Tag ଧରଣୀଧର ମିଶ୍ର

ଭାଷାସଂଗ୍ରାମୀ ଧରଣୀଧର ମିଶ୍ର

  ଲେଖା: ଶିବାଶିଷ ମହାପାତ୍ର “କଷ୍ଟ କଲେ କୃଷ୍ଣ ମିଳେ ଏ ସାର ବଚନ, ମନେ ରଖିଥିବ ସଦା ଆହେ ଶିଶୁ ଗଣ ।” ୧୮୬୮ ମସିହାର ସମ୍ବଲପୁର କଥା । ସେତେବେଳର ଏହି ଅଞ୍ଚଳରୁ ବାହାରିଥିଲେ ଗୋଟିଏ ବାଳକ ମନରେ ଅଦମ୍ୟ ଅଭିଳାଷ ଏବଂ ମ୍ୟାଟ୍ରିକ ପରୀକ୍ଷା ପାସ କରିବାର ଆଶା ନେଇ ।…

ଧରଣୀଧର ମିଶ୍ର 

ଲେଖା: ନିରଞ୍ଜନ ସାହୁ “ମହତ ଛାମୁରେ ପ୍ରାର୍ଥନା କରିବା ପ୍ରଶଂସ୍ୟ ଅଟଇ ସଦା, ଫଳ ଲାଭ ପଛେ ନହେଲେ ନହେବ ନୀଚେ ନ ଯାଚିବ କଥା । ମୋହ ଲାଗି କେତେ ଯତନ କରୁଛି ଆହା ମୋ ଧରଣୀଧର,  ତୋତେ ଘେନି ମୁହିଁ ପୁତ୍ରବତୀ ଏକା ତୁହି ମୋ ଯୋଗ୍ୟ କୁମର ।”  ଏହା ଥିଲା…

ନୀଳମଣି ବିଦ୍ୟାରତ୍ନ

ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .