Physical Address
Sai Samarpanam, Satya Vihar, Bhubaneswar

~ ଓଡ଼ିଶାର ଚିତ୍ରକଳା ~ ଲେଖା: ଅମୃତେଶ ଖଟୁଆ ସମଗ୍ର ସୃଷ୍ଟି ହିଁ ଗୋଟିଏ #ଚିତ୍ର । #ସୂର୍ଯ୍ୟୋଦୟ, #ସୂର୍ଯ୍ୟାସ୍ତ, #ଉତ୍ତାଳ #ସମୁଦ୍ର, #ବେଗବାନ #ପବନ, #ସ୍ରୋତସ୍ବିନୀ ନଦୀଠୁ ଆରମ୍ଭ କରି ଫୁଲ ଓ ଫଳ ଯାଏଁ ଆଦୂର୍ବାଦ୍ରୁମ ଶ୍ୟାମାୟିତ ସବୁଜ ପୃଥିବୀ । ସବୁ କିଛି ହିଁ ସୃଷ୍ଟି-ନିହିତ ଅଭିବ୍ୟକ୍ତି ଶକ୍ତିର ଏକ ଏକ…

ଲେଖା: ଦେଵ ତ୍ରିପାଠୀ ଏ ଓଡ଼ିଆ ଜାତି ଦିନେ ଥିଲା କଳାର ପୂଜାରୀ । ଏ ଜାତିର କଳାସ୍ଥାପତ୍ୟ ଥିଲା ବିଶ୍ୱରେ ଅଦ୍ୱିତୀୟ । କେବଳ ଚିତ୍ରକଳା କିମ୍ବା ଚାରୁକଳା ନୁହେଁ, ଶିଳ୍ପକଳାରେ ମଧ୍ୟ ଏ ଜାତି ଥିଲା ସିଦ୍ଧହସ୍ତ । ବେତ ବାଉଁଶଠାରୁ ମାଟିପଥର ପର୍ଯ୍ୟନ୍ତ ସବୁଥିରେ ଏଇ ଓଡ଼ିଆଶିଳ୍ପୀର କଳାନୈପୁଣ୍ୟ ଥିଲା ସୁସ୍ପଷ୍ଟ…

ଲେଖା: ଦେବ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରେ ଦିଗପହଣ୍ଡି । ଢୁମ୍ପା, କଳାସଂସ୍କୃତି, ସାହିତ୍ୟ, ଗଡ଼ଜାତୀୟ ଇତିହାସ ଓ ଐତିହ୍ୟ ସୁରଭିତ ଦିଗପହଣ୍ଡି ମାଟି ମଧ୍ୟ…