Physical Address
Sai Samarpanam, Satya Vihar, Bhubaneswar
ଲେଖା: ନିରଞ୍ଜନ ସାହୁ ଓଡ଼ିଆ ସାହିତ୍ୟରେ କବି ଶରଣ ଦାସ ବେଶୀ ପରିଚିତ ନୁହନ୍ତି । ସେ ସପ୍ତଦଶ ଶତାବ୍ଦୀର କବି, ବୈଷ୍ଣବ ମତବାଦୀ । ଜଗନ୍ନାଥଙ୍କ ଚାଚେରୀ ଲୀଳା ଦେଖିବାକୁ ଯାଇଥିଲେ ଶ୍ରୀକ୍ଷେତ୍ର । ଯାହା ଦେଖିଥିଲେ ତାହାର ଅବିକଳ ବର୍ଣ୍ଣନା କରିଛନ୍ତି ତାଙ୍କର ରଚିତ ଏକ ମାତ୍ର ଗ୍ରନ୍ଥ ‘ଚାଚେରୀ ଲୀଳା’ରେ ।…
ଲେଖା: ନିରଞ୍ଜନ ସାହୁ ପ୍ରସ୍ଫୁଟିତ ହେଲେ ବଣମଲ୍ଲୀ ଭାବେ । ବାସ ଚହଟାଇଲେ ଏବଂ ଝଡି଼ଗଲେ କବି ଶରଣ ଦାସ ! ଋତୁରାଜ ବସନ୍ତଙ୍କ ଆଗମନ । ଶ୍ରୀମନ୍ଦିରରୁ ପ୍ରଭୁ ମଦନଗୋପାଳ ଫାଲଗୁନ ଶୁକ୍ଲ ଏକାଦଶୀ ରାତ୍ରିରେ ଫଗୁ ଖେଳିବା ପାଇଁ ବାହାରିଛନ୍ତି, ଚାଚେରୀ ଭ୍ରମଣରେ । ପୃଥିବୀ ବୈକୁଣ୍ଠରେ ଆରମ୍ଭ ହୋଇଯାଇଛି ଶ୍ରୀକୃଷ୍ଣ ରୂପରେ…