Tag ପାଲା

ସତ୍ୟନାରାୟଣ ପୂଜା

ଲେଖା: ନିରଞ୍ଜନ ସାହୁ ~ ସତ୍ୟନାରାୟଣ ପାଲା ~ ଓଡ଼ିଶାର ପାଲା ବହୁ ପ୍ରାଚୀନ । ପରବର୍ତ୍ତୀ ସମୟରେ ସତ୍ୟପୀର ପାଲା ଓଡ଼ିଶାରେ ପ୍ରବେଶ କରିଥିବା ସହଜେ ଅନୁମେୟ । କିନ୍ତୁ ସତ୍ୟନାରାୟଣ ପାଲା , ଯାହା ଓଡ଼ିଶାର ଆତ୍ମା, ତାହାର ଉଦ୍ଭବ ଗଂଗବଂଶ ରାଜୁତି ସମୟର । ଗବେଷକ ନୀଳମଣି ମିଶ୍ରଙ୍କ ଏହି ଉକ୍ତିକୁ…

ପାଲା

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି !        ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

କବିମଞ୍ଜୁଳ

ଲେଖା: ଦେଵ ତ୍ରିପାଠୀ   କବିମଞ୍ଜୁଳ କୃଷ୍ଣପ୍ରସାଦ ବସୁ ! “ମୋତେ ଦୁନିଆଁ କହୁଛି ପାତକୀ ! ତୁମେ ଜାଣ ପ୍ରଭୁ କିସ ମୁଁ ହୋଇଛି ବିଛୁଆତି ଅବା କେତକୀ ?” ଅଭିମାନଭରା ହୃଦୟରେ ଜୀବଦ୍ଦଶାରେ କେବେ ଲେଖିଥିଲେ ସେ ଏଇପଦକ ! ଜୀବନର ଶେଷ ସମୟ ଯାଏଁ ଏଇ ଆଶାରେ ସେ ଜୀଇଁ ଥିଲେ,…

ଶ୍ୟାମସୁନ୍ଦର ରାଜଗୁରୁ

ଲେଖା: ଅମ୍ରିତେଶ ଖଟୁଆ “ବିଚକ୍ଷଣ ରାଜଗୁରୁ ହେ ଶ୍ୟାମସୁନ୍ଦର, ଆଦ୍ୟ ଗ୍ରାଜୁଏଟ ତୁମ୍ଭେ ଗଞ୍ଜାମ ଜିଲ୍ଲାର। ଗଞ୍ଜାମ ବାସୀଏ ଏଣୁ ଥିଲେ ଆଶା କରି, ସର୍ବକାର୍ଯ୍ୟେ ହେବ ତୁମ୍ଭେ ଅଗ୍ରଣୀ ଏପରି।             ସେଥିରୁ ଚିହ୍ନ ସ୍ଵରୂପ ବୋଲା ଯାଇପାରେ, ସଭାପତି ହେଲ ଆଦ୍ୟ ଗଞ୍ଜାମ ସଭାରେ। ×     ×      ×     ×     ସମାଜ ଆଭ୍ୟନ୍ତରିତ…

ଯୋଡ଼ା ଝୁଲଣର କଥା: ମାଳତୀ ଝୁଲଣ

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଆମ ଉତ୍କଳରେ ବାରମାସେ ତେର ପର୍ବ। ଏହା ସଭିଙ୍କୁ ଗୋଚର। ମହାପ୍ରଭୁ ଲୀଳାମୟ ଜଗନ୍ନାଥଙ୍କ ଅନେକ ପର୍ବ ମଧ୍ୟରୁ ତ୍ରିରାସ ଅନ୍ୟତମ । ତନ୍ମଧ୍ୟରୁ ଝୁଲଣ ଉତ୍ସବଟି ପ୍ରଧାନ। ବର୍ଷକରେ ଥରେ ଏହା ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ ପ୍ରତିପଦା ଯାଏଁ ପାଳନ ହୁଏ। ଏଥିରେ ସୁନ୍ଦର ଯୁଗଳ…

ରାଧାପ୍ରେମ ଲୀଳା

ଲେଖା: ସନ୍ତୋଷ ପଟ୍ଟନାୟକ ଆବାହମାନ କାଳରୁ ସାମାଜିକ ଜୀବରେ ଲୋକନୃତ୍ୟ, ଲୋକସଙ୍ଗୀତ ଓ ଲୋକବାଦ୍ୟ ସର୍ବଦା ବିଶେଷ ଭୂମିକା ନେଇଆସିଛି । ବିଶେଷକରି ଦୈନନ୍ଦିନ ଜୀବନର ବ୍ୟସ୍ତତା ମଧ୍ୟରେ  କିଛି ଆନନ୍ଦ ଓ କିଛି ସାମାଜିକ ତୃଷ୍ଟି ନିମନ୍ତେ ସନ୍ଧ୍ୟାରେ ଗ୍ରାମ ଦାଣ୍ଡରେ, କୋଠଘରେ କିମ୍ବା ଭାଗବତ ଟୁଙ୍ଗୀରେ ଦାସକାଠୀ, ସଖିନାଟ, ଘୁଡ଼ୁକି, ପାଲା ଓ…

ବ୍ରଜସୁନ୍ଦର ଦାସ 

ଲେଖା: ଅମ୍ରିତେଶ ଖଟୁଆ “ଅଶରୀରୀ, ସଞ୍ଜ ପବନ ବଂଶଧାରା ନଈ ସେପାରିରୁ ବହି ଆଣୁଛି ତୁମରି ବାଣୀ – ‘ବାବା ସରି ନାହିଁ ତ।’ ନିର୍ଜନ ଏହି ଦି’ ତାଲାର କୋଠରୀ। କାହାର ଏ ସ୍ଵର? ପୁଣି ବାଜୁଛି କାନରେ, ‘ବାବା ସରିନାହିଁ ତ।’ ତୁମେ ତେବେ ଅଛ? କାଲିପରି ଲାଗୁଛି ହେ ବ୍ରଜସୁନ୍ଦର*, ନିଜ…

ଗୋପାଳ ଛୋଟରାୟ

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମହାନ ନାଟ୍ୟକାର । ଜଣେ ସରଳ ଗ୍ରାମ୍ୟ ବାଳିକାର ଏକ ଜଟିଳ ଭବିତବ୍ୟ ଭିତରେ ବଡ ହୋଇ ଉଠିବାର ଏକ ବହୁକୋଣୀୟ ଅଭିଜ୍ଞତାକୁ ନେଇ ସେ ରଚିଥିଲେ ‘ନଷ୍ଟଉର୍ବଶୀ’ ନାଟକ । ସେଇ ଉପଜୀବ୍ୟ କାହାଣୀର କଥାବସ୍ତୁ ଯେତିକି ଗ୍ରାମ ଆଉ ସହର ସହିତ ସଂପୃକ୍ତ ସେତିକି ପ୍ରେମ…