Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ ‘‘ହାତ ଚାଖଣ୍ଡେ ଖୋଳିବ ଗାତ, ପତର ଖଣ୍ଡିକେ ନ ଦେବ ହାତ, ଚାଖଣ୍ଡେ ମାପି ଭାଙ୍ଗିବ ଭଣ୍ଡା, ତେବେ ସେ ଦେଖିବ କଦଳୀ ପେଣ୍ଡା ।” ଏମିତି ଆମ ଗାଁ ଗହଳିରେ କେତେ ବଚନ ଶୁଣୁ ! କଦଳୀ ଚାଷକୁ ନେଇ ଇଏ ଆମ #ଲୋକଗୀତ…
ଲେଖା: ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ (ଭାଗ ୩) “ନଣନ୍ଦ ଗୋରୀ, ଚଉ ପାହାରୀ ବସିଥାଏ ପାଆ ଭାଗେ, ଟିକିନିଖି କରି ଫୋଡ଼ି ଦେଉଥାଏ ଭାଇ ଘଇତାର ଆଗେ !” ଇସ ! କି ଅବାଗିଆ କଥାଗୁଡ଼ା ! ! ସାଧାରଣତଃ ଏଇଭଳି ଘୃଣାଭରା ମନ୍ତବ୍ୟ ମିଳେ ଆମ ଶିକ୍ଷିତ ଓଡ଼ିଆଙ୍କ ଠାରୁ…
ଲେଖା: ଶିଶିର ସାହୁ ମନୋଜ ଆମ ଲୋକସାହିତ୍ୟର ଏକ ମହତ୍ତ୍ୱପୂର୍ଣ୍ଣ ଅଙ୍ଗ ହେଉଛି ଆମ ଢଗଢମାଳି । “ଚାନ୍ଦରେ କଳଙ୍କ ସୂରୁଜ ଖୁଣଲୋ ଦରିଆ ପାଣିତ ଲୁଣିଆ କିଏ ଅକଳଙ୍କୀ ରହିଛି ଏଡେଲୋ ହୋଇକି ଅନ୍ଧାରକଣିଆ ।” ଚନ୍ଦ୍ର ଶୀତଳତା ପ୍ରଦାନ କରେ, କିନ୍ତୁ ତା’ ଦେହରେ ଦାଗ। ସୂର୍ଯ୍ୟ ବିନା ଜୀବଜଗତ ତିଷ୍ଠିବା ଅସମ୍ଭବ।…
ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା ଭିତରେ ପେଷି ହୋଇ ଯାଉଥିବା ମଣିଷ ହରାଇବସୁଛି ନିଜର କର୍ମଦକ୍ଷତା । ଏହି ସମାଜ ଆଧୁନିକତା ଛଳରେ ସହରୀସଭ୍ୟତା ସହ ନିଜକୁ ତଉଲି ଚାଲିବାର ଉଦ୍ୟମ କରିଛି…