Physical Address
Sai Samarpanam, Satya Vihar, Bhubaneswar

ଲେଖା: ଡାକ୍ତର ପ୍ରଳୟ ନାୟକ “ଜଇଆ ପଛେ ଜୀବନ ଦେଲା ନୁଆଇଁ ନାହିଁ ମଥା…” ଏ ଧାଡ଼ିଟି ମାତ୍ର ଶୁଣି ଯଦି କୋଉ କଳିଙ୍ଗୀର ପ୍ରାଣ ପୁରି ନଉଠୁଛି ଆତ୍ମଶ୍ଳାଘାରେ, ଶୋକ ଓ ଗର୍ବରେ ଯଦି ବିଦାରି ନ ହେଉଛି ବକ୍ଷ, ସେମାନଙ୍କୁ ମୁଁ କହୁଚି, ସେମାନେ ନ ପଢ଼ନ୍ତୁ ଏ ଲେଖା । ଅବିଜିତ…

ଲେଖା: ନିରଞ୍ଜନ ସାହୁ ଗୋଟିଏ ପରେ ଗୋଟିଏ ସଫଳତାର ସହ ଭାରତର ବିଭିନ୍ନ ରାଜ୍ୟର ଶାସନଭାର ହାତକୁ ନେବାପରେ ଇଂରେଜ ସରକାରଙ୍କ ଦୃଷ୍ଟି ଓଡ଼ିଶା ଉପରୁ ବାଦ୍ ଯାଇନଥିଲା। ନିଜର ଶୌର୍ଯ୍ୟ ପାଇଁ ବିଦିତ ଓଡ଼ିଶାକୁ ଆକ୍ରମଣ କରି ନିଜ ଅକ୍ତିଆରକୁ ନେବା ଥିଲା ଇଂରେଜ ସରକାରଙ୍କ ପାଇଁ ଏକ ବଡ଼ ଆହ୍ବାନ। ୧୮୦୩ ମସିହାରେ…

ବ୍ରାହ୍ମଣ ହୋଇ ଥିବା କାରଣରୁ ପାରମ୍ପରିକ ଯୁଦ୍ଧବିଦ୍ୟା ଶିକ୍ଷା ନ କରି ମଧ୍ୟ ଦେଶମାଟିର ସମ୍ମାନ ଓ ସ୍ବାଭିମାନ ପାଇଁ ସେ ଶାସ୍ତ୍ର ଛାଡି ହାତରେ ଧରିଥିଲେ ଶସ୍ତ୍ର । ପଣ୍ଡିତରୁ ବନିଯାଇଥିଲେ ଯୋଦ୍ଧା, ସଂଗଠକରୁ ସେ ହୋଇଥିଲେ ଅଗ୍ରଣୀ ସେନାନାୟକ . .

ଉପସ୍ଥାପନା: ଦେଵ ତ୍ରିପାଠୀ ଓଡ଼ିଶାର ପ୍ରଥମ ବିଦ୍ୟାଳୟ । ଓଡ଼ିଶାକୁ ଇଷ୍ଟଇଣ୍ଡିଆ କମ୍ପାନୀ ୧୮୦୩ରେ ମରହଟ୍ଟାମାନଙ୍କ କବଳରୁ ଦଖଲ କଲା ମାତ୍ର ୩/୪ ଘଣ୍ଟାର ଲଢ଼େଇ ପରେ । ଇଂରେଜମାନଙ୍କ ନିକଟରୁ ପରାସ୍ତ ହୋଇ ମରହଟ୍ଟାମାନେ ଓଡ଼ିଶାର ରାଜଧାନୀ କଟକର ବାରବାଟୀ ଦୁର୍ଗରୁ ପଳାୟନ କରିଥିଲେ । ମାତ୍ର ଇଂରେଜମାନଙ୍କୁ କ୍ରମାଗତ ଭାବେ ଓଡ଼ିଶାର ସ୍ଥାନୀୟ…