ଲେଖା: କୁଳମଣି ଷଡ଼ଙ୍ଗୀ ନୟାଗଡ଼ଠାରୁ ୩୦ କିଲୋମିଟର ଦୂରରେ, ମହାନଦୀ କୂଳରେ ବ୍ରହ୍ମାଦ୍ରି-ନାଥ ନୀଳମାଧବଙ୍କ କ୍ଷେତ୍ର କଣ୍ଟିଲୋ ଅବସ୍ଥିତ। ଉତ୍ତରରେ ଉତ୍କଳ-ଗଙ୍ଗା ମହାନଦୀ,ଦକ୍ଷିଣ ପଶ୍ଚିମରେ କୁମାରୀକା (କୁଆଁରୀଆ […]