Tag ଓଡ଼ିଶା ମିଶନ ପ୍ରେସ୍

ଓଡ଼ିଶା ମିଶନ ପ୍ରେସ୍

ଲେଖା: ଦେଵ ତ୍ରିପାଠୀ ୧୮୩୭ ସନ୍ । କଟକ । ଓଡ଼ିଶାରେ ଆଧୁନିକ ଶିକ୍ଷାର ପ୍ରସାର ଏବଂ ଓଡ଼ିଆ ପାଠ୍ୟପୁସ୍ତକ ପ୍ରଣୟନ ଦିଗରେ ବ୍ରିଟିଶ ସରକାରଙ୍କ ସମୟୋପଯୋଗୀ ପଦକ୍ଷେପ ନିଶ୍ଚିତଭାବେ ଥିଲା ପ୍ରଶଂସନୀୟ । ସେତେବେଳେ ଓଡ଼ିଶାରେ ଛାପାଖାନା ନ ଥିଲା ! ଓଡ଼ିଆ ପୁସ୍ତକର ଅଭାବ ଥିଲା, ଓଡ଼ିଆ ପିଲାଏ ବିଦ୍ୟାଳୟରେ ବଙ୍ଗାଳୀ ପୁସ୍ତକମାନ…