Physical Address
Sai Samarpanam, Satya Vihar, Bhubaneswar

ଦୀନବନ୍ଧୁ ମିଶ୍ର ~ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣ ~ ବହୁଵର୍ଷ ଧରି ଓଡ଼ିଶାଵାସୀ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣର ଦାବି ଆଗତ କରି ଆସୁଛନ୍ତି। ଵର୍ତ୍ତମାନ ‘ଵନାଞ୍ଚଳ ରାଜ୍ୟଗଠନ ପ୍ରସଙ୍ଗରେ ଏହି ଦାବୀ ପୁନର୍ଵାର ଉତ୍ଥାପିତ ହୋଇଅଛି । ୧୯୪୭ ମସିହା ଡିସେମ୍ବର ଦଶ ତାରିଖ ଦିନ ସରଦାର ବଲ୍ଲଭଭାଇ ପଟେଲଙ୍କ ଉପସ୍ଥିତିରେ ଗଡଜାତ…

ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା, ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ ମା’ ଚର୍ଚ୍ଚିକା ବିରାଜନ୍ତି ଶୋଭା, ଭକ୍ତଙ୍କୁ କୋଳକୁ ଟାଣି, କପାଳରେ ହାତ ଦେଇ ବରଷନ୍ତି କୃପାଜଳ ଅବିରତ II” ମାତୃଶକ୍ତି ଯୁଗେ ଯୁଗେ ବନ୍ଦନୀୟା । ସେ…