Tag ପୁରୁଷୋତ୍ତମପୁର

ପୁରୁଷୋତ୍ତମପୁର

ଲେଖା: ଅମୃତେଶ ଖଟୁଆ ~ ଉପକଣ୍ଠର କଟକ: ପୁରୁଷୋତ୍ତମପୁର ~ ମେଘସୁନ୍ଦର ଶ୍ରାବଣର ଘନଭୂରୁ ତଳେ ଅଳସ ଭାଙ୍ଗିଲାଣି ଭୋଦୁଅର ସକାଳ । ପ୍ରକୃତିସ୍ଥ ପ୍ରଭାତରେ ସଜାଗ ପ୍ରଶାନ୍ତିକୁ ପାଥେୟ କରି ନିରନ୍ତର ଶାନ୍ତିକାମୀ ମଣିଷ ଓ କଲ୍ୟାଣକାମୀ ଜୀବଜଗତର ଚେତନାରେ ଅଫୁରନ୍ତ ଉଚ୍ଛ୍ଵାସର ଆବାହନ । ସକାଳର ପୂର୍ବସ୍ମୃତିରେ ଗତରାତିରୁ ହିଁ ସେହି ଅପେକ୍ଷାରତ…

ତାରାତାରିଣୀ ପୀଠ

ଲେଖା: ଦେଵ ତ୍ରିପାଠୀ ପ୍ରାକୃତିକ ଶୋଭାସମ୍ପଦରେ ପରିପୂର୍ଣ୍ଣ, ସାଂସ୍କୃତିକ ବିଭବରେ ବିମଣ୍ଡିତ ତଥା କଳାସଙ୍ଗୀତ, ସାହିତ୍ୟ, କାରୁକାର୍ଯ୍ୟ ଓ ଧାର୍ମିକ ଚେତନାରେ ଋଦ୍ଧିମନ୍ତ ଆମରି ଗଞ୍ଜାମ ଜିଲ୍ଲା । ଜିଲ୍ଲାର ଗ୍ରାମେ ଗ୍ରାମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଥିଲେ ମଧ୍ୟ ଶୈବ ଓ ଶାକ୍ତମାନେ ଗାଁ ଠାକୁରାଣୀ କିମ୍ବା ଗ୍ରାମଦେବତୀଙ୍କୁ ଆରାଧନା କରିବା ଦେଖାଯାଇଥାଏ ।…