Tag ଓଡ଼ିଆ ଘର

ସଞ୍ଜସଳିତା (Sanjasalita)

ଉପସ୍ଥାପନା: ଅନ୍ତରଙ୍ଗ କଳିଙ୍ଗ  ସାରାଦିନର ଶ୍ରମପରେ ଘରକୁ ଫେରି ଆସେ ପକ୍ଷୀ, ଶ୍ରମଜୀବୀ । ସୂର୍ଯ୍ୟ ଢଳିଯାଏ ପଶ୍ଚିମାଚଳର ବିସ୍ତାରିତ ଦିଗନ୍ତରେ, ସିନ୍ଦୁରିମାର ସନ୍ତକ ଛାଡ଼ି । କ୍ଲାନ୍ତ ପୃଥିବୀ ଘୋଡି ହୁଏ ସଞ୍ଜ ଅନ୍ଧାର । ଠାକୁର ଘରେ ଧୂପ, ଆଳତିର ବାସ୍ନା । ଓଡ଼ିଆ ଘର ବୋହୂ ସଞ୍ଜବତୀ ଦିଏ ଘରର ଦୁଆରବନ୍ଧ…