Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ପତ୍ର ପାଇବା ଓ ଉତ୍ତର ଦେବାରେ ଦି' ପଇସା ଖର୍ଚ୍ଚ, କିନ୍ତୁ ସେଇ ଦି' ପଇସାର ମୂଲ୍ୟ ବୋଧହୁଏ ଗୋଦାବରୀଶଙ୍କ ପାଇଁ ଥିଲା ଦୁଇ ଲକ୍ଷ ଟଙ୍କାରୁ ଅଧିକ i କାରଣ ଫକୀରମୋହନକ ପରି ମହାସିନ୍ଧୁଙ୍କ ସଙ୍ଗେ ତାଙ୍କ ଜୀବନର କ୍ଷୁଦ୍ର ପାଣିଟୋପାଟିକୁ ନେଇ ମିଶାଇ ପାରିଥିଲା ସେଇ ପତ୍ର . .
ଉପସ୍ଥାପନା: ନିରଞ୍ଜନ ସାହୁ ପିଲାଦିନେ ସେ ଥିଲେ ଚଞ୍ଚଳ ପ୍ରକୃତିର। ପାଠ ପଢ଼ାରେ ମନ ଊଣା। ଚାଟଶାଳୀରେ ଅବଧାନଙ୍କ ପାଖରେ ବସି ରହି, ପାଠ ମୁଖସ୍ଥ କରିବାକୁ ଆଗ୍ରହ ଏକରକମ ଶୂନ୍ୟ। ଚାହାଳୀରୁ ଲୁଚି ପଳାଇବା ବେଳେ ଅବଧାନ ପଠାଉଥିଲେ ଅନ୍ୟ ବଡ଼ ପିଲାଙ୍କୁ ଧରି ଆଣିବା ପାଇଁ। ସେ କିନ୍ତୁ ବିଜୁଳି ବେଗରେ ଧାଇଁ…