛନା ଓ ଦୁଃଖ, ସାଧନା ଓ ଅନୁଭୂତିର ଜନନୀ ଓ ଧାତ୍ରୀ । ସାଧନା ଓ ଅନୁଭୂତି ସାହିତ୍ୟ-ସୃଷ୍ଟିର ମେରୁଦଣ୍ଡ…