ଓଡ଼ିଶାର ବିକ୍ରମାଦିତ୍ୟ

ସାର୍ ବାସୁଦେବ ସୁଢଳଦେବ

ରାଜପ୍ରବୀର, ନବ ଉତ୍କଳରେ ଅଗ୍ରଗଣ୍ୟ ହେବାରେ ସୁରଭାରତୀ ସମୁପାସକ ହେଉଛନ୍ତି ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳଦେବ। ଅନ୍ଧାରୀ ଶାସକମାନଙ୍କ ଗଡଜାତ ରାଜ୍ୟମାନଙ୍କ ମଧ୍ୟରେ କବଳିତ ଓ…

4 years ago