Tag କପିଳେନ୍ଦ୍ର ଦେବ

କପାଳୀ ମଠ

ଲେଖା: ଅମ୍ବିକା ପଟ୍ଟନାୟକ   ∼ କପାଳୀ ମଠ : ଓଡ଼ିଆ ସାମରିକ ଶକ୍ତିର ଅଭ୍ୟୁତ୍ଥାନ ପୀଠ ∼ ଭୁବନେଶ୍ୱରର ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିର ପଶ୍ଚିମ ଦିଗରେ ଅବସ୍ଥିତ ଚିତ୍ରକାରିଣୀ ମନ୍ଦିର ସମୂହ l ଲିଙ୍ଗରାଜ ମନ୍ଦିର କର୍ଜନ ସ୍ତମ୍ଭ ରାସ୍ତା ଦେଇ ପଶ୍ଚିମକୁ ଆଗେଇ ଚାଲିଲେ ଚିତ୍ରକାରିଣୀ ମନ୍ଦିର l ତେବେ ମନ୍ଦିର ଆଗରୁ…

ଐତିହାସିକ ଦାଣ୍ଡିଯାତ୍ରା ଓ ଶ୍ରୀଜଗନ୍ନାଥ ମନ୍ଦିର

ଲେଖା: ଅମ୍ବିକା ପଟ୍ଟନାୟକ ଐତିହାସିକ ଦାଣ୍ଡିଯାତ୍ରା ଓ ଶ୍ରୀଜଗନ୍ନାଥ ମନ୍ଦିର l କିଛି ସମ୍ପର୍କ ଅଛି କି? ଟିକେ ପର୍ଯ୍ୟାଲୋଚନା ହେଉ l ମହାତ୍ମା ଗାନ୍ଧୀ ୧୮ ମାର୍ଚ୍ଚ ୧୯୩୦ରୁ ୬ ଏପ୍ରିଲ ୧୯୩୦ ଆରମ୍ଭ କରିଥିଲେ ସବରମତୀ ଆଶ୍ରମରୁ ଦାଣ୍ଡି ସମୁଦ୍ରକୂଳ, ଦୁଇଶ କୋଡିଏ କିଲୋମିଟର ଯାତ୍ରା l “ଲବଣ ସତ୍ୟାଗ୍ରହ” ନାମରେ ଖ୍ୟାତ…

Ishaneswar Temple

ଇଶାଣେଶ୍ୱର ମହାଦେବ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଇଶାଣେଶ୍ୱର ମହାଦେବ ମନ୍ଦିର ~ ଅଷ୍ଟମ ଶତାବ୍ଦୀରୁ ପ୍ରତିଷ୍ଠିତ ଝଙ୍କଡ଼ ପ୍ରଗଣାର ଦେବୀ ଶାରଳା ଠାକୁରାଣୀଙ୍କ ପୀଠଟି ତତ୍କାଳୀନ ଓଡ଼ିଶା କାହିଁକି ସାରା ଭାରତରେ ଏକ ପ୍ରମୁଖ ତନ୍ତ୍ର ପୀଠ ରୂପେ ପରିଚିତ ଥିଲା ଏବଂ ଭଗବତୀ ଶାରଳାଙ୍କୁ ତନ୍ତ୍ର ଦେବୀ ରୂପେ ପୂଜା କରାଯାଉଥିଲା l ମାତ୍ର ପରବର୍ତ୍ତୀ…

ଓଡ଼ିଶାରେ ମୁସଲମାନ ଆକ୍ରମଣ

ଲେଖା: ଶିଶିର ସାହୁ ମନୋଜ ପବିତ୍ର ଭୂମି ଓଡ଼ିଶାରେ ମୁସଲମାନ ଆକ୍ରମଣ ! ସମସ୍ତ ଓଡ଼ିଆ ପ୍ରାଣଙ୍କ ଗୋଚରାର୍ଥେ ଏଠାରେ ଉଲ୍ଲେଖ କରାଗଲା । ୧. ୧୨୧୨ରେ ଦିଲ୍ଲୀ ସୁଲତାନ୍ ଗୟାସୁଦ୍ଦିନ ବଙ୍ଗକୁ କର ମାଗିଲା, ତାପରେ ଓଡ଼ିଶା ପାଳି ପଡିଲା । ଲାଙ୍ଗୁଳା ନରସିଂହ ଦେବ କର ଦେବାକୁ ଅଗ୍ରାହ୍ଯ କରିଦେଲେ । ଗୟାସୁଦ୍ଦିନ…

ଆଦିକବି ସାରଳା ଦାସ

ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .

ଏ ଜାତି ଗାଲମାଧବ (ଭାଗ ୨)

ଲେଖା: ଦେଵ ତ୍ରିପାଠୀ ବିରୂପା ନଦୀକୂଳରେ ଯେଉଁ ମହିୟସୀ ନାରୀଙ୍କ ଆତ୍ମୋତ୍ସର୍ଗ ଯେ ସ୍ବାଧୀନ ତଥା ସ୍ବର୍ଣ୍ଣିମ ଉତ୍କଳ ଗଠନ ପାଇଁ ଅଭିପ୍ରେରିତ କରିଥିଲା, ସମ୍ପୃକ୍ତ ଅଞ୍ଚଳଟି ଓଡ଼ିଶାର ଭୋୖଗୋଳିକ ମାନଚିତ୍ରରେ ଗର୍ବିତ ସ୍ଥାନ ଅଧିକାର କରି ନଥିଲେ ମଧ୍ୟ ରାଜ୍ୟର ମହାର୍ଘ ଇତିହାସ ସହିତ ଚକଡା଼ପୋଥି ଏବଂ ମାଦଳାପାଞ୍ଜିରେ ପାଇଥିଲା ଗୌରବାବହ ସମୁଜ୍ଜ୍ୱଳ ପରିଚୟ…